କେନ୍ଦୁଝର

ଦଇବ ସାଧିଲା ଦାଉ: ମା’ଙ୍କୁ ହରାଇ ଦୁଇ ଝିଅ ଅନାଥ; ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ପାଟଣା, ୧୦।୧୧(ସ୍ବ.ପ୍ର.)-ଦଇବ ସାଧିଛି ଦାଉ। ପ୍ରଥମେ ବାପା ଆରପାରିକୁ ଚାଲିଯାଇଥିବାବେଳେ ଶୁକ୍ରବାର ମା’ଙ୍କ ଅକାଳ ମୃତ୍ୟୁ ଘଟିଛି । ଫଳରେ ଦୁଇ ନିଷ୍ପାପ ଶିଶୁ ଅନାଥ ହୋଇଯାଇଛନ୍ତି। ସେମାନଙ୍କୁ ଆହା ପଦେ କହିବାକୁ କେହି ନାହାନ୍ତି ା ସେହି ପିଲାଦ୍ୱୟଙ୍କ ଭବିଷ୍ୟତ…

ବୁଲ୍‌ବୁଲ୍‌ ପ୍ରଭାବ : ଘର ଉପରେ ପଡ଼ିଲା ନଡ଼ିଆଗଛ

ଆନନ୍ଦପୁର,୯।୧୧(ସ୍ବ.ପ୍ର.): ‘ବୁଲ୍‌ବୁଲ୍‌’ ପ୍ରଭାବରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ଶନିବାର ଅପରାହ୍ନରୁ ପବନର ବେଗ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଆନନ୍ଦପୁର ପୌରପରିଷଦ ଫକୀରପୁର ପତି ସାହିରେ ଏକ ଘର ଉପରେ ଗୋଟିଏ ନଡ଼ିଆ ଗଛ ଉପୁଡ଼ି ପଡ଼ିଛି। ସାହିର…

ଷ୍ଟାଣ୍ଡିଂ କମିଟିର ଯୋଡ଼ା ଗସ୍ତ: ଟ୍ରାଫିକ ଜାମ୍‌ରେ ଆମ୍ବୁଲାନ୍ସ ଫସିବା ଦେଖିଲେ

ଯୋଡ଼ା, ୯।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ବିଧାନସଭା ଷ୍ଟାଣ୍ଡିଂ କମିଟି ସଦସ୍ୟାସଦସ୍ୟ ଶୁକ୍ରବାର ଯୋଡା ବ୍ଲକ ବାସୁଦେବପୁରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ କରିଥିଲେ। ସେମାନେ କେନ୍ଦୁଝରରୁ ବାସୁଦେବପୁର ଆସିବା ବେଳେ ଟ୍ରାଫିକ ଜାମ୍‌ ଯୋଗୁ ରାସ୍ତାରେ ୩ଟି ଆମ୍ବୁଲାନ୍ସ ଫସିଥିବା…

ଡାକ୍ତରଖାନା ପରିସରରୁ ସଶସ୍ତ୍ର ଡକାୟତି

କେନ୍ଦୁଝର ,୯।୧୧( ସ୍ବ.ପ୍ର.)- ସ୍ଥାନୀୟ ଟାଉନ ଥାନା ଅନ୍ତର୍ଗତ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଜଣେ ଷ୍ଟାଫ ନର୍ସଙ୍କ ଘରେ ଶୁକ୍ରବାର ସାରେ ସଶସ୍ତ୍ର ଡକାୟତି ଘଟଛି। ଡକାୟତ ଦଳ ଘରୁ ଟଙ୍କା ଓ ସୁନା ଅଳଙ୍କାର ଲୁଟ କରିଥିବା ନେଇ…

ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ

ଝୁମ୍ପୁରା,୮।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି, ଡକାୟତି, ବଟି ଆଦାୟ ସହିତ ବହୁ ଅସାମାଜିକ କାର୍ଯ୍ୟକଳାପରେ ମୁଜାଫର ସମ୍ପୃକ୍ତ ରହିଛନ୍ତି। ଏ…

ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା

ରାଇସୁଆଁ,୮।୧୧(ଡି.ଏନ୍‌.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର କିଛି ଅସାଧୁ କର୍ମଚାରୀ ମୃତକଙ୍କ ଆତ୍ମୀୟଙ୍କଠାରୁ ଅର୍ଥ ଆଦାୟ କରୁଥିବାରୁ ଏହା ପ୍ରହସନ ପାଲଟିଛି।…

୨ମାସ ବିତିଲା, ହେଲାନି ମରାମତି: ଭଙ୍ଗା କଲଭର୍ଟରେ ବିପଦପୂର୍ଣ୍ଣ ଯାତାୟାତ

ଘସିପୁରା, ୮।୧୧(ଡି.ଏନ.ଏ.)-ଆଦିବାସୀ ଅପହଞ୍ଚ ଇଲାକା ଗୁଡ଼ିକରେ ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଆଜି ବି ଅନେକ ଅଞ୍ଚଳରେ ଏହାର ସୁଫଳ ଲୋକଙ୍କ ପାଖରେ ପହଞ୍ଚି ପାରୁନି। ଘସିପୁରା ବ୍ଲକ…

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା ପରିବା ବଜାରକୁ ପରିବା ଝାଡ଼ଖଣ୍ଡ ରାଜ୍ୟର ମନୋହରପୁର, ଟାଟା, ପଶ୍ଚିମବଙ୍ଗ ରାଜ୍ୟର ମେଦିନୀପୁର, ଝାଡଗା୍ରମ୍‌…

ଜଜାଙ୍ଗ ଖଣି ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନ ଜଜାଙ୍ଗ ଖଣି ଶ୍ରମିକମାନେ ଗୁରୁବାର କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି ା ବିଭିନ୍ନ ଦାବି ନେଇ ସେମାନେ ସକାଳ ୬ ଟାରୁ ଏହି ଆନ୍ଦୋଳନ ଚାଲିଛି ା ଏହି ରିପୋର୍ଟ ଲେଖା ହେବା…

ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ କମାରଯୋଡା ଅଞ୍ଚଳର ବୁଦ୍ଧଦେବ ବାନାର୍ଜୀ। ଏ ନେଇ…

ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ।…

୬ ଦଫା ଦାବିରେ ଓ୍ବାର୍ଡ ସଭ୍ୟଙ୍କ ଅନଶନ, ୧୧ ଦିନ ବିତିବା ସତ୍ତ୍ୱେ ପୂରଣ ହେଉନି ଦାବି

ହାଟଡିହୀ, ୭ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବିନେଇ ୱାର୍ଡ଼ ସଭ୍ୟମାନେ ଅନଶନରେ ବସିଛନ୍ତି। ଦୁର୍ନୀତିର ଭିଜିଲାନ୍ସ ତଦନ୍ତ, ସରପଞ୍ଚ ଓ ପିଇଓଙ୍କୁ ବହିଷ୍କାର ସହ ଗିରଫ, କାର୍ଯ୍ୟକରି ପାଉଣା ମିଳୁ ନଥିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?