କେନ୍ଦୁଝର

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଆନନ୍ଦପୁର ମୁଖ୍ୟ…

ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ପାଟଣା, ୧।୮(ସ୍ବ.ପ୍ର.)-ଟିକ୍‌ଟିକ୍‌ କେତେକ କ୍ଷେତ୍ରରେ ଲୋକଙ୍କୁ ବଦନାମ କରିଥିବାବେଳେ କେତେକଙ୍କ ପାଇଁ ଖୁସିର ସମାହାର ଆଣିଦେଇଛି। ତେବେ ସବୁର ବ୍ୟବହାର ଜାଣିଲେ ହେଲା। ଭଲ କାମ ପାଇଁ ବ୍ୟବହାର କରି ରାଜ ଓଡ଼ିଆ ସିନେମା ଜଗତରେ ପ୍ରଥମ ଥର ପାଇଁ ପ୍ରବେଶ…

ନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷ

ଚମ୍ପୁଆ,୧।୮(ଡି.ଏନ.ଏ) – ନିଶା ତାଙ୍କର ଅଭିନୟ କିନ୍ତୁ ପେଷାରେ ସେ ଜଣେ ଚାଷୀ। ସେ ହେଉଛନ୍ତି ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ପଞ୍ଚାୟତର ଟିଆଁସପଶି ଗ୍ରାମର କାଙ୍ଗାଳୀ ମହାରଣା। ଛୋଟ ବେଳୁ ଅଭିନୟ ପ୍ରତି ରୁଚି ରଖିଥିବା ଏହି ମଣିଷ ୧୪…

ଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାର

ହାଟଡ଼ିହୀ, ୧।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗୁହାଳଗଢ଼ିଆ ଅଞ୍ଚଳରେ ଜଣେ ୧୫ ବର୍ଷିଆ ନାବାଳିକା ଜୁଲାଇ ୨୦ ତାରିଖ ନିଖୋଜ ହୋଇଯାଇଥିଲେ। ପରିବାର ପକ୍ଷରୁ ଏନେଇ ୨୨ ତାରିଖରେ ନନ୍ଦିପଦା ଥାନାରେ ଅଭିଯୋଗ ହୋଇଥିଲା ା ପୋଲିସ ଏକ ଅପହରଣ…

ଗୁଟଖା ଦୋକାନ ଉପରେ ପ୍ରଶାସନର ଚଢାଉ

କେନ୍ଦୁଝର, ୧।୮ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବିଭିନ୍ନ ସ୍ଥାନରେ ଥିବା ଗୁଟଖା, ସିଗାରେଟ ଆଦି ନିଶା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ସାମଗ୍ରୀ ଉପରେ କଟକଣା ଲଗାଇବା ପାଇଁ ବୁଧବାର ପ୍ରଶାସନର ନିଷ୍ପତ୍ତି କ୍ରମେ ସ୍ବାସ୍ଥ୍ୟ ବିଭାଗ ବିଭିନ୍ନ ଦୋକାନ ଉପରେ ସ୍ବାସ୍ଥ୍ୟ ବିଭାଗ…

ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବୁଧବାର ପ୍ରାୟ ୧୧ ଘଟିକା ସମୟରେ ପ୍ରାୟ ୩…

ଅଚାନକ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ତହସିଲଦାର, ଏଡିଡବ୍ଲ୍ୟୁଓ

ଚମ୍ପୁଆ, ୩୧।୭(ଡି.ଏନ.ଏ.): ଚମ୍ପୁଆ ବ୍ଲକର ବିଭିନ୍ନ ଆଶ୍ରମ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରଛନ୍ତି। ବିଦ୍ୟାଳୟରେ ସୁରକ୍ଷା, ରନ୍ଧା ହେଉଥିବା ଖାଦ୍ୟ, ଛାତ୍ରୀ ନିବାସ ଓ ପାଠପଢାକୁ ଯାଞ୍ଚ କରିଥିବା ଜଣାଯାଇଛି। ଆଶ୍ରମ ବିଦ୍ୟାଳୟ ଗୁଡିକରେ ଘଟୁଥିବା ଅଘଟଣକୁ ନେଇ ସରକାର ଚିନ୍ତିତ…

କାଦେ ମାଝୀଙ୍କ ହତ୍ୟାକାଣ୍ଡ ଘଟଣା:୯ ଅଭିଯୁକ୍ତ ଗିରଫ

ପାଟଣା,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ୧୬ହଜାର ଟଙ୍କା ପାଇଁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରି ଗାଁ ଦାଣ୍ଡରେ ହତ୍ୟାକରିବା…

ଓଲଟିଲା ପଥର ବୋଝେଇ ହାଇଓ୍ବା, ବର୍ତ୍ତିଲେ ଡ୍ରାଇଭର

ହାଟଡିହି,୩୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିଆଡ଼ିମାଳିଆଠାରେ ମଙ୍ଗଳବାର ରାତିରେ ଏକ ହାଇୱା ଭାରସାମ୍ୟ ହରାଇ ଓଲଟିପଡ଼ିଛି ା ଡ୍ରାଇଭର ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ସାମାନ୍ୟ ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା ା ଖବରରୁ…

ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌ କାଟ, ସାମାନ୍ୟ ପତ୍ର ହଲିଲେ ଲାଇନ୍‌ ସଂଯୋଗ ବିଚ୍ଛିନ୍ନ ପରେ ଏବେ ବିଲ୍‌ ଉପଭୋକ୍ତାଙ୍କ…

ଲୋକଙ୍କ କାମରେ ଲାଗୁନି ଶିଶୁ ପାର୍କ: ଜିଲାପାଳଙ୍କୁ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଦାବିପତ୍ର

ଆନନ୍ଦପୁର,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରବାସୀଙ୍କ ଦୀର୍ଘ ଦିନର ଦାବି ପରେ ବିଆର୍‌ଜିଏଫ୍‌ (ପଛୁଆ ଅଞ୍ଚଳ ଅନୁଦାନ ପାଣ୍ଠି) ଯୋଜନାରେ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ଶିଶୁ ପାର୍କ ନିର୍ମାଣ କରାଯାଇଥିଲା। ଏହି ପାର୍କ ନିର୍ମାଣ କାର୍ଯ୍ୟ ଶେଷ…

୯ ଶିଶୁ ଶ୍ରମିକ ଉଦ୍ଧାର

କେନ୍ଦୁଝର, ୩୧ା୭ (ସ୍ବ.ପ୍ର.)-ମଙ୍ଗଳବାର ଅପରାହ୍ବରେ ଏକ ଘରୋଇ ବସ ଉପରେ ଚଢାଉ କରି ଶ୍ରମ ବିଭାଗ ନାବାଳିକା ଶିଶୁ ଶ୍ରମିକଙ୍କୁ ସ୍ଥାନୀୟ ପୋଲିସ ସହାୟତାରେ ଉଦ୍ଧାର କରିଛନ୍ତି। ସେମାନଙ୍କ ଘର ବାଂଶପାଳ ବ୍ଲକ ଶାଗପାଳି ଅଞ୍ଚଳରେ ବୋଲି ଜଣାପଡିଛି ା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri