ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତ
ପାଟଣା,୧୭।୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷୀରେଇ ଟାଙ୍ଗିରୀ ସେକ୍ସନ ୪୯ନମ୍ବର ଜାତୀୟ ରାଜପଥ ହାତୀ ବାରୀ ଗ୍ରାମ୍ୟ ଜଙ୍ଗଲରେ ସୋମବାର ରାତିରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଫଳରେ ଆକାଶିଆ ଓ କାଜୁ ଗଛ ଗୁଡ଼ିକ ହୁତୁହୁତୁ ହୋଇ ଜଳିବାରେ ଲାଗିଛି।…
୩ ବର୍ଷର ଶିଶୁର ଅସାଧାରଣ ପ୍ରତିଭା:ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଦେବ୍ୟାଂଶ
ପାଟଣା,୧୭୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଶ୍ରୀ ବିଦ୍ୟା ବାଟିକାରେ ଅଧ୍ୟୟନ କରୁଥିବା ତୁରୁମୁଙ୍ଗା ଗ୍ରାମର ଦେବେଶ ସାହୁ ଏବଂ ରୋଜାଲିନ ବେହେରାଙ୍କ ୩ ବର୍ଷର ପୁତ୍ର ଦେବ୍ୟାଂଶ ସାହୁ (ରେହାନ) ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି।…
ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ
ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍ବ ପରିମିତ ଜମିରେ ହରିହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଜ୍ଞାନ ମିଶନର ମୁଖ୍ୟ ପରମହଂସ…
ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି
ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍ବ ପରିମିତ ଜମିରେ ହରିହରାନନ୍ଦ ଅରଣ୍ୟା…
ପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧି
ପାଟଣା ୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ହୋଲି ପର୍ବ ପାଇଁ ଶନିବାର ଉତ୍ସବମୁଖର ହୋଇଉଠିଛି। ଦିନ ୧୨ଟା ପର୍ଯ୍ୟନ୍ତ ରଙ୍ଗର ପର୍ବ ହୋଲି ପାଇଁ ସର୍ବତ୍ର ଉତ୍ସବ ମୁଖହୋଇପଡ଼ିଛି। ପରସ୍ପର ମଧ୍ୟରେ ଶୁଭେଛା ଆଦାନ…
ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ
କେନ୍ଦୁଝର,୧୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ହୋଲି ଧୁମଧାମରେ ପାଳନ ହୋଇଥିବା ବେଳେ କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣାଘଟିଛି। ଶନିବାର ସକାଳେ ଚମ୍ପୁଆ ଥାନା ରଜିଆ ଛକ ନିକଟରେ ଏକ ଟ୍ରକଧକ୍କାରେ ବାଇକ୍ରେ ଯାଉଥିବା ଗୋଟିଏ ପରିବାରର ତିନି…
ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ
ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାଧା କୃଷ୍ଣଙ୍କ ଦୋଳ ପୂର୍ଣ୍ଣିମା ଓ ହୋଲି ଉତ୍ସବ ସମ୍ପନ୍ନ ହୋଇଛି। ଏହି ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର ,ଶିବ ନାରାୟଣ…
ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି
ହାଟଡିହୀ,୧୪।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ସେବା ସମବାୟ ସମିତିର ମ୍ୟାନେଜମେଣ୍ଟ କମିଟିର ବର୍ତ୍ତମାନ ଅବସ୍ଥା/ସ୍ଥିତାବସ୍ଥା ବଜାୟ ରଖିବାକୁ ଗତ ୫ ମାର୍ଚ୍ଚ ୨୦୨୫ ରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଥିଲେ। ଏଥିସହ ପକ୍ଷଭୁକ୍ତଙ୍କ…
ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ
ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି l କେସ ନଂ ଡବ୍ଲ୍ୟୁପି(ସି)-୬୭୮୧/୨୦୨୫ ଅଟେ l ଉକ୍ତ ମାମଲାରେ ଆରସିଏସ ଓଡିଶା,…
ଜାତୀୟ ରାଜପଥରେ ଜଳିଗଲା ଟ୍ରକ
ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା…
ଲୁହାପଥର ପରିବହନରେ ଅବ୍ୟବସ୍ଥା: ଟ୍ରକ ମାଲିକଙ୍କ ଆନ୍ଦୋଳନ
ପାଟଣା,୧୦।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ କିଛିଦିନ ଧରି ବନ୍ଦ ରହିଥିବରୁ ଓଏମ୍ସିରୁ ଲୁହା ପଥର ପରିବହନ ବନ୍ଦରହିଛି। ଯାହାକୁ ପ୍ରତିବାଦ କରି ପାଟଣା, ତୁରୁମୁଙ୍ଗା, ଷଡ଼ଙ୍ଗୀ, କେନ୍ଦେକପଶି, ଖିରେଇଟାଙ୍ଗିରୀ ଓ ଢେଙ୍କିକୋଟ ଯୋନ୍ର ଗାଡି ମାଲିକମାନେ ଆନ୍ଦୋଳନକୁ…
ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…
ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିରେ ମୋଟ ୭୬ଟି ଲିଖିତ ଅଭିଯୋଗର ଶୁଣାଣି ହୋଇଥିଲା।…
Archives


