କେନ୍ଦୁଝର

ଚାଷୀଙ୍କୁ ଦୁଃଖ ଦେଲା ଓସ୍ତପୁରା ଡ୍ୟାମ

ଘସିପୁରା,୧୯।୧୧(ଡି.ଏନ.ଏ.)-ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ ଓସ୍ତପୁରା ଠାରେ ଥିବା କ୍ଷୁଦ୍ର ଜଳସେଚନ ବିଭାଜନର ଡ୍ୟାମ ଏବେ ଅମଳ ପାଇଁ ଚାହିଁ ବସିଥିବା ଚାଷୀଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅମଳ ସମୟରେ ଡ୍ୟାମର ଭଙ୍ଗା ଗେଟ୍‌ ଦେଇ ତିନୋଟି ମୁଖ୍ୟ କେନାଲରେ…

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ପହଞ୍ଚି ନ…

ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ

ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହି ଭଳି ଏକ ଘଟଣା ଦେଖିବାକୁ ମିଳିଛି…

ବେପାରୀଙ୍କ କବ୍‌ଜାରେ ଚାଷୀଙ୍କ ହଳଦୀପତ୍ର

କେନ୍ଦୁଝର, ୧୯ା୧୧(ସ୍ବ.ପ୍ର.)-ଓଡିଆ ଘରେ ବାର ମାସରେ ତେର ପର୍ବ। ତେର ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ ପିଠା ନିଆରା ା ପ୍ରଥମାଷ୍ଟମୀରେ ଏଣ୍ଡୁରି ପିଠା ଘରେ ଘରେ ହୋଇଥାଏ। ଏଣୁ…

ମଦ ହେଲା କାଳ: ପୁଅକୁ ଟାଙ୍ଗିଆରେ ହାଣିଲା ନିଶାସକ୍ତ ବାପା

କେନ୍ଦୁଝର, ୧୮ା୧୧(ସ୍ବ.ପ୍ର./ଡି.ଏନ.ଏ.)-ମଦ୍ୟପାନ କରି ହୋସ୍‌ ହରାଇ ଜଣେ ବାପା ସାମାନ୍ୟ ଘଟଣାକୁ ନେଇ ଟାଙ୍ଗିଆରେ ପୁଅଙ୍କୁ ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସଦରଥାନା ଅନ୍ତର୍ଗତ ଶୁଆକାଠି ନିକଟ ଲୁଣଘର ଗ୍ରାମରେ ଏହି ଅଘଟଣ ରବିବାର ଘଟିଛି। ମୃତକ ପୁଅଙ୍କ…

ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ

ଯୋଡ଼ା, ୧୮।୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ ଗ୍ରାମର…

ବଡ଼ବିଲ ବାଇପାସ୍‌ ରିଂରୋଡ୍‌ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି

ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍‌ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍‌ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ ସରକାରଙ୍କ…

ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା

ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ ହୋଇ…

ଭାଉଜଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଦିଅର ଗିରଫ

ପାଟଣା,୧୮।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ଭାଉଜଙ୍କ ତଣ୍ଟି କାଟି ଜଣେ ଯୁବକ ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ା ସାମାନ୍ୟ ମଦ ପାଇଁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଶିକ୍ଷା ବିଭାଗ ପକ୍ଷରୁ…

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ

ଯୋଡ଼ା,୧୬।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଅଁଶେଇକଳା ଗ୍ରାମର ଲବ ମହାକୁଡ଼ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଲବ ଗୁରୁବାର ସନ୍ଧ୍ୟାରେ ଝାଡଖଣ୍ଡ ରାଜ୍ୟର…

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ସଫେଇ ଦିଆଯାଉଛି। ଏହି ଜିଲାର ଆନନ୍ଦପୁର ବନ୍ୟପ୍ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?