କେନ୍ଦୁଝର

ନାଳ ପାରି ହେବାକୁ ଦଉଡ଼ି ଭରସା

କେନ୍ଦୁଝର, ୨୭ା୧୦ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିଶେଷ କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସବୁଦନିଆ ଯାତାୟାତର ସୁବିଧା ନ ଥିବାରୁ ଲୋକେ ବିପଦପୂର୍ଣ୍ଣ ଅବସ୍ଥାରେ ଯାତାୟାତ କରୁଛନ୍ତି । ବର୍ଷା ହେଲେ ନଦୀନାଳରେ ପାଣି ବୃଦ୍ଧି ପାଇଥାଏ। ଫଳରେ ରାସ୍ତା ଓ ପୋଲ…

ବାଣ ବେପାର ନେଇ ଚିନ୍ତାରେ ବ୍ୟବସାୟୀ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପକ୍ଷରୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବାଣ ବିକ୍ରି ପାଇଁ ଅନୁମତି ମିଳିଥିବା ବେଳେ ଜନବସତି ଠାରୁ ଦୂରରେ ମାତ୍ର ୪ଟି ସ୍ଥାନରେ ବାଣ ବିକ୍ରି ଦୋକାନକୁ ଅନୁମତି ମିଳିଛି। ତେବେ…

ପୋତା ଯାଇଥିବା ମୃତଦେହ ଉଦ୍ଧାର କଲା ପୋଲିସ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅତା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତରବରିଆ ଭାବେ ମୃତଦେହ ପୋତି ଦେଇଥିଲେ। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ…

ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣା: ଥାନାରେ ଏତଲା

କେନ୍ଦୁଝର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନାରେ ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣାକୁ ନେଇ ଶନିବାର ଥାନାରେ ଏତଲା ଦିଆଯାଇଛି। ବୈଦ୍ୟୁତିକ ଗଣମାଧ୍ୟମ କ୍ୟାମେରା ମ୍ୟାନ୍‌ ତନ୍ମୟ କୁମାର ପାଲ ଶୁକ୍ରବାର ଖବର ସଂଗ୍ରହ କରିବାକୁ ଥାନାକୁ ଯାଇଥିବା ବେଳେ ୨ ଜଣ ଅଧିକାରୀ…

ଭାରସାମ୍ୟ ହରାଇ ଓଲଟିଲା କ୍ୟାମ୍ପର

ଯୋଡ଼ା,୨୬।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ବ୍ୟାଙ୍କ ଅଫ୍‌ ଇଣ୍ଡିଆ ନିକଟ ରାସ୍ତାରେ ଶନିବାର ଏକ କ୍ୟାମ୍ପର ଭାରସାମ୍ୟ ହରାଇ ଓଲଟି ପଡିଛି। ରାସ୍ତା କଡରେ ଥିବା ତେଜରାତି ଦୋକାନୀ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି । ସୂଚନାନୁଯାୟୀ, ପୂର୍ବାହ୍ନରେ ଯୋଡାରୁ…

ହାତୀ ଉପଦ୍ରବ: ଭାଙ୍ଗିଲେ ଫାର୍ମ ହାଉସ୍‌, ଉଜାଡ଼ିଲେ ଧାନ ଫସଲ; କ୍ଷତିପୂରଣ ଦାବି କଲେ ଅଞ୍ଚଳବାସୀ

ପାଟଣା,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଥମିବାର ନଁା ଧରୁନାହିଁ। ହାତୀ ଉପଦ୍ରବରେ ଗରିବ ଚାଷୀମାନେ ବିଶେଷଭାବେ ପ୍ରଭାବିତ ହେଉଛନ୍ତି। ଏକ ଦଳରେ ଥିବା ୨୩ ଝାଡ଼ଖଣ୍ଡୀ ହାତୀ ଚମ୍ପୁଆ ରେଞ୍ଜରେ ବ୍ୟାପକ ଧାନ ଫସଲ ନଷ୍ଟ କରିବା ପରେ ଶୁକ୍ରବାର…

ଘର ଭାଙ୍ଗିଲା, ଫସଲ ଉଜୁଡ଼ିଲା

ପାଟଣା,୨୬।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକରେ ଗତ ୨୪ ଘଣ୍ଟା ମଧ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଠାରେ ୪୮. ୫ ମିଲିମିଟର ବୃଷ୍ଟିପାତ ହୋଇଥିବା ରେକର୍ଡ କରାଯାଇଛି। ଏଥିରେ ଅନେକ କଚ୍ଚା ଘର ଭାଙ୍ଗି ପଡିଛି। ପାଚିଲା…

ବିପଦସଙ୍କୁଳ ଅବସ୍ଥାରେ କାନଝାରୀ ଡ୍ୟାମ୍‌

କେନ୍ଦୁଝର, ୨୬।୧୦(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକରେ ପ୍ରାୟ ୩୯ ବର୍ଷ ତଳେ ନିର୍ମିତ କାନଝାରୀ ଡ୍ୟାମର ସ୍ଥାୟିତ୍ୱ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୧୧ରେ ଡ୍ୟାମ୍‌ ନିମ୍ନଭାଗରେ ଥିବା ରାସ୍ତାରେ ଲୁହା ପୋଲ ବନ୍ୟା ଜଳରେ ଭାସିଯିବା ପରଠାରୁ ସମସ୍ତ…

ବୁଡ଼ିବାକୁ ବସିଲାଣି ମାଟିଦୀପ ବେଉସା

ଯୋଡ଼ା, ୨୬।୧୦(ଡି.ଏନ.ଏ.)- ଆଲୋକର ପର୍ବ ଦୀପାବଳିରେ ଦୀପର ଚାହିଦା ନିଆରା। ଏହି ପର୍ବରେ ମାଟି ଦୀପ ଜାଳିବା ପରମ୍ପରା ସବୁଠି ରହିଛି। ହେଲେ ହାଟ ବଜାରକୁ ଚାଇନାରେ ତିଆରି ଲାଇଟ୍‌ ଆସିବା ପରଠାରୁ ସ୍ଥାନୀୟ ଅଞ୍ଚଳରେ ମାଟିରେ ଦୀପ ତିଆରି କରୁଥିବା…

ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଆନନ୍ଦପୁର ଥାନା ପଚାଙ୍ଗ ଗ୍ରାମର କାଳନ୍ଦୀ ନାୟକଙ୍କ ସ୍ତ୍ରୀ ଇତିଶ୍ରୀ ନାୟକ ଏବଂ ଘସିପୁରା…

ନଦୀ ନ ବଢି ପୋଲ ଉପରେ ପାଣି: ଯାତାୟାତରେ ଲୋକେ ହଇରାଣ

ଯୋଡ଼ା, ୨୫।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରକୁ ଦୁଇ ପାର୍ଶ୍ୱରେ ବିଭକ୍ତ କରୁଥିବା ତଥା ରାଜ୍ୟ ରାଜପଥ ନଂ ୨ରେ ଥିବା ସୁନା ନଦୀ ପୋଲ ଉପରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇ ପୋଲ ଉପରେ ପାଣି ଜମା ହୋଇ ରହିଛି ା…

ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ିଲା: ସ୍ବାମୀ ମୃତ; ସ୍ତ୍ରୀ,ଜ୍ୱାଇଁ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୨୫ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ମିଶ୍ରମାଳରେ ଲଗାଣବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡିବାରୁ ସେଥିରେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଛି ା ମୃତକଙ୍କ ସ୍ତ୍ରୀ ଓ ଜ୍ୱାଇଁ ଆହତ ହୋଇଛନ୍ତି ା ଉଭୟଙ୍କୁ କେନ୍ଦୁଝର ଜିଲା ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri