କେନ୍ଦୁଝର

ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ଚମ୍ପୁଆ, ୧୬ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ବର୍ଷର ଅଧାରୁ ଅଧିକ ସମୟ ହାତୀ ଉପଦ୍ରବ ଲାଗି ରହୁଛି ା କେତେବେଳେ ଶିମିଳିପାଳ ଅଞ୍ଚଳରୁ ହାତୀପଲ ଚମ୍ପୁଆ ରେଞ୍ଜକୁ ପଶୁଥିବା ବେଳେ ଆଉ କେତେବେଳେ ଝାଡଖଣ୍ଡ ହାତୀପଲ ପଶି ଜଙ୍ଗଲ ଆଖପାଖ ଅଞ୍ଚଳରେ…

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ କାର୍ଯ୍ୟାଳୟ ସମୁଖରେ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଯୋଡା ବ୍ଲକ…

ଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସ

ଝୁମ୍ପୁରା,୧୫।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିଆ ଗ୍ରାମ ଜଙ୍ଗଲ ପାର୍ଶ୍ୱରୁ ଝୁମ୍ପୁରା ଥାନା ପୋଲିସ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହକୁ ଗୁରୁବାର ମାଟିତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକ ହେଲେ ପାଟବିଲା ଗ୍ରାମର ବୁଦ୍ଧଦେବ ମହାକୁଡ…

ଆଦିବାସୀଙ୍କୁ ମିଳୁନି ପିଡିଏସ୍‌ ସାମଗ୍ରୀ

ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍‌ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି। ରାଶନ କାର୍ଡ ଥାଇ ମଧ୍ୟ କେତେକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ (ପିଡିଏସ)ରୁ…

ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଯୋଡ଼ା,୧୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଚକାତଳେ ଚାପି ହୋଇ ହେଲପରଙ୍କ ଜୀବନ ଯାଇଥିବା ବେଳେ…

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ ବିଦ୍ୟାଳୟ…

ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରତ୍ୟୁଷରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହ ସହ…

ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର, ୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରୁଣା ସହର ୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅର୍ଥାତ୍‌ ଛୁଟି ଦିନରେ ଗାଡ଼ି ଯାଞ୍ଚ ଚାଲିଥିଲା। ଏହି ସମୟରେ ଟ୍ରକ୍‌ ଧକ୍କାରେ ଜଣେ ଆର୍‌ଟିଓ କର୍ମଚାରୀ(ଚାଳକ)ଙ୍କ ମୃତ୍ୟୁ ଘଟିଛି।…

ହାଟଡିହୀ ବ୍ଲକ ବିଡିଓ ସୁଶାନ୍ତ ବାରିକଙ୍କ ବଦଳି

ହାଟଡିହୀ,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ଅନ୍ୟତ୍ର ବଦଳି ହୋଇଛି। ସୋମବାର ପଞ୍ଚାୟତିରାଜ ବିଭାଗ ତରଫରୁ ଚିଠି ନଂ.୨୦୫୮୪ ଅନୁଯାୟୀ ପ୍ରକାଶିତ ଓଏଏସ୍‌ ବଦଳି ତାଲିକାରୁ ଏହା ଜଣାପଡିଛି । ବିଡିଓ ସୁଶାନ୍ତ କୁମାର ବାରିକ ସୋର…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୩ କୋର୍ଟଚାଲାଣ

ରାଇସୁଆଁ, ୧୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ହେସେଲଘୁଟ ସାହିରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ରବିବାର ରାତିରେ ୩ ଜଣଙ୍କୁ ଗିରଫକରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ…

ଟୁକୁଣାରେ ରାସ ପଞ୍ଚକ ଉତ୍ସବ: ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଆନନ୍ଦପୁର,୧୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୁକୁଣା ଗ୍ରାମରେ ରାସ ପଞ୍ଚକ ଉତ୍ସବ ଧୁମ୍‌ଧାମ୍‌ରେ ପାଳିତ ହେଉଛି। ରାସ କମିଟିର ସଭାପତି ଅଜୟ ମିଶ୍ର ଓ ସମ୍ପାଦକ ଦିଲୀପ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଧାକୃଷ୍ଣଙ୍କ ମୃଣ୍ମୟୀ ପ୍ରତୀମା ଯଥାବିଧି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?