କେନ୍ଦୁଝର

ଉପରସୁମଠ ଜଙ୍ଗଲରେ ଅସୁସ୍ଥ ମାଈହାତୀର ମୃତ୍ୟୁ

କେନ୍ଦୁଝର,୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧୀନ ଉପରସୁମଠ ଜଙ୍ଗଲରେ ଅସୁସ୍ଥ ଥିବା ମାଈହାତୀର ସୋମବାର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ୩୦ ବର୍ଷ ବୟସ୍କା ଉକ୍ତ ମାଈହାତୀ ୧୦ ଦିନ ହେବ ଅସୁସ୍ଥ ଥିଲା। ପ୍ରାଣୀ ଚିକିତ୍ସକ…

ସୁନାବେଶରେ ଦର୍ଶନ ଦେଲେ ମା’ ତାରିଣୀ

ଘଟଗାଁ, ୭।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ପୀଠରେ ମା’ ତାରିଣୀଙ୍କ ଶାରଦୀୟ ପୂଜା ଉପଲକ୍ଷେ ରବିବାର ମହାଷ୍ଟମୀ ତିଥିରେ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଶହ ଶହ ଭକ୍ତ ମା’ଙ୍କ ଅନିନ୍ଦ୍ୟ ସୁନାବେଶ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସାରାଦିନ ମନ୍ଦିର ପରିସରରେ…

ବଜ୍ରପାତରେ ୨ ମୃତ , ୨ ଗୁରୁତର

ଆନନ୍ଦପୁର, ୬। ୧୦(ସ୍ବ.ପ୍ର.)- ଆନନ୍ଦପୁର ପୌରପରିଷଦ ପଦ୍ମପୁର ଠାରେ ବଜ୍ରପାତରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଆନନ୍ଦପୁର ବ୍ଲକ ବାଉଁଶଗଡ ଗ୍ରାମର ଦୁଃଶାସନ ନାୟକ ଓ ଭାଗବତ ନାୟକ…

ବେପରୁଆ ଗାଡ଼ି ଚଳାଇ ମାସକରେ ଗିରଫ ହେଲେଣି ୧୭

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସକ ମଧ୍ୟରେ ୧୭ଜଣ ମଦୁଆ ଗାଡ଼ି ଚାଳକଙ୍କୁ ଗିରଫ କରିସାରିଲାଣି ପୋଲିସ। ନୂଆ ମୋଟର ଯାନ ଆଇନ ଲାଗୁ ପରେ ସେପ୍ଟେମ୍ବର…

ଆନନ୍ଦପୁର ସହର ଚଳଚଞ୍ଚଳ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ସହର ସମେତ ଏହାର ଆଖପାଖ ଅଞ୍ଚଳ ମା’ ଦୁର୍ଗାଙ୍କ ପୂଜା ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ଆନନ୍ଦପୁର ବଡ଼ଦାଣ୍ଡ ଠାରେ ଦୁର୍ଗାପୂଜା ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ସେହିପରି ଆନନ୍ଦପୁର ବଙ୍ଗାଳିସାହି…

ଦୁଇ ମୋବାଇଲ୍‌ ଲୁଟେରା ଗିରଫ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର କରି ରବିବାର ପୋଲିସ ୧୪୯/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

ବଜ୍ରପାତରେ ଦୁଇ ମୃତ, ଦୁଇ ଗୁରୁତର

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁରରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆନନ୍ଦପୁର ବ୍ଲକ ବାଉଁଶଗଡ଼ ଗ୍ରାମର ଦୁଃଶାସନ ନାୟକ ଓ ଭାଗବତ ନାୟକ ପଦ୍ମପୁର ଅଞ୍ଚଳରେ…

କୃଷ୍ଣପୁର-କରମଙ୍ଗୀ ରାସ୍ତା ଶୋଚନୀୟ

ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ ରହିଛି ୩କି.ମି. ରାସ୍ତା। ଏହା ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବା…

ସୁରକ୍ଷାକର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ

ଯୋଡ଼ା,୫।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସୁଜିତ କୁମାର ପ୍ରଧାନ ଅଭିଯୋଗରେ କହିଛନ୍ତି ଯେ, ସେ ଉକ୍ତ ଖଣିର…

କଳା ପଲ୍‌ସର ଆତଙ୍କ : ମହିଳାଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ

କେନ୍ଦୁଝର,୫।୧୦(ଡି.ଏନ୍‌.ଏ.) : କେନ୍ଦୁଝରରେ କଳା ପଲସର ଆତଙ୍କ ଦେଖାଦେଇଛି। ଟାଉନ ଥାନାଠାରୁ ମାତ୍ର ୫ଶହ ମିଟର ଦୂର ତଥା ସ୍ପଷ୍ଟ ଦିବାଲୋକରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁଇଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଜଣେ ମହିଳାଙ୍କଠାରୁ ୨ ଲକ୍ଷ…

ଚେନ୍ନାଇରୁ ଚୋରିକରି ଓଡ଼ିଶାରେ ଗିରଫ ହେଲେ ଯୁବକ

ଆନନ୍ଦପୁର,୫। ୧୦(ସ୍ବ.ପ୍ର.): ଚେନ୍ନାଇରୁ ଚୋରି କରିଥିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଜଣେ ଯୁବକଙ୍କୁ ଶୁକ୍ରବାର ରାତିରେ ଚେନ୍ନାଇ ପୋଲିସ ଗିରଫ କରିଛି। ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ଘର ଘସିପୁରା ଥାନା ତରଡ଼ିପାଳ…

ଚାଷଜମିରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଘସିପୁରା, ୫।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଅଁଳାପାଳର ଚାଷ ଜମିରୁ ଏକ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡି ନାହିଁ। ଘସିପୁରା ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?