ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍, ଜଣେ ଗୁରୁତର
ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର କାର୍…
ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ
ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା ହୋଇଛି। ଉକ୍ତ ଘଟଣା ଦଳୀୟ ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ସୂଚନା ଅନୁଯାୟୀ,…
କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର
ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି । ସୂଚନାନୁଯାୟୀ,…
ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର
ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ସବୁକିଛି ଉଜାଡ଼ି ଦେଇଛି। କାଳବୈଶାଖୀ ପ୍ରଭାବରେ ମନହରପୁର ଗ୍ରାମରେ ବ୍ୟପକ କ୍ଷୟକ୍ଷତି ଘଟି ବଡ଼ବଡ଼…
ନ୍ୟାଶନାଲ ହେରାଲ୍ଡ ସ୍କାମ୍ ବିରୋଧରେ ତାତିଲା ଭାଜପା
କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍ରେ ୬ ହଜାର କୋଟିର ଅର୍ଥ ଲୁଟ୍ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ କଂଗ୍ରେସ…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍ ସ୍ଲିପ୍ କରିବାରୁ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଘଟଣାସ୍ଥଳକୁ ନ…
ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ମିଟୁଆଣି ଗ୍ରାମର ସତ୍ୟଜିତ୍ ସିଦ୍ଧାର୍ଥ ବାରିକ…
ସମାନ୍ୟ ବଚସାରୁ ଯୁବକଙ୍କ ନିର୍ମମ ହତ୍ୟା
ଆନନ୍ଦପୁର,୧୭।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ୮ନମ୍ବର ୱାର୍ଡ ବଡ଼ମଳିକ ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଭୁଜାଲି ବେକ କାଟି ଜଣେ ଯୁବକଙ୍କ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।…
ବିଜୁ ପଟ୍ଟନାୟକଙ୍କ ଜୀବନ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ
ପାଟଣା,୧୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ବିଜେଡି ପକ୍ଷରୁ ଗୁରୁବାର ଟାଙ୍ଗରପଡ଼ା ମଠରେ ପାଳିତ ହୋଇଛି। ପ୍ରବୀଣ ସାଧୀନତା ସଂଗ୍ରାମୀ, ଜନ ନାୟକ,ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ନିର୍ଭିକତା,କଳିଙ୍ଗକୁ ଭଲ…
ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ
ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି ମୌଜାକୁ ଇଡ୍କୋ ପକ୍ଷରୁ ସରକାରୀ ଜମି ଅଧିଗ୍ରହଣ ପାଇଁ ନୋଟିସ ହେଇଛି। ଏଥିରେ କୌଣସି…
ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ,…
୩୦ଫୁଟ ପୋଲତଳୁ ମିଳିଲା ଯୁବକଙ୍କ ମୃତଦେହ : ବଢ଼ୁଛି ସନ୍ଦେହ
ପାଟଣା,୧୬।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଭୀମ କୁଣ୍ଡ ରାସ୍ତାର ଡୁମୁରିଆ ନାଳ ପୋଲ (୩୦)ଫୁଟ ତଳୁ ବୁଧବାର ଅପରାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲର ୩୦ଫୁଟ ତଳେ ଯୁବକ ଜଣକ ମୁଁହ ମାଡି ପଡ଼ିଥିବା…
Archives


