କେନ୍ଦୁଝର

ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଶିକ୍ଷକ ହେଲେ ବାରିଆ ଥାନା ଜ୍ୟୋତିପୁର ଗ୍ରାମର ପୁରନ୍ଦର ମହାନ୍ତ। ସେ…

ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ତାଡ଼ି ଦାନ ଅର୍ଥ ନେଇଯାଇଥିବା ଜଣାପଡ଼ିଛି। ଖବରପାଇ ବଡ଼ବିଲ…

ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ ବହୁ ଲୋକ ଘର ପାଇନାହାନ୍ତି। ଫଳରେ ଲୋକ ମାନେ ବର୍ଷା ଓ ଶୀତ ଦିନରେ…

ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି। ଅଧିକାଂଶ ଚାଷୀ ମାନେ ବିଲରୁ ଧାନ ଆଣି ଖଳାରେ ବହୁଦିନ…

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର…

ମିଳୁନି ଲେ ଆଉଟ୍‌: ହୋଇପାରୁନି ଘର ନିର୍ମାଣ

କେନ୍ଦୁଝର, ୮ା୧୨(ସ୍ବ.ପ୍ର.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି, ଓଡିଶା ପକ୍ଷରୁ ସମସ୍ତ ଗୃହହୀନଙ୍କୁ ଘର ମିଳୁଛି। କିନ୍ତୁ କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏହି ଯୋଜନାରେ ହିତାଧିକାରୀଙ୍କୁ ଘର କାଗଜପତ୍ରରେ ମିଳିଛି କିନ୍ତୁ ଘର ନିର୍ମାଣ ହୋଇ…

ବ୍ୟାପକ ଜଙ୍ଗଲ କଟା ଯୋଗୁ ପରିବେଶ ନଷ୍ଟ: କାନଝରୀ ନଦୀବନ୍ଧ ପାଇଁ ବିପଦ ଆଶଙ୍କା

କେନ୍ଦୁଝର, ୮।୧୨(ସ୍ବ.ପ୍ର.)-ସଦର ରେଞ୍ଜ ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁ ପରିବେଶ କ୍ଷତିଗ୍ରସ୍ତ ହୋଇଛି। ଏବେ ଗୋପାଳପୁର ହାଟ ନିକଟ ଜଙ୍ଗଲରେ ବହୁ ସଂଖ୍ୟାରେ ଗଛ କଟାଚାଲିଥିଲେ ହେଁ ବନ ବିଭାଗର ନିଘା ନାହିଁ । ବହୁ…

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ…

ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା ସର୍ବାଧିକ ୨୪ ଡିଗ୍ରୀ ରହୁଥିବା ବେଳେ ରାତିରେ ସର୍ବନିମ୍ନ ୧୩ ଡିଗ୍ରୀ ରହୁଥିବା…

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଜାରି

କେନ୍ଦୁଝର,୭।୧୨(ସ୍ବ.ପ୍ର.): କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ବାଇପାସ ଛକ ହୋଣ୍ଡା ସୋ’ରୁମ ନିକଟସ୍ଥ ରାସ୍ତାକଡ଼ରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଶୁକ୍ରବାର ବିଳମ୍ବିତ ରାତିରେ କିଛି ଦୁର୍ଘଟଣା…

ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ସୋମନାଥ

ଚମ୍ପୁଆ, ୭।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ହୁଡି ସାହିରେ ୧୩ ବର୍ଷ ଧରି ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ଭିନ୍ନକ୍ଷମ ସୋମନାଥ ମୁଣ୍ଡା ଏବେ ବି ସରକାରୀ ସହାୟତା ଅପେକ୍ଷାରେ ରହିଛନ୍ତି। ଅର୍ଥାଭାବ କାରଣରୁ ସେ ଠିକ୍‌ ଭାବେ…

ବଣବୁଦା ସଫେଇ ନଁ। ରେ ଗଛ କଟା

ଚମ୍ପୁଆ, ୭ା୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନରେ ବନ ବିଭାଗ ପକ୍ଷରୁ ବଣବୁଦା ସଫା ନାମରେ ଶାଳ ଆଦି ଗଛ କଟାଯାଉଥିବାରୁ ଏହାକୁ ଅଞ୍ଚଳବାସୀ ବିରୋଧ କରିଛନ୍ତି। ସବୁଆଡ଼େ ବନ ସମ୍ପଦ କ୍ଷୟ ହେଉଥିବା ବେଳେ ସତର୍କତା ଅବଲମ୍ବନ ନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?