କେନ୍ଦୁଝର

ପୌରପାଳିକା ପକ୍ଷରୁ ଉଠା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର

ଯୋଡ଼ା,୨୫।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ପକ୍ଷରୁ ସହରର ମୁଖ୍ୟ ରାସ୍ତାକଡ଼ରେ ଥିବା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପୌରପାଳିକା ଓ ପୋଲିସ ପ୍ରଶାସନର ମିଳିତ ସହଯୋଗରେ ଏହି ସ୍ଥାନାନ୍ତର କାର୍ଯ୍ୟ କରାଯାଇଥିଲା। ସୂଚନାଯୋଗ୍ୟ,…

କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ ପଦକ୍ଷେପ…

କେନ୍ଦୁଝର ଜିଲା ଚିଠି: ତଥାପି ଉଜୁଡୁଛି ଜଙ୍ଗଲ

କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ପରିସୀମା ଓ ଘନତ୍ୱ ହ୍ରାସ ପାଇବାରେ ଲାଗିଛି। ଏଥିସହିତ ତାଳଦେଇ ଜଳବାୟୁ ପରିବର୍ତ୍ତନ ସହିତ ଜଳାଭାବ ଗୁରୁତର ରୂପ ନେଇଛି। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ବାର୍ଷିକ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଥିଲେ…

ଗୁଣି ସନ୍ଦେହରେ ଗଡୁଛି ନିରୀହ ଜୀବନ: ୧୫ ମୃତ, ୨୩ ଗୁରୁତର ଆହତ

କେନ୍ଦୁଝର, ୨୫ା୮ (ସ୍ବ.ପ୍ର.)-ରାଜ୍ୟରେ ଗୁଣିଗାରେଡି ଓ ଡାହାଣୀ ସନ୍ଦେହରେ ହତ୍ୟା ରୋକିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜନ ସହିତ କଡ଼ା ଆଇନ ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ନିରୀହ ଲୋକଙ୍କ ଉପରେ…

ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା ମା… ନାମକ ଏକ ସାଂସ୍କୃତିକ ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ଉପାନ୍ତ ଅଞ୍ଚଳରେ କଳା ଓ…

ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା

କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଦଗଡ଼ ରେଲୱେ ଫାଟକ ଦେଇ ଯାଇଥିବା ପଦ୍ମପୁର-ନୂଆଗାଁ ରାସ୍ତା…

ପିସ୍ତଲ ଦେଖାଇ ଫାଇନାନ୍ସ କମ୍ପାନୀ ମହିଳା କର୍ମଚାରୀଙ୍କଠାରୁ ୯୨ ହଜାର ଲୁଟ୍‌

ପାଟଣା,୨୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ଶୁକ୍ରବାର ଅପରାହ୍ନରେ ଭାରତ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀଙ୍କଠାରୁ ୨ଜଣ ଦୁର୍ବୃତ୍ତ ୯୨ ହଜାର ଟଙ୍କା ଲୁଟି ନେଇଛନ୍ତି। ସେମାନେ ପିସ୍ତଲ…

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ପକ୍ଷରୁ ମାଟିଉଠା କାର୍ଯ୍ୟକ୍ରମ ହୋଇଛି। ମା’ଙ୍କ ଆଜ୍ଞା…

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ ଓ କର୍ମକର୍ତ୍ତାମାନେ ମାଇନିଂ ରୋଡ୍‌ସ୍ଥିତ ରାମମନ୍ଦିରରୁ ବାହାରି ସହର ପରିକ୍ରମାକରି କେନ୍ଦୁଝରଗଡ଼ ସରସ୍ବତୀ…

ପାଟଣା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ

ପାଟଣା,୨୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଶ୍ରୀକୃଷ୍ଣଙ୍କ ବେଶରେ ସୁସଜ୍ଜିତ ହୋଇ ଥିଲେ। ଅତିଥିମାନେ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତାନ୍ତ ଉପରେ ପର୍ଯ୍ୟବେସିତ ତଥ୍ୟ ଓ…

ବିପଦସଙ୍କୁଳ ପିଣ୍ଡାରେ ଚାଲିଛି ପାଠପଢ଼ା

ଚମ୍ପୁଆ,୨୩। ୮(ଡି.ଏନ.ଏ.)-ସରକାର ଶିକ୍ଷାର ମାନ ବୃଦ୍ଧି ଓ ଶିକ୍ଷିତ ହାର ବୃଦ୍ଧି କରିବା ଲକ୍ଷ୍ୟ ନେଇ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାକୁ ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଜିଲା ଖଣିଜ ପାଣ୍ଠିରୁ ଶିକ୍ଷିତ ହାର ବୃଦ୍ଧି ପାଇଁ…

ଆଦର୍ଶ ବିଦ୍ୟାଳୟ ରାସ୍ତା ମରଣଯନ୍ତା :ଆକ୍‌ଶନ ପ୍ଲାନ ସରିଛି

ଆନନ୍ଦପୁର, ୨୩। ୮(ସ୍ବ.ପ୍ର.)- ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଆନନ୍ଦପୁରର ଭିତ୍ତିଭୂମି ବିକାଶ ପାଇଁ ୧୭ କୋଟି ୬୪ ଲକ୍ଷର ଆକ୍‌ଶନ ପ୍ଲାନ୍‌ ଆପ୍ରୁଭ ସରିଛି, ବାକି ରହିଛି ଟେଣ୍ଡର ପ୍ରକ୍ରିୟା। ଏହି ଅନୁଦାନରେ ବିଦ୍ୟାଳୟର ପାଚେରି, ମୁଖ୍ୟ ଗେଟ୍‌, ଆପ୍ରୋଚ ରୋଡ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?