କେନ୍ଦୁଝର

ବାଇକ୍‌ ଡିକି ଭାଙ୍ଗି ଦେଢ଼ଲକ୍ଷ ଟଙ୍କା ଲୁଟ୍‌

ପାଟଣା/ଢେଙ୍କିକୋଟ,୨୦।୯(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଏକ କମ୍ପାନୀ ଶୋ’ ରୁମ ନିକଟରୁ ଶୁକ୍ରବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ବାଇକ ଡିକି ଭାଙ୍ଗି ଦେଢ଼ଲକ୍ଷ ଟଙ୍କା ଲୁଟ ହୋଇଛି। ଏ ନେଇ ତୁରୁମୁଙ୍ଗା…

ଦେଢ କି.ମି. ଚାଲି ଚାଲି ଗଲେ ଗର୍ଭବତୀ

ରାଇସୁଆଁ,୨୦।୯(ଡି.ଏନ.ଏ.)- ଗାଁକୁ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଘରଠାରୁ ଦେଢ କି.ମି. ରାସ୍ତା ଚଳାଇ ଚଲାଇ ଆମ୍ବୁଲାନ୍ସ ଯାଏ ଅଣାଯିବା ପରେ ସେଠାରୁ ଡାକ୍ତରଖାନା ପଠାଯିବା ଘଟଣା ପଦାକୁ ଆସିଛି। ଗର୍ଭବତୀ ଓ ପ୍ରସୂତିଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସକାଶେ…

ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଯୁବକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା କୁଚେଇକୁଦ ଗ୍ରାମର ବଡ଼ସାଖିଲା ମାଝିଙ୍କ…

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ସାଇକେଲ ଆରୋହୀଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ…

ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ବଦଳିଲେ ବିପିଏମ୍‌, ବିଏଏମ୍‌

ହାଟଡ଼ିହୀ,୧୯।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର(ବିପିଏମ୍‌) ଏବଂ ବ୍ଲକ ଆକାଉଣ୍ଟସ୍‌ ମ୍ୟାନେଜର (ବିଏଏମ୍‌)ଙ୍କ ବଦଳି ହୋଇଛି। ସେମାନଙ୍କ ସହ ମୋଟ ୫୧ଜଣଙ୍କର ବଦଳି ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସା ଓ…

କେନ୍ଦୁଝରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

କେନ୍ଦୁଝର, ୧୯ା୯ (ସ୍ବ.ପ୍ର./ଡି.ଏନ.ଏ.)-ଓଡିଶାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ବୁଧବାର କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ଦରବାର ହଲଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସାମିଲ ହୋଇ ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ।…

ଯୋଡ଼ାରେ କେନ୍ଦ୍ରୀୟ ଶ୍ରମ ମଙ୍ଗଳ କମିଶନର

ଯୋଡ଼ା ୧୮।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ୧୯୭୮ ମସିହାରେ କେନ୍ଦ୍ର ସରକାରଙ୍କ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାପନ ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ଯୋଡା କେନ୍ଦ୍ରୀୟ ଚିକିତ୍ସାଳୟର ବିଭିନ୍ନ ସମସ୍ୟାର ନିରାକରଣ ଓ ସ୍ଥାୟୀ ପ୍ରତିକାର ପାଇଁ କେନ୍ଦ୍ର ଶ୍ରମ…

ପ୍ରଦୂଷଣ ଜ୍ୱାଳାରେ କାରୋ ନଦୀ

ବଡବିଲ, ୧୮।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ବୋହିଯାଇଥିବା ଜୀବନରେଖା ଭାବେ ପରିଚିତ କାରୋନଦୀ ଏବେ ସଙ୍କଟରେ। ବିଭିନ୍ନ କାରଖାନାର ବର୍ଜ୍ୟବସ୍ତୁ ଓ ବିଷାକ୍ତ ରାସାୟନିକ ତୈଳ ଦ୍ୱାରା ନଦୀଜଳ ପ୍ରଦୂଷଣକୁ ପ୍ରଶାସନ ରୋକିବାରେ ବିଫଳ ହୋଇପଡ଼ିଛି। ବିଶ୍ୱକର୍ମା ପୂଜା ପାଇଁ…

ବିକାଶଠୁ ଦୂରରେ ସୁଲେଇଖମାର ଗାଁ

କେନ୍ଦୁଝର, ୧୮ା୯(ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଭିତରେ ଥିବା ଗାଁ ସୁଲେଇଖମାର। ପୁରୁଣାସହରଠାରୁ ୨କି.ମି. ଦୂରରେ ଅବସ୍ଥିତ ଏହି ଗାଁ ବିଭିନ୍ନ ସମସ୍ୟା ଭିତରେ ରହିଛି। ଏହି ଗାଁରେ ମୌଳିକ ସୁବିଧା ଯେପରି ଅପହଞ୍ଚ ହୋଇପଡ଼ିଛି। ଗ୍ରାମରେ ଅଧିକାଂଶ ଭୂୟାଁ…

ଏବେ ବି ପୂଜା ପାଉଛି ୧୯୩୯ ମସିହାର ଗାଡ଼ି: ଅଲୋଡ଼ା ହୋଇଥିଲେ ବି ନିଆରା

କେନ୍ଦୁଝର, ୧୮।୯( ସ୍ବ.ପ୍ର.)-ବ୍ରିଟିଶ ଅମଳର ୧୩୩୯ ମସିହାର ଏକ ଟ୍ରକ ଏବେ ବି ପୂଜା ପାଉଛି। କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁ ଥିଲେ ହେଁ ଏହା ସତ୍ୟ। ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ଅବସରରେ ପ୍ରତ୍ୟେକ ବର୍ଷ କେନ୍ଦୁଝର ଜିଲାର ବଲାଣି ଖଣି…

ଡମ୍ପର ଧକ୍କାରେ ଉପୁଡିଲା ବିଦ୍ୟୁତ୍‌ ଖୁଣ୍ଟ: ଡ୍ରାଇଭର ଅଟକ, ଟ୍ରକ୍‌ ଜବତ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖରେ ସୋମବାର ରାତିରେ ଏକ ଡମ୍ପର ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲ। ଏଥିରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ଯୋଡା ସହରବାସୀ ବହୁ ସମୟ ଧରି ଅନ୍ଧକାରରେ ରହିଥିଲେ…

ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପୁରୁଣାଡ଼ିହି ଗ୍ରାମରେ ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅଭିଯୁକ୍ତ ଦେଢଶୁର ହେଲେ ବିପିନି ବିହାରୀ ବେହେରା। ପ୍ରକାଶ ଯେ, ସୋମବାର ସକାଳ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?