କେନ୍ଦୁଝର

ପାଟଣା ରେଞ୍ଜରେ ୨୩ ବଣୁଆ ହାତୀ: ଉଜାଡିଲେ ଧାନ ଫସଲ, କ୍ଷତିପୂରଣ ଦାବି

ପାଟଣା,୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସାହାରପଡ଼ା ଓ ଗରାଣ୍ଡିଯୋଡି ସେକ୍ସନରେ ସୋମବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରୁ ୨୩ଟି ଝାଡ଼ଖଣ୍ଡି ହାତୀ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ସୂଚନା ଅନୁଯାୟୀ, ଏହି ବଣୁଆ ହାତୀଗୁଡ଼ିକ…

ଅନ୍‌ଲାଇନ ବ୍ୟବସ୍ଥା ଦେଉଛି ଦୁଃଖ

ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ ଟାଓ୍ବାର ନ ଥିବାରୁ ନେଟ୍‌ଓ୍ବର୍କ ଆସୁ ନାହିଁ ା ଲୋକେ ମୋବାଇଲ ସେବା…

ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା

ଚମ୍ପୁଆ, ୯।୯(ଡି.ଏନ.ଏ.)-ଚମ୍ପୁଆ ଓ ଯୋଡା ବ୍ଲକରେ ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା କରାଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ବିଦ୍ୟାଳୟଠାରୁ ଆରମ୍ଭ କରି ବେସରକାରୀ ବିଦ୍ୟାଳୟସଗୁଡ଼ିକ ଖୋଲା ଖୋଲି ଭାବେ ଏହି ନିୟମର ଉଲ୍ଲଂଘନ କରୁଥବା ବେଳେ ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ…

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବାବେଳେ ସ୍ଥାନୀୟ ଅଭିଭାବକଙ୍କ ମହଲରେ ଅସନ୍ତୋଷ କୁହୁଳିବାରେ ଲାଗିଛି। କେନ୍ଦ୍ରୀୟ ଓ ରାଜ୍ୟ…

ଦୁର୍ବୃତ୍ତ ଝାମ୍ପିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାର ମାତ୍ର ଶହେ ମିଟର ଦୂର ବଡ଼ଦାଣ୍ଡଠାରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଓ ରୁପା ଅଳଙ୍କାର ବ୍ୟାଗ୍‌କୁ ଦୁର୍ବୃତ୍ତମାନେ ଝାମ୍ପି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଦୁର୍ବୃତ୍ତମାନଙ୍କ ଟେର୍‌ ପାଇ ନ…

ହାଟପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୯।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନାଠାରୁ ପ୍ରାୟ ଶହେ ମିଟର ଦୂରରେ ଥିବା ହାଟପଡ଼ିଆରୁ ସୋମବାର ସକାଳେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଶରତ ମୁଣ୍ଡା(୩୦)। ତାଙ୍କ ଘର ଭଅଁରପୁର ପଞ୍ଚାୟତ ମଧ୍ୟପୁର ଗ୍ରାମରେ ବୋଲି…

ଆଧୁନିକତାର ସ୍ପର୍ଶ ଅପେକ୍ଷାରେ କାଠ କଣ୍ଢେଇ

କେନ୍ଦୁଝର, ୯।୯(ସ୍ବ.ପ୍ର.)-କାଠ କଣ୍ଢେଇ ସହ ସେ ବିତାଇଛନ୍ତି ଜୀବନର ଅନେକ ବୟସ। ବୁଝିଛନ୍ତି କାଠ କଣ୍ଢେଇ ମନର କଥା। ଆଧୁନିକତାର ରଙ୍ଗ ମାଖି ପୁରୁଣା କାଠ କଣ୍ଢେଇକୁ ସଜାଇଦେବା ଲାଗି ସେ ତିଆରି କରିଛନ୍ତି ବ୍ଲୁ ପ୍ରିଣ୍ଟ। ହେଲେ ଅର୍ଥାଭାବ ଏଥିରେ…

ବିଲୁପ୍ତି ପଥେ ବୈତରଣୀ

କେନ୍ଦୁଝର, ୯ା୯(ସ୍ବ.ପ୍ର.)- ‘ବୁଢା ହେଲୁ, କିନ୍ତୁ କିଛି ବର୍ଷ ହେଲା ବୈତରଣୀ ନଦୀ ଏଭଳି ଅବସ୍ଥା ଦେଖି ନ ଥିଲୁ। ଖରା ଦିନରେ ଶୁଖିଲା ପଡୁଥିବା ଏହି ନଦୀ ବର୍ଷାଦିନରେ ମଧ୍ୟ ପାଣି ନାହିଁ। ଏଣୁ ଏଭଳି ଅବସ୍ଥା ଜାରି ରହିଲେ…

ଭାଙ୍ଗିଲା ଫାପୁଡିଆ ନାଳ ପୋଲ: ଆନନ୍ଦପୁରକୁ ସିଧାସଳଖ ଯୋଗାଯୋଗ ବିଚ୍ଛିନ୍ନ

ଆନନ୍ଦପୁର,୮। ୯(ସ୍ବ.ପ୍ର.)-୨୦ ନଂ ଜାତୀୟ ରାଜପଥର ଆନନ୍ଦପୁର ଠାରୁ ସରେଇ ଗ୍ରାମକୁ ଯୋଗେଯାଗ କରୁଥିବା ରାସ୍ତାର ଫାପୁଡିଆ ନାଳ ଉପରେ ହୋଇଥିବା ପୋଲ ଭୁଶୁଡ଼ି ପଡିଛି। ଶନିବାର ରାତି ପାଖାପାଖି ୧୦ଟା ସମୟରେ ଏହି ପୋଲ ଭୁଶୁଡିଥିବା ଗ୍ରାମବାସୀ କହିଛନ୍ତି। ପୂର୍ବଦିନ…

ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କୁ ଅତି ଶୋଚନୀୟ ଭାବେ…

ମା’ ମୋର ପ୍ରଥମ ଗୁରୁ- ଅଭିଷିକ୍ତା

କେନ୍ଦୁଝର, (ନରେଶ ଚନ୍ଦ୍ର ପଟ୍ଟନାୟକ)- ପିଲାଦିନୁ ନୃତ୍ୟ ଅନୁରାଗୀ ଅଭିଷିକ୍ତା ପାଠ ପଢ଼ିବା ସହ ନୃତ୍ୟ, ସଂଗୀତ, ବକ୍ତୃତା, ଚିତ୍ରକଳା, ଅଭିନୟ ଆଦି କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଛନ୍ତି। ୨୦୧୬ରେ ସେ କେନ୍ଦ୍ର ସରକାରଙ୍କ ଅନୁଦାନରେ ନିର୍ମିତ ଏକ…

ସମସ୍ୟା ଘେରରେ ଶିଶୁ ଓ୍ବାର୍ଡ

କେନ୍ଦୁଝର, ୮ା୯ (ସ୍ବ.ପ୍ର.)- ଶିଶୁଙ୍କୁ ଉନ୍ନତ ଚିକିତ୍ସା, ସୁବିଧା ଯୋଗାଇ ଦେବା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକତ୍ସାଳୟରେ ଥିବା ୩୦ ଶଯ୍ୟା ବିଶିଷ୍ଟ ଶିଶୁ ଓ୍ବାର୍ଡରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ପିଇବା ପାଣି ସମସ୍ୟା ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?