କେନ୍ଦୁଝର

ପୋଲରେ ଧକ୍କାଦେଇ ୨୦ ଫୁଟ ତଳକୁ ଖସିଲା ଡମ୍ପର: ଚାଳକ ମୃତ

ବଡବିଲ,୨୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ୧୦ ନଂ. ରାଜ୍ୟ ରାଜପଥର ଡାକ ବଙ୍ଗଳା ଛକ ଗୁଣ୍ଡିଚା ମନ୍ଦିର ନିକଟ ପୋଲ ଉପରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ପୋଲକୁ ଧକ୍କା ଦେଇ ଏକ ଡମ୍ପର ପ୍ରାୟ ୨୦ ଫୁଟ୍‌ ତଳକୁ ଖସିଯିବାରୁ…

ସିଗାରେଟ୍‌ ଟଣାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଅଭିଯୁକ୍ତ ଫେରାର

ଯୋଡ଼ା,୨୮।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ହୁଡ଼ିସାହିଠାରେ ସିଗାରେଟ୍‌ ଟଣାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଶନିବାର ରାତିରେ ହୁଡ଼ିସାହିର ପ୍ରଶାନ୍ତ କୁମାର ଦାସ ତାଙ୍କ ପିଉସୀ ସାଇବଣୀ ମହାକୁଡ଼ଙ୍କ ଗ୍ରୋସରୀ ଦୋକାନରେ ବସିଥିଲେ। ଏହି ସମୟରେ…

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ଆନନ୍ଦପୁର,୨୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁରରେ ବିଧାୟକଙ୍କ ଦ୍ୱାରା ରବିବାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଆନନ୍ଦପୁର ପୌରପରିଷଦର ଜଳଯୋଗାଣ ହୋଇ ନ ଥିବା ଅବଶିଷ୍ଟାଂଶକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ୧କୋଟି ୧୦ ଲକ୍ଷ ୮୬ ହଜାର…

ଆଲିଗଡ଼ର ତାଲା ଦେଇଛି ରୋଜଗାର: ପେଟ ପାଇଁ ପରିଶ୍ରମ କରନ୍ତି

କେନ୍ଦୁଝର,୨୮ା୭ (ସ୍ବ.ପ୍ର.)-ଆଗ୍ରହ ଓ ଉଦ୍ୟମ ଥିଲେ ରୋଜଗାରର ବାଟ ଦେଖାଦେବ ା ଏଭଳି ରୋଜଗାର ପାଇଁ ଉତ୍ତରପ୍ରଦେଶର ଆଲିଗଡ଼ରୁ ଯୁବକମାନେ ଆସି କେନ୍ଦୁଝରରେ ତାଲା ବିକ୍ରି କରିବା ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି। ଆଲିଗଡ଼ ତାଲା କାରଖାନା ପାଇଁ ପ୍ରସିଦ୍ଧ ା…

ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ ଅନ୍ୟ କାହା ଘର ବାରଣ୍ଡା କିମ୍ବା ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର ଯୋଜନା।…

ପାଇଖାନା ଘରେ ବିତୁଛି ଜୀବନ: ସଂସାର ପଥରେ ୪ ଛୁଆଙ୍କୁ ଧରି ଏକାକୀ

କେନ୍ଦୁଝର, ୨୮ା୭(ସ୍ବ.ପ୍ର.)-ସରକାର ଗରୀବ ଗୃହ ହୀନ ଲୋକଙ୍କୁ ବିଭିନ୍ନ ଆବାସିକ ଯୋଜନାରେ ଘର ପ୍ରଦାନ କରିଲେ ହେଁ ବହୁ ଗରିବ ଲୋକ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ କିଏ ଭଙ୍ଗାଦଦରା ଘରେ ପଲା ମାରି ରହୁଛି ତ କିଏ ପର ଘରେ…

ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ

ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ଜୁଲାଇ ୧୯ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ମ୍ୟାଚ ଆୟୋଜିତ ହୋଇଥିଲା। ଫାଇନାଲ…

ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍‌ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ…

ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ, ମନ୍ଦିର…

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀର ମୁଣ୍ଡାଙ୍କ ସ୍ତ୍ରୀ ବେଲ ମୁଣ୍ଡା(୪୪)।…

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ମୃତକ ଜଣକ ହେଉଛନ୍ତି କାଦେ ମାଝୀ। ସୂଚନାଯୋଗ୍ୟ, ଗୁରୁବାର ରାତିରେ କେହି…

କମ୍‌ ବୃଷ୍ଟିପାତ ନେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୨୭।୭ (ସ୍ବ.ପ୍ର./ ଡି.ଏନ.ଏ.)- କୃଷିପ୍ରଧାନ କେନ୍ଦୁଝର ଜିଲାରେ ସ୍ବଳ୍ପ ବୃଷ୍ଟିପାତ ଖରିଫ ଚାଷ କାର୍ଯ୍ୟରେ ବାଧକ ସାଜିଛି। ଚାଷ ଉପଯୋଗୀ ବର୍ଷା ଅଭାବରୁ ଅନେକ ଅଞ୍ଚଳରେ ଜମି ପଡିଆ ପଡିଛି। ପର୍ଯ୍ୟାପ୍ତ ଜଳସେଚନ ସୁବିଧା ନ ଥିବାରୁ ଜିଲାର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri