କେନ୍ଦୁଝର

ମନ କିଣେ ବାବୁଲିଙ୍କ ଦହିବରା

କେନ୍ଦୁଝର, ୨୬ା୭(ଡି.ଏନ.ଏ.)-ଆଳୁଦମ ଦହିବରା ନାଁ ଶୁଣିଲେ ପାଟିରୁ ଲାଳ ଗଡ଼ିଆସେ। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ବେଶ ଭଲ ପାଆନ୍ତି। ଗୋଟିଏ ପ୍ଲେଟ ଖାଇଲେ ପେଟ ପୂରିଯାଏ। ଆଳୁଦମ ଦହିବରା ସାଙ୍ଗକୁ ଦହି ପାଣିର ସ୍ବାଦ କହିଲେ…

ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ

ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ଏବଂ ଚମ୍ପୁଆ ରେଞ୍ଜରେ ରହିଥିବା ବନାଞ୍ଚଳ ପାର୍ଶ୍ୱବର୍ତ୍ତୀ…

ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ, ପ୍ରଦୀପ…

୫ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଆର୍‌ସିସି ଓ ଏବିଇଓଙ୍କ ବଦଳି

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା ଆନନ୍ଦପୁର, ରମେଶ ଚନ୍ଦ୍ର ମାଝୀ ଓ ଚନ୍ଦ୍ରଶେଖର ସୋରେନ୍‌ ବାଆଁଶପାଳ, ବ୍ୟାସଦେବ ନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri