କେନ୍ଦୁଝର

ସହାୟତା ଅପେକ୍ଷାରେ ‘ପ୍ରମିଳା’

ରାଇସୁଆଁ/କେନ୍ଦୁଝର, ୨୫।୯(ଡି.ଏନ.ଏ./ସ୍ବ.ପ୍ର.)-ସରକାର ଗରିବ ଅସହାୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମନୋଭାବର ଅଭାବ ଯୋଗୁ ବହୁ ଗରିବ ଅସହାୟ ସରକାରଙ୍କ ବହୁ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହିପରି ଜଣେ ଅସହାୟ ନିରାଶ୍ରୟ ହେଉଛନ୍ତି କେନ୍ଦୁଝର…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଯୋଡ଼ା, ୨୪।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡାସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ ଲୋକନାଥ ପ୍ରଧାନ(୪୭)। ମିଳିଥିବା ସୂଚନାନୁଯାୟୀ, ଲୋକନାଥ ଏସ୍‌ଏନ୍‌ ସିଂ ନାମକ ଏକ ଠିକା ସଂସ୍ଥାରେ…

ବିଭିନ୍ନ ସମସ୍ୟା ସମାଧାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ

କେନ୍ଦୁଝର,୨୪।୯( ସ୍ବ.ପ୍ର.): କେନ୍ଦୁଝର ଜିଲା ନିର୍ମାଣ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ହୋଇଛି। ଏ ନେଇ କାଳୀ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚି ଥିଲେ। ସଂଘ ଜିଲା…

ଗ୍ରାମାଞ୍ଚଳରେ ପାନୀୟଜଳ ସମସ୍ୟା

ଝୁମ୍ପୁରା, ୨୪।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିଥିବାବେଳେ ପାନୀୟଜଳ ସମସ୍ୟା ଏଠାରେ ଉତ୍କଟ ରୂପ ଧାରଣ କରିଛି। ଲୋକେ ପାନୀୟଜଳ ପାଇଁ ନାଳ, ପୋଖରୀ ସହ…

ସ୍ତ୍ରୀଙ୍କୁ ପିଟି ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ :୪ ଶିଶୁ ଏବେ ଅସହାୟ

ବଡବିଲ, ୨୪।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦାମୁହଟିଂରେ ସୋମବାର ଦେବକୀ ନାମ୍ନୀ ଜଣେ ମହିଳାଙ୍କ ସହ ତାଙ୍କ ସ୍ବାମୀ କାଳିଆ ଗୋପଙ୍କ ମଧ୍ୟରେ କୌଣସି କାରଣ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ କାଳିଆ ଉତ୍‌କ୍ଷିପ୍ତ ହୋଇ ଏକ ଏକ ପ୍ଲାଷ୍ଟିକ…

ଜାତୀୟ ରାଜପଥରେ ଜଳିଗଲା ଚଳନ୍ତା ହାଇଓ୍ବା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ବଡ଼ବିଲ,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ନଂ. ଜାତୀୟ ରାଜପଥର ବାରବାଙ୍କଠାରେ ସୋମବାର ମଧ୍ୟାହ୍ନରେ ଏକ ହାଇଓ୍ବା ଟ୍ରକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଅଳ୍ପକେ ଡ୍ରାଇଭର ବର୍ତ୍ତିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ରୁଗୁଡିରୁ ଭଦ୍ରାସାହି ଅଭିମୁଖେ ଆସୁଥିବା…

ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମର ଜିଲା କଦଳା…

ବିଦ୍ୟାଳୟରେ ତାଲା ପକାଇବା ଘଟଣା: ବିଇଓ ଏବଂ ସ୍କୁଲ ପରିଚାଳନା କମିଟିର ଆଲୋଚନା; ୨୬ ଓ ୨୭ରେ ହେବ ବିଧିବଦ୍ଧ ତଦନ୍ତ

ଆନନ୍ଦପୁର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ କୋଚିଆନେଣ୍ଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କମିଟି ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପଲତା ପଟ୍ଟନାୟକଙ୍କ ବିରୋଧରେ ଗତ ଶନିବାର ଏକ ଅଭିଯୋଗପତ୍ର ଦାଖଲ କରାଯାଇଥିଲା। ଅଭିଯୋଗକୁ ଆଧାର କରି ସୋମବାର ବ୍ଲକ ଶିକ୍ଷାଧିକାରୀ କ୍ଷେତ୍ରମୋହନ…

ପାରିବାରିକ କଳହ ହେଲା କାଳ : ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ କୋର୍ଟ ଚାଲାଣ

ପାଟଣା,୨୩।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହାର ମୁଣ୍ଡାସାହିରେ ପାରିବାରିକ କଳହ କାଳ ହୋଇଛି। ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ପ୍ରାଣହାନି ଘଟିଥିବାବେଳେ ସ୍ବାମୀଙ୍କୁ କୋର୍ଟ ଚାଲାଣ କରାଯିବା ପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର ସାରେ…

ପାଣିଘେରରେ କେନ୍ଦୁଘାଟି

କେନ୍ଦୁଝର, ୨୩ା୯ (ସ୍ବ.ପ୍ର.)-ସରକାର ସମସ୍ତ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେଉଛନ୍ତି। ଏପରିକି ବିଜୁ ସେତୁ ଯୋଜନାରେ ନଦୀନାଳରେ ପୋଲ ନିର୍ମାଣ କରି ପଞ୍ଚାୟତ ସହିତ ସବୁ ଗ୍ରାମକୁ ସଂଯୋଗ କରିବା ସହ ସବୁଦିନିଆ ରାସ୍ତା ନିର୍ମାଣ ବିଭିନ୍ନ…

ଆସିଲାନି ଆମ୍ବୁଲାନ୍ସ; ସାଇକେଲ୍‌ରେ ବୁହାହେଲେ ରୋଗୀ

ଯୋଡ଼ା, ୨୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଯୋଡା ଯୋଡା ବ୍ଲକ ଲହଣ୍ଡା ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ନଆସିବାରୁ ପରିବାର ଲୋକେ ରବିବାର ଅପରାହ୍ନ ୨ଟା ବେଳେ ସାଇକେଲ୍‌ରେ ବୋହି ଡାକ୍ତରଖାନା ନେଉଥିବା ଦେଖିବାକୁ ମିଳିଛି ା ଖବର…

ଉଦାହରଣ ସାଜିଛନ୍ତି ରିଟେଲର୍‌

ଆନନ୍ଦପୁର,୨୩।୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୭ ନଂ ଓ୍ବାର୍ଡର ରିଟେଲର୍‌ ସୁଦର୍ଶନ ରଣା(୫୪) ମାନବିକତାର ପରିଚୟ ଦେଇ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସରକାରଙ୍କ ନିର୍ଦ୍ଦେଶନାମାକୁ ପାଳନ କରିବାକୁ ଯାଇ ରିଟେଲର୍‌ ଜଣକ କାନ୍ଧରେ ଯୋଗାଣ ସାମଗ୍ରୀ ଧରି ଓ୍ବାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?