କେନ୍ଦୁଝର

କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ ପତ୍ର ଓ ପ୍ରାକ ଶିକ୍ଷା ପ୍ରଦାନ କରାଯାଉଥିବା ବେଳେ ଏହାର ବିପରୀତ ପ୍ରତିବିମ୍ବ…

ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ, ନିମ୍ନମାନର: ପ୍ରତିବାଦ କଲେ ବଡବିଲ କଲେଜ ଛାତ୍ରୀଛାତ୍ର

ବଡବିଲ, ୨୯।.୧୧ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ସହରାଞ୍ଚଳ ଦେଇ ୪ ଲେନ ବିଶିଷ୍ଟ ୧୦ ନମ୍ବର ରାଜ୍ୟ ରାଜପଥର ନିର୍ମାଣ କାର୍ଯ୍ୟ ଅତିଶୀଘ୍ର ଶେଷ କରିବା ଓ ଖାଲଖମା ଗୁଡିକର ତୁରନ୍ତ ମରାମତି କରି ଦୁର୍ଘଟଣାକୁ ଏଡାଇବା ନିମନ୍ତେ ବ୍ୟବସ୍ଥା ଦାବି…

ପ୍ରକୃତିର ବରଦାନ ସାନଘାଗରା

କେନ୍ଦୁଝର, ୨୯ା୧୧ (ସ୍ବ.ପ୍ର.)-ପ୍ରକୃତିର ବରଦାନ ସାନଘାଗରା କହିଲେ ଅତ୍ୟୁକ୍ତି ହେବନାହିଁ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ସାନଘାଗରା ଜଳପ୍ରପାତ। ଏଠାକୁ ଯିଏ ଥରେ ଆସିଛି ସେ ଏହାର ମନୋରମ ଦୃଶ୍ୟ କେବେ ଭୂଲିପାରିନାହିଁ। ପ୍ରାୟତଃ ଶୀତ ଦିନ ଆସିଲେ କେନ୍ଦୁଝର ଜିଲାକୁ…

ନିଆରା ବାଲିଠାକୁରାଣୀ ପୂଜା: ଦେଉଛି ସଦ୍‌ଭାବନା ଓ ସହଯୋଗର ବାର୍ତ୍ତା

ହାଟଡିହୀ, ୨୮ା୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ସୁଲଣ ଓ ଜଳସରପୁର ଗ୍ରାମରେ ୫ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ମା’ ବାଲିଠାକୁରାଣୀଙ୍କ ପୂଜା ଅଞ୍ଚଳବାସୀଙ୍କ ମନରେ ନିଆରା ସାଂସ୍କୃତିକ ଚେତନା ସୃଷ୍ଟି କରିଆସିଛି। ଚଳିତବର୍ଷ ୯ ଦିନ ଧରି ଆୟାଜିତ…

ପାଣି ଓ ପାଇଖାନା ନ ଥାଇ ଚାଲିଛି ଅଙ୍ଗନୱାଡି: ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ

ଚମ୍ପୁଆ, ୨୭ା୧୧(ଡି.ଏନ.ଏ.): ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଅଙ୍ଗନୱାଡି ଗୁଡିକରେ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧା କରାଯାଇ ପିଲାମାନଙ୍କର ଭବିଷ୍ୟତ ଗଢାଯାଉଥିବା ବେଳେ ଚମ୍ପୁଆ ଏନଏସି ଅନ୍ତର୍ଗତ ଧଳାଡିହି ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ନଂ୧ ରେ ଏହାର ବିପରୀତ ବ୍ୟବସ୍ଥା…

ଥ୍ରେସର ମେଶିନ୍‌ରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ଯୋଡ଼ା ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣିଡିହା ଗ୍ରାମରେ ମଙ୍ଗଳବାର ଧାନ ଅମଳ କରାଯାଉଥିବା ଥ୍ରେସର ମେସିନ୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ଭୋର ସମୟରେ ଉକ୍ତ ଗ୍ରାମର ଶ୍ରମିକ ଚନ୍ଦ୍ର ମୁଣ୍ଡା (୪୦)…

ବାଇକ୍‌ ଡିକି ଭାଙ୍ଗି ୬୯ ହଜାର ଲୁଟ୍‌

ଯୋଡ଼ା, ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ଥିବା ସୁଜୁକି ବାଇକ୍‌ ସୋରୁମ୍‌ ସମୁଖରୁ ଜଣେ ବ୍ୟକ୍ତିଙ୍କ ବାଇକ୍‌ ଡିକି ଭାଙ୍ଗି ୬୯ ହଜାର ଟଙ୍କା ଲୁଟ୍‌ କରିନେଇଥିବା ଥାନାରେ ଅଭିଯୋଗ ହୋଇଛି। ମଙ୍ଗଳବାର ରାତି ୮ଟାରେ ବଡବିଲ ଅଞ୍ଚଳର ଦ୍ୱାରିକା…

ସ୍ବାଭାବିକ ପରିସ୍ଥିତିକୁ ଆସିଲା ଆନନ୍ଦପୁର ମହାବିଦ୍ୟାଳୟ

ଆନନ୍ଦପୁର,୨୭।୧୧(ସ୍ବ.ପ୍ର.): ଆନନ୍ଦପୁର ମହାବିଦ୍ୟାଳୟ ସ୍ବାଭାବିକ ପରିସ୍ଥିତିକୁ ଆସିଛି। ମହାବିଦ୍ୟାଳୟର ମୁଖ୍ୟ ଗେଟ୍‌ ପାଖରେ ଚେକିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ଯାଞ୍ଚ, ୟୁନିଫର୍ମ ତଦାରଖ କରାଯାଉଛି। ସେମାନେ କିପରି ଶାନ୍ତିଶୃଙ୍ଖଳାରେ ଯାଇପାରିବେ ସେନେଇ କଡ଼ା ନଜର ରଖାଯାଇଛି।…

ରାଜ୍ୟ ରାଜପଥ ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ

ଯୋଡ଼ା, ୨୭।୧୧(ଡି.ଏନଏ) କେନ୍ଦୁଝର ଜିଲା ବାମେବାରୀ-ଯୋଡା ରାଜ୍ୟ ରାଜପଥ ନଂ ୨ ର ସମ୍ପ୍ରସାରଣ ପାଇଁ ଜବର ଦଖଲ ହୋଇଥିବା ଜମି ଗୁଡିକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି ା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବଡବିଲ…

ବସ୍‌ଷ୍ଟାଣ୍ଡରେ ଆବର୍ଜନା ଗଦା ନେଇ ଗଣ୍ଡଗୋଳ: ଥାନାରେ ଦୁଇ ପକ୍ଷରୁ ଏତଲା

ଝୁମ୍ପୁରା, ୨୭।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବସ୍‌ଷ୍ଟାଣ୍ଡ ନିକଟରେ ଅଳିଆ ଆବର୍ଜନା ପକାଯିବା ଘଟଣାକୁ କେନ୍ଦ୍ରକରି ଗତ ୨୩ ତାରିଖ ସନ୍ଧ୍ୟା ସମୟରେ ଗଣ୍ଡଗୋଳ ଘଟି ଏନେଇ ଥାନା ଯାଏ ମାମଲା ଯାଇଛି। ଏନେଇ ଦୁଇ ପକ୍ଷ ଥାନାରେ କରିଥିବା ଅଭିଯୋଗକ୍ରମେ…

ସାମାକୋଇ ନଦୀରୁ ବେଆଇନ ବାଲି ଚାଲାଣ: କାର୍ଯାନୁଷ୍ଠାନ ଦାବି କଲେ ଗ୍ରାମବାସୀ

ତେଲକୋଇ, ୨୭।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ କରଦାଙ୍ଗୀ ପଞ୍ଚାୟତ ଦେଇ ପ୍ରବାହିତ ସାମାକୋଇ ନଦୀ ପଠାରୁ ଦୈନିକ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଟ୍ରାକ୍ଟର, ଡମ୍ଫର ଯୋଗେ ବାଲି ଉଠାଣ ହେଉଛି। ଏନେଇ ଗ୍ରାମବାସୀ ସ୍ଥାନୀୟ ତହସିଲଦାରଙ୍କ ଠାରେ ଅଭିଯୋଗ କିରିଛନ୍ତି।…

‘ସବୁଜିମା ତାଙ୍କ ସ୍ବପ୍ନ ଓ ଲକ୍ଷ୍ୟ’

କେନ୍ଦୁଝର, ୨୬।୧୧(ସ୍ବ.ପ୍ର.)-‘ଗଛ ବଞ୍ଚିଲେ ଆମେ ବଞ୍ଚିବା’ ଏଭଳି ବାର୍ତ୍ତା ଦେଇ ଗାଁ ସମେତ ଆଖପାଖ ଅଞ୍ଚଳରେ ଗଛ ଲଗାଇବା କାମରେ ସେ ଲାଗିପଡ଼ିଛନ୍ତି। ଗତ ୫ ବର୍ଷରେ ୪ ଲକ୍ଷରୁ ଅଧିକ ବୃକ୍ଷ ରୋପଣ କରିଛନ୍ତି। ଏଥିସହ ବିଭିନ୍ନ ଗ୍ରାମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?