କେନ୍ଦୁଝର

ବାରୁଆଁ ଗାଁରୁ ଭାଲୁ ଛୁଆ ଉଦ୍ଧାର

ଆନନ୍ଦପୁର,୧୩।୮(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ କଂଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର ହୋଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିଲା। ଆଉ ଫେରିପାରି ନ ଥିଲା। ଗ୍ରାମର ଲୋକେ ଭାଲୁ ଛୁଆକୁ ସୁରକ୍ଷିତ ରଖି ବନ…

ବାରୁଆଁରୁ ଭାଲୁ ଛୁଆ ଉଦ୍ଧାର

ଆନନ୍ଦପୁର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିବ ବେଳେ ଆଉ ଫେରିପାରି ନ ଥିଲା। ଗ୍ରାମ ଲୋକେ ଭାଲୁ…

ବଦଳିବ ଶିଆଡିମାଳିଆର ରୂପରେଖ

ଆନନ୍ଦପୁର,୧୩। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ସହରରେ ଥିବା ଐତିହାସିକ କିମ୍ବଦନ୍ତୀ ଶିଆଡିମାଳିଆର ମା’ ଧନେଇ ଠାକୁରାଣୀଙ୍କ ପାରିପାର୍ଶ୍ୱିକ ସ୍ଥିତି ବଦଳିବାକୁ ଯାଉଛି। ଶିଆଡିମାଳିଆର ୪୦୦ ଏକର ବିଶିଷ୍ଟ ପତିତ ଜମିରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା କେତେକାଂଶରେ ଉଦ୍ଧାର କରାଯାଇଛି। ଜବରଦଖଲରେ ରହିଥିବା…

ଭଡ଼ାରେ ଲାଗିଛି କୃଷକ ବଜାରରେ ଥିବା ଦୋକାନ

ଝୁମ୍ପୁରା, ୧୩।୮ (ଡି.ଏନ.ଏ.)- ହାଟବାଟରେ ବସୁଥିବା କ୍ଷୁଦ୍ରଚାଷୀ ତଥା ବ୍ୟବସାୟୀଙ୍କୁ ଜୀବିକା ନିର୍ବାହ ଲାଗି କାର୍ଯ୍ୟକାରୀ ହେଉଥିବା କୃଷକ ବଜାର ନିର୍ମାଣ ଯୋଜନା ଦିଗହରା ହୋଇପଡିଛି। କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ନିର୍ମିତ ଦୋକାନ ଘରକୁ କେତେକେ ବ୍ୟବସାୟୀ ହାତେଇ ଭଡାରେ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି। ହେଲିକପ୍ଟର ଯୋଗେ ସେ ଝାଡ଼ଖଣ୍ଡର ନୂଆମୁଣ୍ଡିରେ ଓହ୍ଲାଇବା ପରେ ସେଠାରୁ…

ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ

ଯୋଡ଼ା,୧୨।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପଡ଼ିଥିବା ଦେଖି ସେ ବିରକ୍ତି ପ୍ରକାଶ କରିଥିଲେ। ଏଥିସହ ସେଠାରେ…

କେନ୍ଦ୍ରୀୟ ବିଦ୍ୟାଳୟକୁ ଲାଗିଲା ମୋହର-୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଆରମ୍ଭ

ଆନନ୍ଦପୁର,୧୨। ୮(ସ୍ବ.ପ୍ର.)- ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ବିଳମ୍ବିତ ହେବ ବୋଲି ଲାଗିରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ସମସ୍ତ ଔପଚାରିକତା ଶେଷ ହେବା ପରେ ମାସକ ମଧ୍ୟରେ ବିଦ୍ୟାଳୟ ଖୋଲିବ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ସବୁଜ ସଙ୍କେତ ଦେଇଛି। ସଙ୍ଗଠନ…

ଅଟୋ ରିକ୍ସା ଧୋଇବାକୁ ନେବାବେଳେ ଦୁର୍ଘଟଣା; ଖସି ପଡି ଶିଶୁ ମୃତ, ଚଳାଉଥିବା ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦୁଝର, ୧୨ା୮(ଡି.ଏନ.ଏ.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କେରୀ ଗ୍ରାମରେ ପିଉସା ଘରେ ରହି ପାଠ ପଢ଼ୁଥିବା ରାଜା ମହାନ୍ତ ନାମକ ଜଣେ ୧୦ମ ଶ୍ରେଣୀର ଛାତ୍ର ରବିବାର ଏକ ଅଟୋ ଧୋଇବାଲାଗି ନିକଟସ୍ଥ ନାଳକୁ ଯାଇଥିବା ସମୟରେ ସେଥିରେ ବସିଥିବା…

ସତ୍ତା ହରାଇବାକୁ ବସିଲାଣି ସୁନାନଦୀ-ଜଳ ପ୍ରଦୂଷଣ କରୁଛି ଖଣିର ବର୍ଜ୍ୟବସ୍ତୁ, ଆବର୍ଜନା

ଯୋଡ଼ା,୧୨।୮(ମାନସ ରଞ୍ଜନ ମହାନ୍ତି)- କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳରେ ଥିବା ବିଭିନ୍ନ ଖଣି ଦ୍ୱାରା ନଦୀନାଳ ପ୍ରଭାବିତ ହେଉଛି। ଯୋଡା ଅଞ୍ଚଳର ଜୀବନରେଖା କୁହାଯାଉଥିବା ସୁନା ନଦୀ ସମେତ ଅନ୍ୟ କେତେକ ନଦୀ ନାଳ ଧୀରେ ଧୀରେ ସତ୍ତା ହରାଇବାକୁ ବସିଲାଣି।…

ପାହାଡ଼ରୁ ଖସି ବ୍ୟକ୍ତିଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୧୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ – ଜିଲିଂ ପାହାଡ଼ରୁ ଖସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ଜୁରୁଡ଼ି ଅଞ୍ଚଳର ନର ନାଏକ (୫୦) କୌଣସି କାରଣରୁ ଶନିବାର ଅପରାହ୍ନରେ ଘରୁ ବାହାରିଥିଲେ। ସନ୍ଧ୍ୟାରେ ସେ…

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ କରାଯାଇଛି। ଫଳରେ ପୁଣି କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଉଜ୍ଜୀବିତ ହୋଇଛି। ପ୍ରଶାସନ ଓ…

ଟ୍ରେଲର ଯିବା ପାଇଁ ଘଣ୍ଟା ଘଣ୍ଟା ବିଦ୍ୟୁତକାଟ: ଉପଭୋକ୍ତା ହଇରାଣ

ଝୁମ୍ପୁରା, ୧୧।୮ (ଡି.ଏନ.ଏ.)-ବର୍ଷା ନାହିଁ ପବନ ନାହିଁ। ଗତ ଶୁକ୍ରବାର ରାତି ୧୦ଟା ବେଳେ, ହଠାତ୍‌ ଝୁମ୍ପୁରା ଅଞ୍ଚଳର ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରି ଦିଆଗଲା। ପାଗ ଶୁଖିଲା ଥିବାରୁ ବ୍ୟବସାୟ ପ୍ରତିଷ୍ଠାନର କାର୍ଯ୍ୟାଳୟ, ଡାକ୍ତରଖାନା ସହିତ ସାଧାରଣ ବିଦ୍ୟୁତ ଉପଭୋକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?