କେନ୍ଦୁଝର

କେନ୍ଦୁଝର ଟାଉନରେ ସେକ୍ସ ର଼୍ୟାକେଟ ପର୍ଦ୍ଦାଫାସ୍‌: ୧୧ ଯୁବତୀ ଯୁବକଙ୍କୁ କୋର୍ଟ ଚାଲାଣ

କେନ୍ଦୁଝର, ୧୧ା୮(ସ୍ବ.ପ୍ର./ଡି.ଏନ.ଏ.)-ଶୁକ୍ରବାର ସନ୍ଧ୍ୟାରେ କେନ୍ଦୁଝର ଟାଉନ ଥାନା ପୋଲିସ ଚଢାଉ କରି ସେକ୍ସ ର଼୍ୟାକେଟ୍‌ରେ ସମ୍ପୃକ୍ତ ୫ ଯୁବତୀ ଓ ୬ ଯୁବକଙ୍କୁ ଗରିଫ କରିଥିଲା। ସେମାନଙ୍କୁ ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ୬ ଯୁବକଙ୍କୁ…

ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ ସୁନ୍ଦରାବସ୍ତି ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ଅଭିଯୁକ୍ତ ମନୋଜ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ…

ଭଉଣୀଙ୍କୁ ଶାଶୁଘରେ ଛାଡ଼ି ଫେରିବାବେଳେ ଦୁର୍ଘଟଣା : ଭାଇଙ୍କ ଜୀବନଗଲା

ହାଟଡ଼ିହୀ,୧୦।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପୁରା ଗ୍ରାମର ବିନୋଦ ଦାସଙ୍କ ପୁଅ ଘନଶ୍ୟାମ(୨୫)ଙ୍କ ଶନିବାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘନଶ୍ୟାମ ଭଉଣୀଙ୍କୁ ଶାଶୁଘରେ ଛାଡ଼ିବାକୁ ଭଦ୍ରକ ଜିଲା ନିଚିବନ୍ଧା ଗ୍ରାମକୁ ନେଇଥିଲେ । ତେବେ ସେଠାରୁ ଫେରିବା…

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ମିଳିଲା ପରିଚୟ, ଅଭିଯୁକ୍ତ ସ୍ବାମୀ ଫେରାର

ହାଟଡ଼ିହୀ, ୧୦।୮ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ଗ୍ରାମର ପ୍ରଦୀପ ମଲ୍ଲିକଙ୍କ ଘର ପଛପଟ ବାଡ଼ିର ମାଟିତଳୁ ଜଣେ ମହିଳାଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିବା ପରେ ଶନିବାର ତାଙ୍କର ପରିଚୟ ମିଳିଛି। ସେ ହେଉଛନ୍ତି ବାଲେଶ୍ୱର ଜିଲା…

ଦାଦନ ଖଟିବାକୁ ଯାଇ ୪ ଯୁବକ ନିର୍ଯାତନାର ଶିକାର

ପାଟଣା,୧୦।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଟଭାସରୁଆ ଗ୍ରାମର ୪ଜଣ ଯୁବକ ୩ ଜଣ ଦଲାଲଙ୍କ ଜରଆରେ ଦିଲ୍ଲୀ ଯାଇ ପରେ ରାଜସ୍ଥାନର ଆଇସ୍କ୍ରିମ ଫ୍ୟାକ୍ଟ୍ରିରେ ଦାଦନ ଖଟିିବା ବେଳେ ନିର୍ଯାତନାର ଶିକାର ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ନୋ-ଏଣ୍ଟ୍ରି ଜୋନ୍‌ରେ ଅବାଧ ପ୍ରବେଶ:ଭାରିଯାନକୁ ଅଟକ ରଖିଲେ ଲୋକେ

ବଡବିଲ, ୧୦।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଦେଇ ଭାରିଯାନ ଚଳାଚଳ ଉପରେ ସକାଳ ୬ଟାରୁ ଅପରାହ୍ନ ଗୋଟାଏ ଏବଂ ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ପ୍ରଶାସନ ଅଙ୍କୁଶ ଲଗାଇଥିଲେ ହେଁ ସରକାରୀ କାର୍ଯ୍ୟ ଆଳରେ ଏହି ନୋ-ଏଣ୍ଟ୍ରି ଜୋନରେ ଭାରିଯାନ…

ଟ୍ରାଫିକ ବ୍ୟବସ୍ଥା ସୁଧାର ନେଇ ଜିଲାପାଳଙ୍କ ବୈଠକ

ଯୋଡା,୯।୮(ଡି.ଏନ୍‌.ଏ.): ଯୋଡା ପୌରପାଳିକା ସଭାଗୃହରେ ଜିଲାପାଳ ଆଶିଷ ଠାକ୍‌ରେ ଓ ଚମ୍ପୁଆ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଖଣି କମ୍ପାନୀ ଓ କାରଖାନା ପ୍ରତିନିଧିଙ୍କ ସହିତ ବ୍ୟାପକ ଆଲୋଚନା ହୋଇଥିଲା।…

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ମିଳୁନି ପରିଚୟ, ହତ୍ୟା ସନ୍ଦେହ

ହାଟଡ଼ିହୀ,୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଡ଼ିରୁ ଶୁକ୍ରବାର ଜନୈକା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଦେହର ଅଧିକାଂଶ ଭାଗ ପଚି ଯାଇଥିବାରୁ ତାଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ…

ବିଭିନ୍ନ ଦାବିରେ ଛାତ୍ରୀଛାତ୍ରଙ୍କ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୯।୮(ସ୍ବ.ପ୍ର.): ବିଭିନ୍ନ ଦାବି ନେଇ କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନେ ଦୀର୍ଘ ବର୍ଷ ହେଲା ବିଦ୍ୟୁତ୍‌, ପାଣି, ରାସ୍ତା, ଇଣ୍ଟରନେଟ୍‌ ସେବା, କ୍ୟାଣ୍ଟିନ୍‌, ଖେଳ ପଡ଼ିଆ…

ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା

ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ ମଧ୍ୟକୁ ଆସିଥାଏ। ଏହା ଉପରେ ପାଣି ଚାଲେ। ଲୋକଙ୍କ ସହ ଛାତ୍ରୀଛାତ୍ର ଯାତାୟାତରେ ବହୁ…

ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ

କେନ୍ଦୁଝର , ୯ା୮ (ସ୍ବ.ପ୍ର) – ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍‌ ଅଳ୍ପ କିଛି ମାସ ମଧ୍ୟରେ ବଲାଣିରୁ ଖାଦାନ ଷ୍ଟେଶନରୁ ଚାଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି…

ବର୍ଷାରେ ଜୀବନଜୀବିକା

କେନ୍ଦୁଝର,୯।୮(ସ୍ବ.ପ୍ର.)-କେନ୍ଦୁଝରରେ ଲଗାଣ ବର୍ଷାରେ ରାସ୍ତାଘାଟ, ହାଟବଜାର ଆଦିରେ ବିଭିନ୍ନ ରକମର ଛତୁ ଓ ଚୁନା ମାଛ ଅନେକ ସ୍ଥାନରେ ମିଳୁଛି। ଏହି ପାହାଡି ଇଲାକାରେ ଏହି ସମୟରେ ବିଭିନ୍ନ ପ୍ରକାରର ଛତୁ ଫୁଟିଥାଏ। କେତେକ ଜଙ୍ଗଲରୁ ଛତୁକୁ ସଂଗ୍ରହ କରି ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?