କେନ୍ଦୁଝର

ବିସ୍ମୟ ବାଳିକା ସ୍ମୃତିମୟୀ: ୫ ମିନିଟ୍‌ରେ ଦିଅନ୍ତି ୧୦୦ରୁ ଅଧିକ ପ୍ରଶ୍ନର ଉତ୍ତର

ଘସିପୁରା, ୫।୧୦(ଡି.ଏନ.ଏ)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲ୍ଲୀ ଗାଁର ଶାନ୍ତନୁ ରାଉତଙ୍କ ଝିଅ ସ୍ମୃତିମୟୀ । ବୟସ ମାତ୍ର ୩ବର୍ଷ । ସେ ନା ଯାଇଛନ୍ତି ଅଙ୍ଗନୱାଡ଼ି କେନ୍ଦ୍ର ନା ସ୍କୁଲ । ହେଲେ ରାଜ୍ୟ, ଦେଶ, ବିଦେଶ, ଭୂଗୋଳ, ଇତିହାସ…

ବୀଣାପାଣି କଳାନିକେତନ ନୃତ୍ୟଶିଳ୍ପୀଙ୍କ ଦିଲ୍ଲୀ ଯାତ୍ରା

ଆନନ୍ଦପୁର,୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବୀଣାପାଣି କଳାନିକେତନର ନୃତ୍ୟଶିଳ୍ପୀମାନେ ଦୁର୍ଗାପୂଜା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଣେ ଲାଗି ଦିଲ୍ଲୀ ଯାତ୍ରା କରିଛନ୍ତି। ଦିଲ୍ଲୀର ନୋଇଡା ବ୍ଲକ-ଏ ଜଗନ୍ନାଥ ମନ୍ଦିର ପରିସରରେ ସପ୍ତମୀ, ଅଷ୍ଟମୀ, ନବମୀରେ ସେମାନେ ନୃତ୍ୟ ପରିବେଷଣ କରିବା କାର୍ଯ୍ୟକ୍ରମ ରହିଛି।…

ଗାଡ଼ି ଧକ୍କାରେ ହରିଣର ଜୀବନ ଗଲା : ମୃତ ହରିଣ ସହିତ ଗାଡ଼ି ଜବତ

ତେଲକୋଇ,୪।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ହନୁମତିଆ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜାଇଲୋ ଗାଡି ଧକ୍କାରେ ଏକ ହରିଣର ମୃତ୍ୟୁ ଘଟିଛି । ଦୋବଲାପାଳ ନିକଟସ୍ଥ ଏକ ପ୍ଲାଣ୍ଟର ପୁନରୁଦ୍ଧାର ଲାଗି କେତେକ ବ୍ୟକ୍ତି ଏହି ଗାଡି ଯୋଗେ ଯାଉଥିବା…

ସର୍ଟଶର୍କିଟରୁ ଟ୍ରକ୍‌ରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ, ତା ୪.୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଭଦ୍ରାସାହି-ବଡବିଲ ରାଜ୍ୟରାଜପଥର କାଠ ଡିପୋ ନିକଟରେ ଶୁକ୍ରବାର ସକାଳେ ଏକ ଚଳନ୍ତା ଟ୍ରକରେ ନିଆଁଲାଗି ସମ୍ମୁଖଭାଗ ଜଳିଯାଇଛି। ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

ଟ୍ରକ୍‌କୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌: ୮ଗୁରୁତର

କେନ୍ଦୁଝର, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ନେକଡ଼ାଘର, ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତିରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ…

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…

ବିସ୍ଥାପିତଙ୍କୁ ଥଇଥାନ ନାହିଁ

ହାଟଡିହି, ୩।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ବଣପାହାଡ ଘେରାରେ ଆଦିବାସୀ ଅଧ୍ୟୁଷିତ କେ.ବାଲିପାଳ(କଅଁଳେଇବାଲିପାଳ) ପଞ୍ଚାୟତ ଅବସ୍ଥିତ। ସୂଚନା ମୁତାବକ ମୟୂରନଚା ଗ୍ରାମର ୨ଟି ଓ୍ବାର୍ଡର ୧୫୦ ପରିବାର, କେବାଲିପାଳ ଗ୍ରାମ ଗୋଟିଏ ଓ୍ବାର୍ଡର ୯୦ ପରିବାର, ରାଇଘାଟି…

ଗାନ୍ଧୀ ଜୟନ୍ତୀରେ ପ୍ଲାଷ୍ଟିକ ବିରୋଧୀ ସଚେତନତା ବାର୍ତ୍ତା

ଆନନ୍ଦପୁର,୨।୧୦(ସ୍ବ.ପ୍ର.): ପ୍ଲାଷ୍ଟିକ୍‌ ଦ୍ୱାରା ପରିବେଶ ପ୍ରଦୂଷିତ ହେବା ସହିତ ଜୀବଜଗତ ପ୍ରତି ବିପଦ ଦେଖାଦେଇଛି। ତେଣୁ ସରକାରୀସ୍ତରରେ ପ୍ଲାଷ୍ଟିକ୍‌ ବ୍ୟବହାର ପ୍ରତି ରୋକ ଲଗାଯାଇଛି। ଏହିକ୍ରମରେ ୧୫୦ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବୁଧବାର ଆନନ୍ଦପୁର ମହାବିଦ୍ୟାଳୟ ଜାତୀୟ ସେବା ସମିତି…

ଅଜଣା ଗାଡ଼ିଧକ୍କାରେ ଜଣେ ମୃତ

ବଡ଼ବିଲ,୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦାସ୍ଥିତ ୧୦ନଂ. ରାଜ୍ୟ ରାଜପଥର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ମାଟକାମବେଡ଼ା ଅଞ୍ଚଳର ପପୁ ସିଂହ ବୋଲି…

ବିଶ୍ୱତାରିଣୀ ମହିଳା ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ : ପ୍ଲାଷ୍ଟିକ୍‌ ବର୍ଜନ ନେଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ସଂକଳ୍ପ

ହାଟଡିହୀ, ୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଛେନାପଦୀ ବିଶ୍ୱତାରିଣୀ ମହିଳା ମହାବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ସବିତା ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସର୍ବପ୍ରଥମେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭା ଆରମ୍ଭ…

ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)। ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ କୁକୁଡ଼ା…

ଗାନ୍ଧୀ ଜୟନ୍ତୀ ଅବସରରେ ପ୍ଲାଷ୍ଟିକ୍‌ ବର୍ଜନ ଉପରେ ଆଲୋଚନା

କେନ୍ଦୁଝର,୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରତିଷ୍ଠିତ ମିଳନୀ ସାହିତ୍ୟ ସଂସଦ ଓ ମୁକ୍ତେଶ୍ୱର ମନ୍ଦିର କମିଟିର ମିଳିତ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ଘୁତୁରୁ ଶିବମନ୍ଦିର ପରିସରରେ ବୃକ୍ଷ ରୋପଣ କରାଯାଇଛି। ସଂସଦ ସଭାପତି ଡ. ବିମ୍ବାଧର ବେହେରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?