କେନ୍ଦୁଝର

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଯାଇନି । ସାପ କାମୁଡାର ଶିକାର ହୋଇ ଯୁବକଙ୍କୁ ଡାକ୍ତର ମୃତ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି ଦେବିପ୍ରସାଦ ମିଶ୍ର ଅନୁମୋଦନ କରିଛନ୍ତି । ପାଟଣା ବ୍ଲକ ବିଜେଡି ସଭାପତି ଭାବେ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ ଧନରାଜ ହାନୁମନ୍ତ ଧାମଧେରଙ୍କ ନିର୍ଦ୍ଦେଶ କ୍ରମ ପାଟଣା ରେଞ୍ଜର ଆର୍ତ୍ତ ତ୍ରାଣ ମିର୍ଦ୍ଧା…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ, କର୍ମୀ ସମ୍ମିଳନୀ, ସଭାସମିତି ଓ ଜନସମ୍ପର୍କ କାର୍ଯ୍ୟକ୍ରମ ହେଉଥିବା ବେଳେ ଦଳୀୟ ସଙ୍ଗଠନକୁ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି। ଦୀପେଶ ଗତ ୬ ବର୍ଷ ଧରି ବେଙ୍ଗାଲୁରୁର ଏକ ବେସରକାରୀ କମ୍ପାନୀରେ ସୁରକ୍ଷାକର୍ମୀ…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୩୨୧/୨୬) ରୁଜୁ କରି ଅଭିଯୁକ୍ତ ସିଙ୍ଗରାୟ ମୁଣ୍ଡା (୨୧)ଙ୍କୁ ଅଟକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ ଛେଳି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଚୋରଙ୍କର ପୋଲିସ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ ନିର୍ବାଚନମଣ୍ଡଳୀରେ ୧୦…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଅନିଲ ଓରଫ ତାପସ ପାତ୍ର। ଏନେଇ ପୋଲିସ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା ରୋପଣ ହୋଇଛି। ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ନୂଆପଡ଼ା ବିଟ ଗ୍ରାମ୍ୟ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି ଭୂଷଣ ପୁହାଣଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ଲକର ୫୦ରୁ ଊର୍ଦ୍ଧ୍ୱ…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ ଜୀବନ ଚାଲିଯିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?