କେନ୍ଦୁଝର

ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୧୫।୨୦(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ବେଲପଶି ଗ୍ରାମ ଜଙ୍ଗଲରେ ମଙ୍ଗଳବାର ଜଣେ ୩୯ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ରରୁଆଁଥାନା ଆଦିପୁର ଗ୍ରାମର ଉମେଶ ଦାସ।…

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା କହିଛନ୍ତି କେନ୍ଦୁଝର ଜିଲା ବଡବିଲର ସୁନାପୁଅ ସଚିନ। ଗତ ୭ ଓ ୮…

ବଳାତ୍କାର ଅଭିଯୋଗରେ ୨ ଅଟକ

ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ ଏନେଇ ଏକ ମାମଲା (ନଂ ୧୯୨/୧୯) ରୁଜୁ କରି ଘଟଣାର ତଦନ୍ତ କରିବା…

ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ ବିଭକ୍ତ ହୋଇଥିବାବେଳେ, ବନ ବିଭାଗର ସୂଚନା ଅନୁଯାୟୀ ଗୋଟିଏ ଦଳରେ ୨୩ ହାତୀ…

ଦୁଗ୍ଧ ବୋଝେଇ ଟ୍ରକ୍‌କୁ ପିଟିଲା କୋଇଲା ଟ୍ରକ୍‌ : ୨ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର) : କେନ୍ଦୁଝର ଜିଲା ରିମୂଳି ଥାନା ଅନ୍ତର୍ଗତ ରଙ୍ଗାମାଟିଆ ଠାରେ ସୋମବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ଏକ ଦୁଗ୍ଧ ବୋଝେଇ ମିନି ଟ୍ରକ୍‌ ଅନ୍‌ଲୋଡ୍‌ କରୁଥିବାବେଳେ ପଛରୁ ଏକ…

ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପିପିଳିଆ ଥାନା ପିପିଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ବଡ଼ଭାଇ ଶୁକୁରା ମୁଣ୍ତା(୨୫)ଙ୍କ ସ୍ତ୍ରୀ ସହିତ ସାନଭାଇ…

୩୭ ବର୍ଷରେ ଜଳକଳଙ୍ଗ ଗଜଲକ୍ଷ୍ମୀ ପୂଜା

ହାଟଡିହୀ,୧୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ବଜାର ସାର୍ବଜନୀନ ପୂଜା କମିଟି ପକ୍ଷରୁ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଛି। ଦୀର୍ଘ ୩୭ବର୍ଷ ଧରି ଏହି ପୂଜା ଅନୁଷ୍ଠିତ ହୋଇଆସୁଛି। ସୁସଜ୍ଜିତ ତୋରଣ ଓ ଆଲୋକମାଳାରେ ସ୍ଥାନୀୟ ଅଞ୍ଚଳ ଉତ୍ସବ…

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର ସମସ୍ତ ଓ୍ବାର୍ଡ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଙ୍କ ସହିତ ପ୍ରମୁଖ…

ଡମ୍ପର ଚାପାରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଯାଜପୁର ଅଫିସ,୧୩।୧୦: ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତ ଅଧୀନ ତଳଗଡ଼ ପଥୁରିଆ ସାହିର ପ୍ରଦୀପ ମଳିକ(୩୫)ଙ୍କ ରବିବାର ଅପରାହ୍ନରେ ତଳଗଡ଼ ସ୍କୁଲ ନିକଟରେ ଡମ୍ପର ଚାପାରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ଲୋକେ ପୂର୍ବ ଶତ୍ରୁତାକୁ କେନ୍ଦ୍ର…

ଘସିପୁରା ବ୍ଲକରେ ଆବାସ ଘୋଟାଲା ପ୍ରସଙ୍ଗ : ଦୁଇ ପିଇଓ ନିଲମ୍ବିତ

ଘସିପୁରା,୧୩।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଘସିପୁରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୨ ପିଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କୁ ନିଲମ୍ବନ କରାଯାଇଛି। ଏହି ବ୍ଲକରେ ଆବାସ ଯୋଜନାରେ କିଛି ଘୋଟାଲାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ଅସୁରକ୍ଷିତ ଐତିହ୍ୟ: ଦିନେ ଏହା ଥିଲା ରାଜାଙ୍କ ସଭାଗୃହ

କେନ୍ଦୁଝର, ୧୩ା୧୦ (ସ୍ବ.ପ୍ର.)- ଗଡ଼ଜାତ ଶାସନ ସମୟରେ ନିର୍ମିତ ପୁରାତନ ଐତିହ୍ୟ ସମ୍ପନ୍ନ କୋଠାରେ ଚାଲିଛି କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ। ଗଡ଼ଜାତ ଶାସନବେଳେ ଏହାକୁ ରାଜା ସଭାଗୃହ ଭାବେ ବ୍ୟବହାର କରୁଥିଲେ। ଦେଶ ସ୍ବାଧୀନ ହେବା ପରେ ଏହି ସଭାଗୃହ କୋଠାରେ…

ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ

ହାଟଡିହୀ,୧୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିବାବେଳେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାଯାଇଛି ଯେ, ପଞ୍ଚାୟତ ମଧ୍ୟ ଇଂରାଜୀ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?