କେନ୍ଦୁଝର

ଭୂମିହୀନଙ୍କୁ ପଟ୍ଟା ଯୋଜନାରେ ସାମିଲ ଦାବି: ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୫ ନଂ. ଓ୍ବାର୍ଡ ମୁରାବାଲି ମୌଜା ମଝିସାହିର ଭୂମିହୀନ ବସ୍ତିବାସନ୍ଦାଙ୍କୁ ପଟ୍ଟା ଯୋଜନାରେ ସାମିଲ କରିବା ଦାବିରେ ସୋମବାର ସେମାନେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ରବି କୁମାର ମୁର୍ମୁ, ଜଗତ…

ଝାଡେଶ୍ୱର ମହେଶଙ୍କ ପୀଠରେ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼

ଆନନ୍ଦପୁର,୫। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଝାଡ଼େଶ୍ୱର ମନ୍ଦିର ପରିସରରେ ବୋଲଭମ୍‌ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରାବଣ ମାସର ତୃତୀୟ ସୋମବାର କାଉଡ଼ିଆମାନେ ଝାଡ଼େଶ୍ୱର ମହେଶଙ୍କ ନିକଟରେ ଜଳଲାଗି କରିଥିଲେ। ନିଜର ମାନସିକ ପୂରଣ ପାଇଁ କାଉଡ଼ିଆମାନେ ବହୁ ଦୂର…

ମୋବାଇଲ ଟାଓ୍ବାରକୁ ବିରୋଧ: ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ସାହିବାସିନ୍ଦା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଗୁଣ୍ଡିଚାମନ୍ଦିର ନିକଟରେ ଥିବା ଚାରିଘରିଆ ସାହିରେ ମୋବାଇଲ ଟାଓ୍ବାର ବସାଇବାକୁ ବିରୋଧକରି ଅନ୍ତେଃବାସୀ ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୋମବାର ସାକ୍ଷାତକରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁରର ଜନୈକ ବ୍ୟକ୍ତିଙ୍କ ପଟ୍ଟାଭୁକ୍ତ ଜମିରେ ମୋବାଇଲ ଟାଓ୍ବାର ବସାଇବାକୁ…

ନାଳରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ପାଟଣା,୫।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳୀ ପଞ୍ଚାୟତ ଭୁଲୁଦା ଗ୍ରାମ ନିକଟ କୁଣ୍ଡିଆ ନାଳରେ ବୁଡ଼ି ରବିବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଧ୍ରୁବଚରଣ ନାଏକଙ୍କ ପୁଅ ପ୍ରିୟବ୍ରତ(୨୯)। ବିଳମ୍ବିତ ରାତିରେ ପାଟଣା ଅଗ୍ନିଶମ…

ପିଲାଙ୍କ ଖୁସି ମୋ ଜୀବନର ସମ୍ବଳ

ଆନନ୍ଦପୁର,୫।୮(ସ୍ବ.ପ୍ର.): ଏମିତି ବି ମଣିଷ ଥାନ୍ତି। ନିଜଠାରୁ ଅଧିକ ଅସହାୟ ଲୋକ ଏବଂ ପରୋପକାର କଥା ଚିନ୍ତା କରିଥାନ୍ତି। ଆଜି ବି ସମାଜରେ ଭଲ ଲୋକ ଅଛନ୍ତି। ଯେଉଁଥିପାଇଁ ସମଗ୍ର ଅଞ୍ଚଳ ଗର୍ବିତ ଅନୁଭବ କରେ। ସେମିତି ଏକ ଅନନ୍ୟ ମଣିଷ…

ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି : ୯୦ପ୍ରତିଶତ ଜମି ପଡ଼ିଆ

ତେଲକୋଇ, ୫।୮(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ବର୍ଷାର ଅଭାବ ଯୋଗୁଁ ଧାନ କ୍ଷେତ ଫାଟି ଆଁ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ଚାଷୀ ମାନେ ଅପେକ୍ଷାରେ ରହିଛନ୍ତି । ଶ୍ରାବଣ ମାସ…

ଉଠା ସେଚ ପ୍ରକଳ୍ପ ଅଚଳ, ଚାଷୀ ହତାଶ

କେନ୍ଦୁଝର, ୫ା୮(ସ୍ବ.ପ୍ର.) : କେନ୍ଦୁଝର ଜିଲାରେ ଅନିୟମିତତା ବର୍ଷା ଯୋଗୁ ଚଳିତ ବର୍ଷ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ରହିଛନ୍ତି। ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଚାଷୀମାନେ କ୍ଷତିଗ୍ରସ୍ତ ହେବା ଆଶଙ୍କା କରି ମୁଣ୍ଡରେ ହାତ ଦେଇ…

‘ପିଲା ଦିନର ସ୍ବପ୍ନ ବାଟ କଢ଼ାଇଛି’: ନିଆରା ପ୍ରତିଭା ସନ୍ତୋଷ

ଆନନ୍ଦପୁର,୪।୮(ସ୍ବ.ପ୍ର.)-ପିଲା ଦିନୁ ତ୍ଜଣେ ସଫଳ ଚିତ୍ରକର ହେବାକୁ ସେ ଦେଖିଥିଲେ ସ୍ବପ୍ନ। ଗରିବ ପରିବାରରେ ଜନ୍ମ ନେଇଥିବାରୁ ଆର୍ଥିକ ଅନଟନ ସତ୍ତ୍ୱେ ନିରନ୍ତର ସାଧନା ବଳରେ ସେ ନିଜ କଳାପ୍ରତିଭାକୁ ବିକଶିତ କରି ରାଜ୍ୟ ପାଇଁ ସୁନାମ ଆଣିବା ସହ ନିଜର…

ମେଧାବୀ ଛାତ୍ରଙ୍କୁ ନାମଲେଖା ପାଇଁ ମିଳିଲା ସହାୟତା

ଆନନ୍ଦପୁର,୪।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କୃଷ୍ଣ ଚନ୍ଦ୍ର ହେମ୍ବ୍ରମ୍‌ ନାମକ ଜଣେ ମେଧାବୀ ଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ନାମଲେଖା ବାବଦରେ ସହାୟତା ଯୋଗାଇଦେଇଛନ୍ତି। ଜିଲାପାଳଙ୍କ ଏପରି ପଦକ୍ଷେପକୁ ସମ୍ପୃକ୍ତ ଛାତ୍ରଙ୍କ ପରିବାର ଲୋକେ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ଘସିପୁରା…

୩ଘଣ୍ଟା ଟ୍ରାଫିକ ଜାମ୍‌ରେ ଫସିଲା ସ୍କୁଲ ବସ୍‌

ଯୋଡ଼ା, ୪।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ବିଲେଇପଦା, ଯୋଡା, ଭଦ୍ରାସାହି , ବଡବିଲ ରାସ୍ତାରେ ଟ୍ରାଫିକ ଜାମ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି ା ପ୍ରଶାସନିକ ଅବହେଳା ଯୋଗୁ ହି ଟ୍ରାଫିକ ସମସ୍ୟା ସୁଧୁରିବା ପରିବର୍ତ୍ତେ…

ଟ୍ରାଫିକ ଜାମ୍‌ରେ ଫସିଲେ: ସ୍କୁଲ ଯାଇ ନ ପାରି ଫାଣ୍ଡିରେ ବସିଲେ ଛାତ୍ରୀଛାତ୍ର

ଯୋଡ଼ା, ୩।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା, ଯୋଡ଼ା, ଭଦ୍ରାସାହି, ବଡ଼ବିଲ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । ପ୍ରଶାସନର ଅବହେଳା ଯୋଗୁ ଏହି ସମସ୍ୟା ସୁଧୁରିବା ପରିବର୍ତ୍ତେ ଦିନକୁ ଦିନ ବୃଦ୍ଧି ପାଇବାରେ…

ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଶୁକ୍ରବାର କେନ୍ଦୁଝର ଜିଲା ଯୋଡା ଗସ୍ତରେ ଆସି ପୌରପାଳିକାରେ ନିର୍ମାଣଧୀନ ଥିବା କଠିନ ବର୍ଜ୍ୟବସ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?