ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…
ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଅଭିଯୁକ୍ତ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି।…
କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି। କେନ୍ଦୁଝର ସଦର…
ହାଇଓ୍ବାକୁ ପିଟିଲା ଟ୍ରଲର୍; ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର ସମୟରେ ଏକ ଟ୍ରଲର କେନ୍ଦୁଝର ଆଡକୁ ଯାଉଥିବା ସମୟରେ ଏକ ହାଇୱା ପିଚୁ ଅନଲୋଡ…
ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ ଭାବେ କାର୍ଯ୍ୟରତ ରାଜ କିଶୋର ମୁଣ୍ତାଙ୍କ ଶନିବାର ଅରୁଣାଞ୍ଚଳପ୍ରଦେଶ ତାୱାଙ୍ଗଠାରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।…
ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର ପ୍ରକାଶ ପରେ ବନ ବିଭାଗ ତତ୍ପରତା ଦେଖାଇଥିଲା। ଯୁବକ ପାଟଣା ରେଞ୍ଜ ଅନ୍ତର୍ଗତ ଖିରେଇଟାଙ୍ଗିରୀ…
ଘରୁ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍ କରି ବନ୍ଧକ ରଖିଥିଲେ ଅଳଙ୍କାର
ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି। ଅନଲାଇନ ଗେମ୍ ଖେଳିବା ପାଇଁ ପୁଅ ନିଜେ ଘରୁ ଲୁଟ୍ କରି ସୁନା ଅଳଙ୍କାର…
କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା
କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍ଏମ୍ଇ ବିଦ୍ୟାଳୟ ଖେଳ ପଡ଼ିଆରେ…
ଅନ୍ତ୍ୟୋଦୟ ଗୃହ ଯୋଜନା: ପାଟଣା ବ୍ଲକରେ ୧୧୦, ସାହରପଡ଼ା ବ୍ଲକର ୭୩ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ପାଟଣା,୩୦।୩(ବୀରକିଶୋର ଦାଶ ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରୁ ଆଭାସି ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ…
ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ
କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର ଗ୍ରାମର ଦିନ ମଜୁରିଆ ଭାବେ କାମ କରୁଥିବା ‘ଗୁରୁଚରଣ ଜାମୁଡା’ ନାମକ ଯୁବକଙ୍କ ଭାଗ୍ୟ…
ବିକୁଥିଲେ ନକଲି ସିମ୍: ଧରିଲା ପୋଲିସ
ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ପାଟଣା ଥାନା ସାହାରପଡ଼ା ପ୍ରଧାନ ସାହି ଅଞ୍ଚଳର ଧୀରଜ ମହାନ୍ତ…
ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି
ପାଟଣା,୨୭ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ଷ୍ଟାଡିୟମ ନିର୍ମାଣ ଖୁବ୍ ଶୀଘ୍ର ସାରିବା ଦାବିରେ ଗୁରୁବାର ସ୍ଥାନୀୟ ଖେଳାଳି ଓ ବୁଦ୍ଧିଜୀବୀ ବିକ୍ଷୋଭ ପ୍ରଦର୍ଶନ କରି ଷ୍ଟାଡିୟମ ନିର୍ମାଣ ସମ୍ପୂର୍ଣ୍ଣ କରିବାକୁ ଦାବି କରିଛନ୍ତି। ସ୍ଥାନୀୟ ଯୁବକ ଚନ୍ଦ୍ର…
ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ
କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ ଜଙ୍ଗଲ…
Archives


