କେନ୍ଦୁଝର

ଗୁରୁଡ଼ାରୁ ପଞ୍ଜାବ ଯାତ୍ରା

କେନ୍ଦୁଝର,୨୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ଗୁରୁଡ଼ା ଗ୍ରାମର ୧୫ ବର୍ଷୀୟ ଆଶିଷ ପୂର୍ତ୍ତି ହୁଏତ ଭାବି ନ ଥିବେ, ଫୁଟ୍‌ବଲ ତାଙ୍କୁ ଦିନେ ଏତେ ଖ୍ୟାତ କରିଦେବ। ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ଦ୍ୱାରା...

ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇବୋହୂ ମୃତ

ଯୋଡ଼ା/ଚମ୍ପୁଆ,୨୮ା୭(ମାନସ ମହାନ୍ତି/ମହେଶ୍ୱର ଦାଶ): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୁଲ୍ଡୁଙ୍ଗ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଜମିରେ ହିଡ଼ କଟାକୁ କେନ୍ଦ୍ରକରି ସମ୍ପର୍କୀୟ ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇ ବୋହୂଙ୍କ ମୃତ୍ୟୁ ହୋଇଛି। ମୃତକ...

ଟ୍ରକ୍‌ ଚୋରି ଘଟଣାରେ ଗ୍ୟାଙ୍ଗ ସକ୍ରିୟ : ଗିରଫ ଚାଳକ କୋର୍ଟଚାଲାଣ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ସଠିଘର (ଏନ୍‌ଏଚ ୨୦) ନିକଟରୁ ଚୋରି ହୋଇଥିବା ୧୨ ଚକିଆ ଟ୍ରକ ଝାଡ଼ଖଣ୍ଡରୁ ଚମ୍ପୁଆ ପୋଲିସ ଜବତ କରିବା ଘଟଣାରେ ଟାଉନ ଥାନା ପୋଲିସ ଟ୍ରକ୍‌ ଚାଳକଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଛି।...

କାରରେ ଛେଳି ଚୋରି

ଚମ୍ପୁଆ,୨୮ା୭(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବଜାର ମଧ୍ୟରୁ ଛେଳିଚୋରି ଅଭିଯୋଗ ହୋଇଛି। ଘର ଆଗରେ ବନ୍ଧା ହୋଇଥିବା ଛେଳିକୁ ୨ ଯୁବକ କାରରେ ଭର୍ତ୍ତି କରି ନେଇଯାଉଥିବା ବେଳେ ଲୋକଙ୍କ ହାତରେ ଧରାପଡ଼ିଥିଲେ। ଦୁଇ ଅଭିଯୁକ୍ତଙ୍କୁ ଚମ୍ପୁଆ ପୋଲିସରେ...

ଅତ୍ୟାଧୁନିକ ଶୈଳୀରେ ଚାଷକରି ସ୍ବାବଲମ୍ବୀ ହେଉଛନ୍ତି ଚାଷୀ

ଯୋଡ଼ା,୨୮ା୭(ମାନସ ମହାନ୍ତି): କେନ୍ଦୁଝର ଜିଲାର ଖଣି ଅଧ୍ୟୁଷିତ ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌)ର କୃଷିଭିତ୍ତିକ ପଦକ୍ଷେପ ଗତ କିଛି ବର୍ଷ ମଧ୍ୟରେ ଅଞ୍ଚଳର ରୂପାନ୍ତରଣ ଓ ସମୃଦ୍ଧି ଆଣିପାରିଛି। ଠିକ୍‌ ସହାୟତା କିଭଳି ଜଣେ ଚାଷୀଙ୍କୁ ଉଦ୍ୟୋଗୀରେ...

କୀଟନାଶକ ପିଇ ଜୀବନ ହାରିଲେ

ପାଟଣା,୨୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ସରାସକୋଲା ପଞ୍ଚାୟତ ସରାସକୋଲା ଗ୍ରାମ ତୁଳସୀପୁର ସାହିର ଜଣେ ବୃଦ୍ଧ କୀଟନାଶକ ପିଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସାହିର ରତ୍ନାକର ବେହେରା(୭୬)। ସେ ବୁଧବାର ରାତିରେ ବିଷ ପିଇଥିବା...

ପ୍ରାଣୀଧନ ନିରୀକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ଦୁଇ ଗୁରୁତର

ଆନନ୍ଦପୁର,୨୬ା୭(ସନ୍ତୋଷ ରାଉତ): ପ୍ରାଣୀଧନ ନୀରିକ୍ଷକଙ୍କ ଉନ୍ମତ୍ତ କାଣ୍ଡରେ ଦୁଇ ଜଣ ଗୁରୁତର ହୋଇ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକ ଅପରେଶନ ବ୍ଲେଡରେ ଜଣଙ୍କ ବେକକୁ କାଟିଥିବା ବେଳେ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣେ ଯୁବକଙ୍କ...

କେନ୍ଦୁଝର ଜିଲାର ୩ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିଲା ‘ଏନ୍‌କ୍ୟୁଏଏସ୍‌ ପ୍ରମାଣପତ୍ର’

କେନ୍ଦୁଝର,୨୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ତିନୋଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି)କୁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଉନ୍ନତମାନର ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଣ ପାଇଁଏନ୍‌କ୍ୟୁଏଏସ୍‌ (ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡ) ପ୍ରୋଗ୍ରାମ...

ରାଜ୍ୟ କଂଗ୍ରେସ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଆଲୋକଙ୍କୁ ମୟୂରଭଞ୍ଜ, ସଂଗ୍ରାମଙ୍କୁ ବାଲେଶ୍ୱର

କେନ୍ଦୁଝର,୨୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କଂଗ୍ରେସ ଦଳକୁ ତୃଣମୂଳ ସ୍ତରରେ ସଂଗଠନକୁ ଶକ୍ତିଶାଳୀ ଓ କ୍ରିୟାଶୀଳ କରିବା ପାଇଁ ରାଜ୍ୟ କଂଗ୍ରେସ ରଣନୀତି ପ୍ରସ୍ତୁତି କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ରାଜ୍ୟ କଂଗ୍ରେସର ପଦାଧିକାରୀଙ୍କୁ ବିଭିନ୍ନ ଜିଲା ପ୍ରଭାରୀ ଭାବେ...

ପରିବହନକୁ ନେଇ ଯୋଡ଼ା ଟ୍ରକ୍‌ ମାଲିକ ସଂଘକୁ କେନ୍ଦ୍ରର ଚିଠି

ଯୋଡ଼ା,୨୬।୭(ମାନସ ମହାନ୍ତି) କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନରେ ଥିବା ଏକାଧିକ ଖଣିରୁ ଖଣିଜ ପରିବହନ ଟ୍ରକ୍‌ ଜରିଆରେ ହୋଇଥାଏ। ଅଞ୍ଚଳରେ ବଡ଼ବିଲ, ଯୋଡା, କାଳିମାଟି, ଗୁଆଲି, ଭଦ୍ରାସାହି ସମେତ କେନ୍ଦୁଝରରେ ମଧ୍ୟ ଟ୍ରକ୍‌ ମାଲିକ ମାନଙ୍କର ସଂଘ...

ଖାଦ୍ୟ ସୁରକ୍ଷା ଯୋଜନାରୁ ମୃତକଙ୍କ ନାଁ କାଟିବାକୁ ନିର୍ଦ୍ଦେଶ

କେନ୍ଦୁଝର,୨୬।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନିକାନ୍ତ ସାହୁ ମଙ୍ଗଳବାର କେନ୍ଦୁଝର ଜିଲା ଦିନିକିଆ ଗସ୍ତ କରିଛନ୍ତି। ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ...

ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) ): ମଙ୍ଗଳବାର ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଅବନିକାନ୍ତ ସାହୁ କେନ୍ଦୁଝର ଜିଲା ରସ୍ତ କରିଛନ୍ତି। ଏଥିପାଇଁ ଅତିରିକ୍ତ ଜିଲ୍ଲାପାଳ ଯଦୁମଣି ମହଲା, ମୁଖ୍ୟ ଉନ୍ନୟନ ଅଧ୍ୟାଜାରୀ ତଥା ନିର୍ବାହୀ ଅଧ୍ୟାକାରୀ ଜିଲ୍ଲା ପରିଷଦ, କେନ୍ଦୁଝର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri