କେନ୍ଦୁଝର

ଦାରିଦ୍ର୍ୟ ନେଲା ଜୀବନ: ୩ ଭଉଣୀ ଏବେ ଅନାଥ, ଅସହାୟ

ଝୁମ୍ପୁରା, ୭।୧୨(ଡି.ଏନ.ଏ.)- ବର୍ଷକ ପୂର୍ବରୁ ମା’ ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିଥିଲେ। ଏବେ ବେକରେ ଦଉଡ଼ି ଲଗାଇ ବାପା ରାମ ମୁଣ୍ଡା (୫୩) ଆତ୍ମହତ୍ୟା କରିବା ପରେ କେନ୍ଦୁଝର ଜିଲା ଝୁମ୍ପୁରା ଥାନା, ଖେଣ୍ଡରା ପଞ୍ଚାୟତର ପାଟବିଲା ଗ୍ରାମରେ ତାଙ୍କ ୩…

ବସ୍‌ କଣ୍ଡକ୍ଟରଙ୍କୁ ମାଡ଼: ଅଭିଯୁକ୍ତ ଗିରଫ

ଯୋଡ଼ା,୬।୧୨(ଡି.ଏନ.ଏ.)- ବସ୍‌ ଭଡାକୁ କେନ୍ଦ୍ର କରି ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ହେଲେ ଯୋଡାସ୍ଥିତ ଚେମ୍ରି ହାଟିଂର ସାନି ସିଂହ । ପୋଲିସର ସୂଚନା ଅନୁଯାୟୀ ଗତ ବୁଧବାର ଚମ୍ପୁଆଠାରେ…

ବୃଦ୍ଧଙ୍କଠାରୁ ୫୦ ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ

ହାଟିଡିହି,୬।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଞ୍ଚୋ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ଶୁକ୍ରବାର ଅପରାହ୍ନରେ ଜଣେ ବୃଦ୍ଧ ୫୦ ହଜାର ଟଙ୍କା ଉଠାଣ କରି ଆସୁଥିବାବେଳେ ଲୁଟେରାମାନେ ଛଡ଼ାଇ ନେଇଛନ୍ତି। ସୂଚନାଯୋଗ୍ୟ, ସୋସୋ ଥାନା ଅନ୍ତର୍ଗତ ମଙ୍ଗୁଳୁ ନାହାକ (୬୫)…

ଜିଆର୍‌ଏସ୍‌ଙ୍କ ବଦଳି: ରହିତାଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୬। ୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ସ୍ବଳ୍ପ ଦରମାରେ କାର୍ଯ୍ୟ କରୁଥିବା ୩୦ ଜଣ ଜିଆରଏସ୍‌ଙ୍କର ଡିଆର୍‌ଡିଏ ଚିଠି ନଂ. ୬୪୦୭/୨୮/୧୧/୨୦୧୯ରେ ଅନ୍ୟତ୍ର ବଦଳି ହୋଇଥିଲା। ମାତ୍ର ପାତର ଅନ୍ତର ଓ ମନମୁଖି ନୀତିରେ ଏହି…

ଆନନ୍ଦପୁର ଡାକ୍ତରଖାନାରେ କାୟାକଳ୍ପ ଟିମ୍‌ : ସବୁ ବିଭାଗ ବୁଲି ସ୍ବଚ୍ଛତାର ସ୍ଥିତି ପରଖିଲେ

ଘସିପୁରା , ୬।୧୨ (ଡି.ଏନ.ଏ.)-କେନ୍ଦ୍ରୀୟ ଯୋଜନା ‘କାୟାକଳ୍ପ’ର ଏକ ସ୍ବତନ୍ତ୍ର ଟିମ ଗୁରୁବାର ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ସ୍ବଚ୍ଛତାର ସ୍ଥିତି ପରଖିଛନ୍ତି। ଏହି ଟିମ୍‌ ପହଞ୍ଚିବା ପରେ ଉପଖଣ୍ଡ ଡାକ୍ତରଖାନା ବେଶ ଚଳଚଞ୍ଚଳ ହୋଇ ଉଠିଥିଲା। ଟିମ୍‌ର ଗସ୍ତକୁ ଦୃଷ୍ଟିରେ…

ଖଣି କମ୍ପାନୀ ସମ୍ମୁଖରେ ଧାରଣାରତ ଲୋକଙ୍କୁ ଆକ୍ରମଣ ଉତ୍ତେଜନା, ଥାନାରେ ଏତଲା

ଯୋଡ଼ା, ୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ଗୁରୁବାର ଧାରଣାରତ ଲୋକଙ୍କୁ କେତେଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି ା ଏଥି ସହିତ ସେମାନେ ଧାରଣା ସ୍ଥଳରେ ଲାଗିଥିବା ଟେଣ୍ଟକୁ ଭଙ୍ଗାରୁଜା କରିଥିବା ନେଇ ଥାନାରେ…

ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମଡ଼ମସିଣାବିଲା…

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲା ପରିଷଦ ଅଧ୍ୟକ୍ଷା…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ ତାଙ୍କ ବାସଭବନ, ପାଟଣା ବାରଟାଣିସ୍ଥିତ ପୈତୃକ ବାସଭବନ ଓ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡ଼ା…

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ ଥିବା ଜଣାଯାଇଛି। ଫଳରେ ଚାଷ ଓ ଚାଷୀ ଉଭୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।…

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି ବୈତରଣୀକୁ ଅନେକ ଭକ୍ତିର ସହ ପ୍ରଣାମ କରୁଥିବାବେଳେ ଏହା ଧାମରା ନିକଟରେ ବଙ୍ଗୋପସାଗରରେ ଲୀନ…

ଖଣିରେ ନିଯୁକ୍ତି ଓ ପରିବହନ ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ 

ଯୋଡ଼ା, ୪।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଓ ପରିବହନ ସୁବିଧା ଦେବାପାଇଁ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ଦାବି କରି ଆସୁଥିବାବେଳେ ଏହାକୁ ଅନ୍ୟ କେତେକ ସ୍ଥାନୀୟ ଲୋକ ବିରୋଧ କରୁଛନ୍ତି। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?