କେନ୍ଦୁଝର

ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଶୁକ୍ରବାର କେନ୍ଦୁଝର ଜିଲା ଯୋଡା ଗସ୍ତରେ ଆସି ପୌରପାଳିକାରେ ନିର୍ମାଣଧୀନ ଥିବା କଠିନ ବର୍ଜ୍ୟବସ୍ତୁ…

ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ ଗିନିଜ୍‌ ବୁକ୍‌ରେ ସ୍ଥାନ ଦେବା ସକାଶେ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା। ଏହି ପରିପ୍ରେକ୍ଷୀରେ…

ଉଧେଇ ପାରୁନି ବେଦ ବିଦ୍ୟାଳୟ

କେନ୍ଦୁଝର, ୩ା୮ (ସ୍ବ.ପ୍ର.) -କେନ୍ଦୁଝର ପୁରୁଣା ବଜାର ନିକଟ ସିଦ୍ଧମଠଠାରେ ୨୦୦୪ରୁ ଗଢି ଉଠିଥିବା ବେଦ ବିଦ୍ୟାଳୟ ପ୍ରୋତ୍ସାହନ ଅଭାବରୁ ଆଗକୁ ବଢି ପାରୁନାହିଁ ା ମଧ୍ୟପ୍ରଦେଶ ଉଜ୍ଜୟନୀ ସ୍ଥିତ ମହର୍ଷି ଶାନ୍ତିପନୀ ରାଷ୍ଟ୍ରୀୟ ବେଦ ବିଦ୍ୟା ପ୍ରତିଷ୍ଠାନ ଅଧୀନରେ ଚାଲିଥିବା…

ଏକାଠି ହେଲେ ସବୁ ଟ୍ରକ ମାଲିକ ସଂଘ

କେନ୍ଦୁଝର, ୩।୮ (ସ୍ବ.ପ୍ର./ଡି.ଏନ.ଏ.)- ରାଜ୍ୟ ବାହାରୁ ଭାରି ଯାନ ଅଣାଯାଇ କେନ୍ଦୁଝର ଜିଲାରେ ଖଣିଜ ଦ୍ରବ୍ୟ ପରିବହନ କରାଯାଉ ଥିବାରୁ ସ୍ଥାନୀୟ ଅଞ୍ଚଳର ଟ୍ରକ ମାଲିକମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଅଧିକ ସଂଖ୍ୟାରେ ଭାରିଯାନ ଚଳାଚଳ ଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ ହେବା…

କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରମିକ ଏଥିରେ ସାମିଲ ହୋଇଥିଲେ। ବ୍ୟାନର ଓ ପତାକା ଧରି ନଗର ଭବନ ପଡ଼ିଆରୁ…

ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ଷୀରୋଦ କୁମାର

ହାଟଡିହୀ,୨।୮(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କ୍ଷୀରୋଦ କୁମାର ତ୍ରିପାଠୀ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ଏବିଇଓ ରୂପେ କାର୍ଯ୍ୟ କରୁଥିଲେ। ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ବିଆରସିସି ବିନୋଦ ରାଉତ, ଏବିଇଓ ସୁରେଶ ଜେନା,…

ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ

କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶୁଆକାଠି ଗ୍ରାମର…

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତରେ ପ୍ରାୟତଃ ସବୁ ଜାଗାରେ ଖରିଫ ଋତୁର ଧାନ ଫସଲ ସହିତ ମକା,…

ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା

ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। କେଉଁଠି ରୋଗୀଙ୍କୁ ଆଣିବାକୁ ଯାଉ ଯାଉ ରାସ୍ତାରେ ଅଚଳ…

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍‌ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ ପର୍ବତଘେରା ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବେଶ୍‌ ଭଲ ଲାଗେ। ଦୈନନ୍ଦିନ ଜୀବନରୁ କିଛି କ୍ଷଣ…

ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ , ଶ୍ୱଶୁରଙ୍କୁ ୧୦ ବର୍ଷ ଓ ନଣନ୍ଦଙ୍କୁ ୭ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ଆନନ୍ଦପୁର…

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri