କେନ୍ଦୁଝର

ପିକ୍‌ନିକ୍‌ ହେଲା କାଳ: ଅଫିସ ଷ୍ଟାଫ୍‌ଙ୍କ ସହ ଭୋଜି କରିବାକୁ ଆସି ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତର ଘାଟ ବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ସାନକୁଣ୍ଡ ଗଭୀର ଗଣ୍ଡରେ ରବିବାର ଅପରାହ୍ନ ଜଣେ ୨୦ବର୍ଷର ଯୁବକ ଭାସିଯାଇଥିଲେ। ତେବେ ସୋମବାର ତାଙ୍କର ମୃତଦେହ ମିଳିଛି।...

ଭୀମକୁଣ୍ଡରେ ଅଘଟଣ: ଭୋଜି କରିବାକୁ ଆସି ଭାସିଗଲେ ଯୁବକ

ପାଟଣା/ଠାକୁରମୁଣ୍ଡା,୨୬।୧(ବୀର କିଶୋର ଦାଶ/ତାରାକାନ୍ତ ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ସାନକୁଣ୍ଡ ଉପରେ ଥିବା ଗଭୀର ଗଣ୍ଡରେ ରବିବାର ଅପରାହ୍ନରେ ଭାସି ଯାଇ ଜଣେ ଯୁବକ...

ବିକଶିତ ରାଷ୍ଟ୍ର ଗଠନରେ ଭାଗିଦାରୀ ହେବାକୁ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଆହ୍ବାନ

ପାଟଣା,୨୬।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ରବିବାର ମୁଖ୍ୟାଳୟ ଷ୍ଟାଡିୟମରେ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳଚନ୍ଦ୍ର ନାଏକ ଯୋଗ ଦେଇ...

ପରପାରିରେ କଳାର ପୂଜାରୀ କରୁଣାକର

ପାଟଣା,୨୫ା୧(ବୀରକିଶୋର ଦାଶ):  କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମ ଶାସନ ଜଣାଶୁଣା ତବଲା, ହାର୍‌ମୋନିୟମ, ସଙ୍ଗୀତ, ଓଡ଼ିଶୀ ଓ ନୃତ୍ୟଗୁରୁ ଓ ନିର୍ଦ୍ଦେଶକ କରୁଣାକର ଦାଶ (୬୩)ଙ୍କ ଶୁକ୍ରବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ...

ଘର ଭାଙ୍ଗି ୫ କ୍ୱିଣ୍ଟାଲରୁ ଅଧିକ ଧାନ ଖାଇଗଲା ଗୋଠଛଡ଼ା ଦନ୍ତା

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ପଳାସପଙ୍ଗା ଫରେଷ୍ଟ ବିଟ୍‌ ଅଞ୍ଚଳରେ ଗୋଠଛଡ଼ା ଦନ୍ତା ଉତ୍ପାତ କରି ଚାଲିଛି। ଶୁକ୍ରବାର ରାତିରେ ଦନ୍ତାଣ୍‌ହାତୀ କଣ୍ଡରାପଶି ତେଲିବନ୍ଧ ସାହିରେ ପଶି ବାଣେଶ୍ୱର ନାୟକଙ୍କ ଘର ଭାଙ୍ଗିବା ସହ ୫ କ୍ୱିଣ୍ଟାଲରୁ...

ବାଘଛୁଆର ମୃତଦେହ ଉଦ୍ଧାର

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ତାଳପଦା ବିଟ୍‌ କଳାପାଟ ସଂରକ୍ଷିତ ଜଙ୍ଗଲରୁ ଶନିବାର ବନବିଭାଗ ଏକ ବର୍ଷକର କଲରାପତରିଆ ବାଘଛୁଆର ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିନାହିଁ। ତେବେ କିଛିଦିନ ପୂର୍ବରୁ ବାଘଛୁଆ...

ଚଳନ୍ତା ଟ୍ରେନ୍‌ରେ ସେଲ୍‌ଫି ନେଉଥିଲେ ଛାତ୍ରୀ,ଚାଲିଗଲା ଜୀବନ

କେନ୍ଦୁଝର/ପାଟଣା,୨୫ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ):କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଟାଙ୍ଗିଆପାଳ ରେଳ ଷ୍ଟେଶନ ନିକଟରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ଚଳନ୍ତା ଟ୍ରେନ୍‌ରୁ ଖସି ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀ ଜଣକ ହେଲେ...

କାର୍ଯ୍ୟରେ ଅବହେଳା ପାଇଁ ବନପାଳ ନିଲମ୍ବିତ

କେନ୍ଦୁଝର,୨୪।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କାର୍ଯ୍ୟରେ ଅବହେଳା,ଅନିୟମିତତା,ସରକାରୀ ଅର୍ଥର ଦୂରୁପଯୋଗ ଏବଂ ପରିଚାଳନାଗତ ତ୍ରୁଟି ପାଇଁ କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ପଦ୍ମପୁର ମେଗା ନର୍ସରୀର ବନପାଳ ଜ୍ୟୋତ୍ସାରାଣୀ ବେହେରାଙ୍କୁ ଡିଏଫଓ ତାଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫ ତା ୨୨/୦୧/୨୦୨୫ରେ...

ଆକାଶିଆ ଜଙ୍ଗଲରେ ନିଆଁ ଲଗାଇ ଦେଲେ

ପାଟଣା,୨୩ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ରାସ୍ତା ପାର୍ଶ୍ୱ ହନୁମାନ ଛକ ନିକଟ ଖୁଣ୍ଟାପଡା ଗ୍ରାମ ନିକଟରେ ଥିବା ଏକର ଏକର ପରିମିତ ୟୁକାଲିପଟାସ ଓ ଆକାଶିଆ ଜଙ୍ଗଲରେ ଗୁରୁବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇ...

ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪

ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାଦ୍ୱାରା ସରକାରୀ ସୁବିଧାର ଲାଭ ଉଠାଉଥିବା ଅଯୋଗ୍ୟ ଏବେ...

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା। ପୋଲିସ ତାଙ୍କୁ ଉଦ୍ଧାର କରିଥିବା ବେଳେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ କାଉନସେଲିଂ ବେଳେ...

ମହିଳାଙ୍କୁ ମାଡ଼  ରାସ୍ତା ଅବରୋଧର ଭିଡିଓ ଭାଇରାଲ ,ଏନଏଚଆରସିରେ ଅଭିଯୋଗ

କେନ୍ଦୁଝର,୨୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ମହାଦେଇଯୋଡା ପଞ୍ଚାୟତରେ ଅନୁଷ୍ଠିତ ଏକ କମ୍ପାନୀର ଜନ ଶୁଣାଣିକୁ ଯାଉଥିବା ସ୍ଥାନୀୟ ମହିଳାମାନଙ୍କୁ କ୍ଷମତାର ଅପବ୍ୟବହାର କରି ରାସ୍ତା ଅବରୋଧ କରିବା, ମାଡ଼ ମାରିବା, ମୋବାଇଲ ଛଡେଇ ନେବା, ମୋବାଇଲ ଭାଙ୍ଗିବା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri