କେନ୍ଦୁଝର

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ ପରେ କିଡ୍‌ନୀ ଓ ହାର୍ଟ ଦାନକରି ଅମର ହୋଇଛନ୍ତି। ମୃତ୍ୟୁ ପରେ ପରିବାର…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫ ଫୁଟ୍‌ ଗାତରେ ପାଇପ୍‌ ଖଞ୍ଜା କାମ ସମୟରେ ମାଟି ଅତଡ଼ା ଖସି ଜଣେ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ ବେଡା ଶାଳ ନିକଟ ପଡ଼ିଆରେ ଶୁକ୍ରବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ ଓ ଅବକାରୀ ବିଭାଗ ନଷ୍ଟ କରାଯାଇଛି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ କରାଯିବା ନେଇ ସେ ଆଶ୍ଚର୍ଯ୍ୟ ପ୍ରକଟ କରିବା ସହ ଆଗକୁ ବିଜେଡିକୁ ଫେରିବାର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା ଡିଷ୍ଟ୍ରିକ୍ଟ ଆଣ୍ଡ ସେଶନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କର ଜାମିନ ଆବେଦନ ନଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦ ରେ ଏକ କାରରେ ସିବିଏସଇ ଦଶମ ପରୀକ୍ଷା ଦେବାକୁ ଯିବା ବେଳେ ରାସ୍ତାରେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ ଲୋକଙ୍କ ବାଡ଼ିକୁ ପରିବା ଖାଇବାକୁ ଆସିଥିବା ଦୁଇଟି ଜଙ୍ଗଲି ବାରହା ଏକ କୂଅରେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ ୯.୩୦ରେ ବନ୍ଧୁକ ଦେଖାଇ ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଜଣେ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର ଖୋଲିବାରେ ଲାଗିଛି । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଜଳକଳଙ୍ଗ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ ବାଳକ ଅନୀଲ ଧନଞ୍ଜୟ ନାଇକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଁର ଅନେକ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?