କେନ୍ଦୁଝର

ଆମ୍ବଗଛରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କେନ୍ଦୁଝର,୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ପୁରୁଯୋଡ଼ା ପଞ୍ଚାୟତର ବେଣାମୁଣ୍ଡା ଗ୍ରାମର ମାଟିଆ ମୁଣ୍ଡା ସାହିରେ ରବିବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଏକ ଆମ୍ବ ଗଛରୁ ପୋଲିସ ଜବତ କରିଛି। ତାଙ୍କ ନାମ ମିଲୁ ପୂର୍ତ୍ତି ବୋଲି...

ଭର୍ଚୁଆଲ ମୋଡ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ, ବଡ଼ବିଲ ରେଳଷ୍ଟେଶନ ପାଇଁ ୧୬ କୋଟି ଟଙ୍କା ବ୍ୟୟ ବରାଦ

ବଡ଼ବିଲ,୬ା୮(ଦେବପ୍ରିୟ ରଣା): ଅମୃତ ଭାରତ ଷ୍ଟେଶନ ଯୋଜନାରେ ଭାରତୀୟ ରେଳବାଇର ୧୩୦୯ଟି ଷ୍ଟେଶନର ପୁନଃ ବିକାଶ ହେବାକୁ ଯାଉଛି। ଏହି ଯୋଜନା ଅଧୀନରେ ଓଡ଼ିଶାର ୫୭ଟି ଷ୍ଟେଶନକୁ ଅନ୍ତର୍ଭୁକ୍ତ ପାଇଁ ଚିହ୍ନଟ ହୋଇଛି। ରବିବାର ପ୍ରଥମ ପର୍ଯ୍ୟାୟରେ ୫୦୮ଟି ଷ୍ଟେଶନର...

ବସ୍‌-ବାଇକ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ପାଟଣା,୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା  ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥ ବାଇପାସ ବାଙ୍କ ନିକଟରେ ରବିବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ଘରୋଇ  ବସ୍‌ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା...

ଖବର ପ୍ରକାଶ ପରେ ଚେତିଲେ, ରାସ୍ତାରେ ବିଛାଗଲା ବଜୁରୀ

କଣ୍ଟିପାଳ,୫ା୮(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର ଚମର୍ଦା ଗାଁର ‘କର୍ଦ୍ଦମାକ୍ତ ରାସ୍ତାରେ ପିଲାମାନେ ସ୍କୁଲ ଯିବା’ ଶୀର୍ଷକ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଏହି କର୍ଦ୍ଦମାକ୍ତ ରାସ୍ତାରେ ବଜୁରୀ...

ଟମାଟୋ କିଣାକୁ ନେଇ ଛୁରାମାଡ଼, ଦୁଇ ଗିରଫ

ଘସିପୁରା/ଆନନ୍ଦପୁର,୫ା୮(ନିରଞ୍ଜନ ସାହୁ/ସନ୍ତୋଷ ରାଉତ): ଘସିପୁରା ଥାନା ବାଲିପାଳ ହାଟ ପଡ଼ିଆରେ ଛୁରାମାଡ଼ ଘଟଣାକୁ ନେଇ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୀତିନ ନାୟକ ଓରଫ ଫୁକୁନ ଓ ହାତୀ ଓରଫ ହରେକୃଷ୍ଣ ନାୟକ।...

ଯାତ୍ରୀବାହୀ ବସ୍‌ ସମୟକୁ ନେଇ ବିବାଦ

ଆନନ୍ଦପୁର,୫। ୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଯାତ୍ରୀବାହୀ ବସ୍‌ ସମୟକୁ ନେଇ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ସମାଧାନ ପାଇଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ...

ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ

କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଫଳରେ ରାସ୍ତାର ଗୋଟିଏ...

ପରୀକ୍ଷାଖାତା ଦେଖାରେ ଅନିୟମିତତା

ଘଟଗାଁ,୪ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ତାରିଣୀ ଠାକୁରାଣୀ ମହାବିଦ୍ୟାଳୟରେ ପରୀକ୍ଷା ଖାତା ଦେଖାରେ ଅନିୟମିତତା ଅଭିଯୋଗ ହୋଇଛି। ଏ ନେଇ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ତରଫରୁ ମହାବିଦ୍ୟାଳୟର +୩ ପରୀକ୍ଷା ଖାତା ମୂଲ୍ୟାଙ୍କନ ଜୋନ୍‌କୁ ପ୍ରତ୍ୟାହାର କରାଯାଇଛି।...

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌ , ଜିଅନ୍ତା ଜଳିଗଲେ ଚାଳକ

କେନ୍ଦୁଝର,୪ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କେନ୍ଦୁଆ ନିକଟରେ ଏଏନ୍‌ ୪୯ରେ ଏକ ଟ୍ରକ୍‌ ପଛରେ ଆଉ ଗୋଟିଏ ଟ୍ରକ୍‌ ପିଟି ହେବାରୁ ଚାଳକ ଜିଅନ୍ତା ଜଳି ଯାଇଛନ୍ତି। ଏନେଇ ସଦରପଡ଼ା ପ୍ରତ୍ୟକ୍ଷଦର୍ଶୀ ଡମ୍ବରୁଧର ମହାନ୍ତଙ୍କ କହିବାନୁଯାୟୀ,...

ପୋଖରୀକୁ ଗାଧୋଇବାକୁ ଯାଇ ଶିଶୁପୁତ୍ରର ଜୀବନ ଗଲା

ପାଟଣା,୪ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ନୂଆଗାଁ ଏତାଙ୍ଗ ସାହିରେ ଘର ପାଖ ପୋଖରୀରେ ଶୁକ୍ରବାର ଜଣେ ୫ ବର୍ଷର ଶିଶୁପୁତ୍ର ମୃତଦେହ ଭାସୁଛି। ନାବାଳକ ଜଣକ ହେଉଛନ୍ତି ଉକ୍ତ ସାହିର ମାଧ ମୁଣ୍ଡାଙ୍କ ପୁଅ...

ବନ୍ୟାପାଣିରେ ଚାଲିଗଲା ଶିଶୁପୁତ୍ରଙ୍କ ଜୀବନ

ହାଟଡିହୀ,୩l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ବନ୍ୟା ପାଣିରେ ବୁଡ଼ି ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋସୋ ଥାନା ସଙ୍ଗମ ଗ୍ରାମ ନାଇକ ସାହିର ଗୋବିନ୍ଦ ନାଇକଙ୍କ ପୁଅ ସତ୍ୟଜିତ(୬ ବର୍ଷ)। ସତ୍ୟଜିତ ସନ୍ଧ୍ୟାରେ ନିକଟସ୍ଥ...

ପୋଲ ଉପରେ ୫ ଫୁଟର ବନ୍ୟାଜଳ, ପାଣିରେ ବୁଡ଼ିଛି ଟ୍ରକ୍‌

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ କେନ୍ଦୁଝର ଜିଲା ବାଂଶପାଳ ସିଂପୁର ବଇଙ୍ଗା ନାଳପୋଲ ଉପରେ ୫ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି। ଅଁରାବ୍ରାହ୍ମଣୀ ନାଳରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ପାଣିରେ ବୁଡ଼ି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri