କେନ୍ଦୁଝର

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି : ଥାନାରେ ଅଭିଯୋଗ

ଯୋଡ଼ା,୨୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି କଳିଙ୍ଗ ମାଇନିଂ କର୍ପୋରେଶନ ଖଣିର ପରିବହନ ଗେଟ୍‌ ସମୁଖରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ବାମେବାରୀ ଥାନାଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇ…

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତୀରମାଡ଼ରେ ଜଣେ କର୍ମଚାରୀ ଗୁରୁତର ହୋଇଥିବା ବେଳେ ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିବା…

ହାଟଡିହୀ ଜନସମ୍ପର୍କ ପଦଯାତ୍ରାରେ ମନ୍ତ୍ରୀ

ହାଟଡିହୀ,୨୩।୧୦(ସ୍ବ.ପ୍ର.): ରାଜ୍ୟ କାରିଗରୀ ଓ ବୈଷୟିକ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରେମାନନ୍ଦ ନାୟକ ବୁଧବାର ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନକୁ ଗସ୍ତ କରିଛନ୍ତି। ତାଙ୍କୁ ଛେନାପଦୀ, ଜଳକଳଙ୍ଗ, ମରୈଗଁା, ଶାଳଣିଆ ଆଦି ସ୍ଥାନରେ ବିଜେଡି କର୍ମୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ତାଙ୍କ…

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୋଡା ଥାନାରେ ଅଭିଯୋଗ କଲେ ପରିବାର ଲୋକେ

ଯୋଡ଼ା, ୨୨।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କର ଅଶ୍ଳିଳ ଭିଡିଓ ଭାଇରାଲ ହୋଇଛି। ପୋଲିସ ଏହାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛି। ତେବେ ପୋଲିସ ଏନେଇ କୌଣସି ସୂଚନା ଦେଇନାହିଁ। ଭିଡିଓ ଭାଇରାଲ ହେବା ଘଟଣା ଜାଣିବାପରେ ଯୁବତୀଙ୍କ…

ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ

ଯୋଡ଼ା,୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨ ଜଣ ମହିଳା ଧରାପଡିଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ , ମଙ୍ଗଳବାର ପୂର୍ବାହ୍ନରେ…

ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଯୋଡ଼ା, ୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମଣ ପାତ୍ର (୫୦)। ପ୍ରକାଶ ଯେ, ଲକ୍ଷ୍ମଣ…

ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍‌ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି। ଏଥିରେ ପ୍ରାୟ ଏକ ଶହ ଖଣ୍ଡ ଶାଳ…

୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା

ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ ଘାଟ ନିଲାମ ନେଉଥିବା ବ୍ୟକ୍ତି ଏକ ଭଟୁଭୁଟି ଡଙ୍ଗା ଚଳାଉଥିଲେ। ଏବର୍ଷ ଘାଟକୁ କେହି…

ପ୍ରଶାସନଠୁ ନିରାଶ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.): ପ୍ରଶାସନର ପ୍ରତିଶ୍ରୁତି ବିଫଳ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ କବିତ୍ରା ଗ୍ରାମ ମହାନ୍ତ ସାହିରେ। ଦୀର୍ଘଦିନ ହେବ ଜେନାସାହିରୁ ମହାନ୍ତ ସାହି ପର୍ଯ୍ୟନ୍ତ ରାସ୍ତାରେ ଖାଲଖମା…

ପୋଖରୀ ଭିତରେ ବୁଡ଼ିଗଲା କାର୍‌ : ଚାଳକ ଫେରାର

ପାଟଣା,୨୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚମ୍ପୁଆ ତୁରୁମୁଙ୍ଗା ରାସ୍ତାର ବୁଢ଼ିକାପୁଡି ପଞ୍ଚାୟତ ଲକ୍ଷ୍ମୀପଶି ରାସ୍ତାପାର୍ଶ୍ୱରେ ଥିବା ଏକ ପୋଖରୀ ଭିତରେ ରବିବାର ବିଳମ୍ବିତ ରାତିରେ ଏକ କାର୍‌ ବୁଡ଼ି ଯାଇଛି। ସୂଚନାଯୋଗ୍ୟ, ଏହି କାର୍‌ଟି ଏକ ଚୋରା ଚାଲାଣ ହେଉଥିବା…

ଶିବନାରାୟଣପୁରରୁ ବଞ୍ଚୋ ପର୍ଯ୍ୟନ୍ତ ବିଜେଡିର ଜନସମ୍ପର୍କ ଅଭିଯାନ

ହାଟଡିହୀ,୨୦।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୬ନଂ. ଜୋନ୍‌ ଶିବନାରାୟଣପୁର ଠାରୁ ବଞ୍ଚୋ ଯାଏ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଞ୍ଚୋ ସରପଞ୍ଚଙ୍କ ତତ୍ତ୍ୱାବଧାନରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ଏମ୍‌ପି ପ୍ରାର୍ଥିନୀ ଚନ୍ଦ୍ରାଣୀ ମୁର୍ମୁ ଯୋଗଦେଇଥିଲେ। ଏହି…

କାଞ୍ଜିପାଣି ଘାଟିରେ ଓଲଟିଲା ବସ୍‌ : ୧୩ ଗୁରୁତର

କେନ୍ଦୁଝର,୨୦।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବନ୍ତଳା ରାସ୍ତାର କାଞ୍ଜିପାଣି ଘାଟିରେ ରବିବାର ମଧ୍ୟାହ୍ନରେ ଏକ ଘରୋଇ ରିଜର୍ଭ ବସ ଓଲଟି ପଡି ୧୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ ଶିଶୁ ରହିଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?