କେନ୍ଦୁଝର

ବୁଡ଼ିବାକୁ ବସିଲାଣି ମାଟିଦୀପ ବେଉସା

ଯୋଡ଼ା, ୨୬।୧୦(ଡି.ଏନ.ଏ.)- ଆଲୋକର ପର୍ବ ଦୀପାବଳିରେ ଦୀପର ଚାହିଦା ନିଆରା। ଏହି ପର୍ବରେ ମାଟି ଦୀପ ଜାଳିବା ପରମ୍ପରା ସବୁଠି ରହିଛି। ହେଲେ ହାଟ ବଜାରକୁ ଚାଇନାରେ ତିଆରି ଲାଇଟ୍‌ ଆସିବା ପରଠାରୁ ସ୍ଥାନୀୟ ଅଞ୍ଚଳରେ ମାଟିରେ ଦୀପ ତିଆରି କରୁଥିବା…

ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଆନନ୍ଦପୁର ଥାନା ପଚାଙ୍ଗ ଗ୍ରାମର କାଳନ୍ଦୀ ନାୟକଙ୍କ ସ୍ତ୍ରୀ ଇତିଶ୍ରୀ ନାୟକ ଏବଂ ଘସିପୁରା…

ନଦୀ ନ ବଢି ପୋଲ ଉପରେ ପାଣି: ଯାତାୟାତରେ ଲୋକେ ହଇରାଣ

ଯୋଡ଼ା, ୨୫।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରକୁ ଦୁଇ ପାର୍ଶ୍ୱରେ ବିଭକ୍ତ କରୁଥିବା ତଥା ରାଜ୍ୟ ରାଜପଥ ନଂ ୨ରେ ଥିବା ସୁନା ନଦୀ ପୋଲ ଉପରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇ ପୋଲ ଉପରେ ପାଣି ଜମା ହୋଇ ରହିଛି ା…

ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ିଲା: ସ୍ବାମୀ ମୃତ; ସ୍ତ୍ରୀ,ଜ୍ୱାଇଁ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୨୫ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ମିଶ୍ରମାଳରେ ଲଗାଣବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡିବାରୁ ସେଥିରେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଛି ା ମୃତକଙ୍କ ସ୍ତ୍ରୀ ଓ ଜ୍ୱାଇଁ ଆହତ ହୋଇଛନ୍ତି ା ଉଭୟଙ୍କୁ କେନ୍ଦୁଝର ଜିଲା ମୁଖ୍ୟ…

ଦୁର୍ଘଟଣାରେ କଲେଜ ଛାତ୍ର ମୃତ

କେନ୍ଦୁଝର, ୨୪।୧୦(ସ୍ବ.ପ୍ର.): ଟାଉନ ଥାନା ଠାକୁରପାଟଣା ଅଚିନ୍ତା ମଠ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ବାଇକ୍‌ରୁ ତଳେ ପଡ଼ି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନରେଶ ମହାନ୍ତି। ତାଙ୍କ ଘର ଶିରିଶପାଳ ଗ୍ରାମରେ…

ବର୍ଷାରେ ଭିଜି ରାସ୍ତା ମରାମତି କଲେ ୨ ଯୁବକ

ଆନନ୍ଦପୁର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ. ଜାତୀୟ ରାଜପଥର ଶାଳପଡ଼ାରୁ ଖପରାଖାଇ ପର୍ଯ୍ୟନ୍ତ ସର୍ଭିସରୋଡ୍‌ର ଅବସ୍ଥା ବେହାଲ ହୋଇଛି। ଜାତୀୟ ରାଜପଥ ଠିକା ସଂସ୍ଥା ଅଧାପନ୍ତରିଆ ଭାବେ ସର୍ଭିସ୍‌ ରୋଡ୍‌ ନିର୍ମାଣକୁ ଛାଡି ଚାଲିଯାଇଥିବା ବେଳେ ରାସ୍ତାର…

କାନ୍ଥ ପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଓ ଜ୍ୱାଇଁ ଗୁରୁତର

କେନ୍ଦୁଝର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ତାପଡ଼ା ଥାନା ତେନ୍ତେଳାପୋଶି ପଞ୍ଚାୟତ ମିଶ୍ରମାଳ ଗ୍ରାମରେ କାନ୍ଥ ପଡ଼ି ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଓ ଜ୍ବାଇଁ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ସୂଚନାଯୋଗ୍ୟ, ଗ୍ରାମର ମକରା…

କୋଇଲା ଚୋରି ମାମଲା: ଗାଡି ଚାଳକ, ହେଲପର ଓ କ୍ରେତା ଦଣ୍ଡିତ

କେନ୍ଦୁଝର, ୨୪ା୧୦ (ସ୍ବ.ପ୍ର.)-କୋଇଲା ଚୋରି କରି ଅନ୍ୟ ଜଣଙ୍କୁ ବିକିଥିବା ଟ୍ରକ ଚାଳକ ଓ ହେଲପରଙ୍କ ସମେତ କୋଇଲା କିଣିଥିବା ଜଣେ ଇଟା କାରଖାନା ମାଲିକଙ୍କୁ ବୁଧବାର ସ୍ଥାନୀୟ ସିଜେଏମ କୋର୍ଟ ପକ୍ଷରୁ ଦଣ୍ଡାଦେଶ ପ୍ରଦାନ କରାଯାଇଛି। ୧୦ ଜଣ ସାକ୍ଷୀଙ୍କ…

ସୌରଶକ୍ତିଚାଳିତ କାର ପ୍ରଦର୍ଶନ : ଘଣ୍ଟାକୁ ଯାଉଛି ୫୦କି.ମି.;  ପ୍ରଦୂଷଣମୁକ୍ତ ସହ କମ୍‌ ଖର୍ଚ୍ଚରେ ଚାଲିବ ଗାଡ଼ି

କେନ୍ଦୁଝର, ୨୪ା୧୦ (ସ୍ବ.ପ୍ର.)-ବର୍ତ୍ତମାନ ସମୟରେ ପରିବେଶର ସୁରକ୍ଷା ଉପରେ ସମସ୍ତେ ଚିନ୍ତାବ୍ୟକ୍ତ କରୁଛନ୍ତି। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଜନାର୍ଦ୍ଦନ ଗିରି। ତାଙ୍କ ଘର ଘଟଗାଁ ବ୍ଲକ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ। ବ୍ୟୟ ବହୁଳ ପେଟ୍ରୋଲ/ଡିଜେଲ ସାଙ୍ଗକୁ ପରିବେଶର ସୁରକ୍ଷା ପାଇଁ…

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି : ଥାନାରେ ଅଭିଯୋଗ

ଯୋଡ଼ା,୨୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି କଳିଙ୍ଗ ମାଇନିଂ କର୍ପୋରେଶନ ଖଣିର ପରିବହନ ଗେଟ୍‌ ସମୁଖରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ବାମେବାରୀ ଥାନାଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇ…

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତୀରମାଡ଼ରେ ଜଣେ କର୍ମଚାରୀ ଗୁରୁତର ହୋଇଥିବା ବେଳେ ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିବା…

ହାଟଡିହୀ ଜନସମ୍ପର୍କ ପଦଯାତ୍ରାରେ ମନ୍ତ୍ରୀ

ହାଟଡିହୀ,୨୩।୧୦(ସ୍ବ.ପ୍ର.): ରାଜ୍ୟ କାରିଗରୀ ଓ ବୈଷୟିକ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରେମାନନ୍ଦ ନାୟକ ବୁଧବାର ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନକୁ ଗସ୍ତ କରିଛନ୍ତି। ତାଙ୍କୁ ଛେନାପଦୀ, ଜଳକଳଙ୍ଗ, ମରୈଗଁା, ଶାଳଣିଆ ଆଦି ସ୍ଥାନରେ ବିଜେଡି କର୍ମୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?