ମୁରୁସୁଆଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା: କାର୍ଯ୍ୟାନୁଷ୍ଠାନ ଭୟରେ ଆଜି ଖୋଲିଲେ
କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ତାଲା ଗୁରୁବାର ଖୋଲାଯାଇଛି। ପ୍ରଶାସନ ତଥା ପୋଲିସର ତାଗିଦ ପରେ ତାଲା ପକାଇ ଥିବା ବ୍ୟକ୍ତି ଆଜି କେନ୍ଦ୍ରର ତାଲା ଖୋଲିଥିବା ଜଣାପଡ଼ିଛି। ଫଳରେ...
ବାଇକ୍କୁ ବଞ୍ଚାଇବାକୁ ଯାଇ ଗଛରେ ପିଟିହେଲା ଅଟୋ, ୨ ଗୁରୁତର
ପାଟଣା,୧୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମାଧପୁର ନିକଟରେ ଗୁରୁବାର ପୂର୍ବାହ୍ନ ଭାରସାମ୍ୟ ହରାଇ ଏକ ଅଟୋ ରାସ୍ତାକଡ଼ରେ ଥିବା ଏକ ଆକାଶିଆ ଗଛକୁ ଧକ୍କା ଦେବା ଫଳରେ ଅଟୋରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତର...
ମଦୁଆ ଡ୍ରାଇଭରଙ୍କୁ ଅଦାଲତର ଛାଟ: ମାତ୍ର ୨ଦିନ ମଧ୍ୟରେ ରାୟ ପ୍ରକାଶ
ପାଟଣା,୧୮।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ନିହ୍ନୁଆ ନିକଟରେ ଗତ ଡିସେମ୍ବର ୫ତାରିଖ ରାତ୍ରିରେ ଜଣେ ମଦ୍ୟପ ଟ୍ରକ୍ ଚାଳକ ବେପରୁଆ ଭାବେ ଗାଡି ଚାଳନା କରୁଥିବା...
୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ।...
ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ
କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେ ସଦର ଓ ଚମ୍ପୁଆ ନିର୍ବାଚନ...
ଘଟଗାଁ ତାରିଣୀ ମନ୍ଦିରରେ ଅଘଟଣ: ମହିଳାଙ୍କ ଶାଢ଼ିରେ ଲାଗିଲା ଦୀପ ନିଆଁ, ଆଉ ତା’ପରେ…
କେନ୍ଦୁଝର/ଘଟଗାଁ (ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ)୧୫ା୧୨: କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ମନ୍ଦିରରେ ରବିବାର ଅଘଟଣ ଘଟିଛି। ଦୀପଷ୍ଟାଣ୍ଡ୍ରୁ ଜଣେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ମିନାକ୍ଷୀ ବରାଳ ଏବଂ ଘର ଢେଙ୍କାନାଳ...
ସୋଲାର ପ୍ଲେଟ୍ ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସୋଲାର ପ୍ଲେଟ୍
କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଧରଣୀଧର ବିଶବିଦ୍ୟାଳୟ ପାଖରେ ଥିବା ଏକ ସୋଲାର ପ୍ଲେଟ୍ ଗୋଦାମରେ ନିଆଁ ଲାଗି ଯିବାରୁ ବ୍ୟାପକ ନଷ୍ଟ ହୋଇଛି। ଶଟ୍ସର୍କିଟ୍ରୁ ଏହି ଅଗ୍ନକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବାହାରେ ଏକ ଅସ୍ଥାୟୀ ସେଡ୍...
ପାଟଣା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ ୧୪ ସମିତିସଭ୍ୟ
ପାଟଣା,୧୩ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାୟକଙ୍କ ବିରୋଧରେ ଅନାସ୍ଥା ଲାଗି ପ୍ରସ୍ତାବ ଦିଆଯାଇଛି। ଶୁକ୍ରବାର ପାଟଣା ବ୍ଲକର ୧୪ ଜଣ ସମିତି ସଭ୍ୟ ଏକାଠି ହୋଇ କେନ୍ଦୁଝର ଉପଜିଲାପାଳ ଉମାଶଙ୍କର...
ଅଗ୍ରାଧିକାର ଭିତ୍ତିରେ ଲୋଡିଂ ପାଇଁ ଦାବିପତ୍ର ପ୍ରଦାନ କଲେ ଟ୍ରକ୍ମାଲିକ
କେନ୍ଦୁଝର,୧୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣି ପ୍ରଭାବିତ ଅଞ୍ଚଳ ଭାବେ କେନ୍ଦୁଝର ସହର ରହିଛି। ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ଖଣି ମଧ୍ୟ ଭାଗରୁ ୧୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ବଫର ଜୋନ୍ ବିବେଚନା କରାଯାଇଛି। କେନ୍ଦୁଝର...
୨ ଟ୍ରକ ମୁହାଁମୁହିଁ ଧକ୍କା: ଟ୍ରକ ଭିତରେ ୪ଘଣ୍ଟା ହେବ ଫସିଛନ୍ତି ଡ୍ରାଇଭର
ପାଟଣା,୧୩।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବୈତରଣୀ ନଦୀ ପୋଲ ନିକଟରେ ଶୁକ୍ରବାର ଭୋର ରୁ ଦୁଇ ଟ୍ରକ ମୁହାମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏଥିରେ ୩...
ସିଦ୍ଧ ଜଗନ୍ନାଥ ନିକଟରେ ଲାଗି ହେଲା ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ
କେନ୍ଦୁଝର,୧୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ନିକଟ ସିଦ୍ଧମଠଠାରେ ଥିବା ସିଦ୍ଧ ଜଗନ୍ନାଥଙ୍କ ବ୍ୟଞ୍ଜନ ଦାଦଶୀ ପାଳିତ ହୋଇଯାଇଛି। ସିଦ୍ଧ ଜଗନ୍ନାଥଙ୍କୁ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରି ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ ଲାଗି ହୋଇଥିଲା। ଏହାକୁ...
ଘଟଗାଁରେ ଅଘଟଣ: ଭୋଗ ଦୋକାନରେ ଲାଗିଲା ନିଆଁ
କେନ୍ଦୁଝର,୧୧।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ପୀଠରେ ଭୋଗ ଦୋକାନରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ମନ୍ଦିର ବେଢ଼ା ବାହାରେ ରାସ୍ତା କଡ଼ରେ ହଠାତ୍...
Archives


