କେନ୍ଦୁଝର

ମହିଳାଙ୍କ ତଣ୍ଟିି କାଟି ହତ୍ୟା: ୩ ଦିନ ପରେ ମୃତଦେହ ଉଦ୍ଧାର

ବଡବିଲ, ୧୯।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଶୁକୁରମୁନି ମୁଣ୍ଡା (୫୦) ନାମ୍ନୀ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ୩ ଦିନ ପରେ ଏହି ଘଟଣା ପଦାକୁ ଆସିଛି। ଗାଁ ନିକଟସ୍ଥ ଜଙ୍ଗଲରେ ମୃତଦେହ ପଡିଥିବା ତାଙ୍କ ସ୍ବାମୀ ଓ…

୫ ଦିନ ପରେ ଧରାପଡ଼ିଲେ ଚମ୍ପଟ କଏଦୀ

ବଡବିଲ, ୧୮।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍‌ ଜେଲ୍‌ ପାଚେରି ଡେଇଁ ଚମ୍ପଟ ମାରିଥିବା ବିଚାରଧୀନ କଏଦୀ ସାୱନ ପାତ୍ର ଓରଫ କୁନାଙ୍କୁ ୫ ଦିନ ପରେ ରବିବାର ପୋଲିସ ଗିରଫ କରିଛି। ତାଙ୍କ ଘର ଗାଢାହଟିଂରେ । ତାଙ୍କୁ…

ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ : ଅଭିଯୁକ୍ତ ଗିରଫ

ବଡ଼ବିଲ,୧୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସେଡିଂ ଅଞ୍ଚଳରେ ରହୁଥିବା ସୋମା ବେଣ୍ଟକାର ନାମକ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ ସେହି ଅଞ୍ଚଳର ରିଙ୍କୁ ନାଏକ(୨୭)ଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସୋମାଙ୍କ ସ୍ତ୍ରୀ ବୁଧୁନୀ…

କାମରେ ଲାଗୁନି କ୍ରସ ବନ୍ଧ

କେନ୍ଦୁଝର, ୧୮ା୮ (ସ୍ବ.ପ୍ର.) କୃଷିର ବିକାଶ ପାଇଁ ଜଳସେଚନର ବିକାଶ କରାଯାଉଛି ା ତେବେ ଜଳସେଚନ ପାଇଁ ବହୁ ଟଙ୍କା ବ୍ୟୟରେ ବିଭିନ୍ନ ନାଳ ଓ ନଦୀରେ କ୍ରସ ବନ୍ଧ ନିର୍ମାଣ କରାଯାଉଥିଲେ ହେଁ ସେସବୁ କାମରେ ଲାଗୁ ନ ଥିବାରୁ…

ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ ଯେ, ସଞ୍ଜୟଙ୍କ ଘର ନୟାଗଡ଼ ଜିଲା ବାସୁଦେବପୁର ଗାଁରେ ହୋଇଥିବା ବେଳେ ସେ ଚମ୍ପୁଆରେ…

ରବିବାରଠାରୁ ଖୁଦୁରୁକୁଣୀ ଓଷା: ଭାଇର ଶୁଭ ମନାସି ମା’ ମଙ୍ଗଳାଙ୍କୁ ପୂଜା କରିବେ ଭଉଣୀ

କେନ୍ଦୁଝର.୧୭।୮(ସ୍ବ.ପ୍ର.): ରବିବାରଠାରୁ ଆରମ୍ଭ ହେଉଛି ମା’ ମଙ୍ଗଳାଙ୍କ ଖୁଦୁରୁକୁଣୀ ଓଷା। ଭାଇର ଶୁଭ ମନାସି ଭଉଣୀମାନେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ବ୍ରତ ରଖିଥାନ୍ତି। ଏ ନେଇ ବଜାର, ରାସ୍ତାଘାଟ ସବୁଆଡ଼େ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ବିକ୍ରି ହେଉଛି। କେନ୍ଦୁଝର ସହର…

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ବି.କେ. ମହାନ୍ତି, ଭଞ୍ଜ ମିନେରାଲସ୍‌ ଏବଂ ବାସୁଦେବ ଅଗ୍ରୱାଲ ଖଣି ଲିଜଧାରୀମାନଙ୍କ…

ପାଚେରି ଡେଇଁ ୩ ଦିନ ହେଲା କଏଦୀ ଚମ୍ପଟ

ବଡବିଲ,୧୭।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍‌ଜେଲର ପାଚେରି ଡେଇଁ ଗତ ୧୩ ତାରିଖ ରାତିରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବାରୁ ତାଙ୍କୁ ଧରିବା ଲାଗି ତନାଘନା ଚାଲିଛି। ଅଭିଯୁକ୍ତ ହେଲେ ଗାଢା ହଟିଂ ଅଞ୍ଚଳର ସାୱନ ପାତ୍ର ଓରଫ…

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା ଉପରୁ ସେମାନଙ୍କ ଆସ୍ଥା ତୁଟିଥିବା ଅଭିଯୋଗ କରିଥିଲେ। ଦାଦନ ଖଟିବାକୁ ଯାଇ ନିର୍ଯାତନାର ଶିକାର…

ବିବାଦୀୟ ଜମିକୁ ନେଇ ଗଣ୍ଡଗୋଳ, ଜମି ମାଲିକଙ୍କ ପୁଅ ଆହତ

ଆନନ୍ଦପୁର,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ମୌଜା ବିରିଡିହା ଗ୍ରାମରେ ଏକ ବିବାଦୀୟ ଜମିକୁ ନେଇ ପୁଣି ବିବାଦ ଦେଖାଦେଇଛି। ଜମି ମାଲିକ ସୁଦର୍ଶନ ସାହୁଙ୍କ ଅଭିଯୋଗ କ୍ରମେ ଚଳିତ ମାସ ୬ ତାରିଖରେ କଣ୍ଟିିପାଳ ମୌଜା ଖାତା ନଂ…

ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର…

ଦେଶରେ ଅଖଣ୍ଡତା, ସାର୍ବଭୌମକୁ ଅକ୍ଷୁଣ୍ଣ ରଖିବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଷ୍ଟାଡିୟମ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?