ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ
ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l...
କେନ୍ଦୁଝର ଜିଲା ଏନ୍ଏଚ୍, ଏକ୍ସପ୍ରେସ୍ ୱେ’ରେ ଲାଗିଲା କଟକଣା
କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍ଏଚ୍ ଓ ଏକ୍ସପ୍ରେସ୍ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍ଏଚ୍ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା...
ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍, ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ
ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍ତାର ସଂସ୍ପର୍ଶରେ ଆସି...
ମରିବା ପୂର୍ବରୁ ସାନଭାଇକୁ ବଡ଼ ଭାଇର ଶେଷ ପ୍ରଶ୍ନ, ବାବୁରେ ମୋତେ କି ବିଷ ଦେଇଛୁ କହ…
କେନ୍ଦୁଝର,୨୯।୧୦: ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ହେଲେ ବିଷ ପିଇବା ପରେ ବି ଯନ୍ତ୍ରଣାରେ ଜର୍ଜରିତ ହୋଇ ସାନଭାଇକୁ ଖୋଜୁଥିଲା ବଡ଼ ଭାଇ। ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ...
ଫୁଟ୍ବଲ୍ ଖେଳିଲା ବଣୁଆ ଦନ୍ତା; କିକ୍ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…
କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍ବଲ୍ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍ ଏକ...
ପରକୀୟା ପ୍ରୀତି: ତହସିଲଦାରଙ୍କ ଡ୍ରାଇଭରଙ୍କୁ ଉଲଗ୍ନ କରି ଆଣ୍ଠେଇ ଚଲାଇଲେ
ପାଟଣା,୨୯ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପାଟନାଳୀ ସାହିରେ ପରକୀୟା ପ୍ରୀତିକୁ ନେଇ କଙ୍ଗାରୁ କୋର୍ଟ ହୋଇଛି। ଜଣେ ଯୁବକଙ୍କୁ ଗ୍ରାମବାସୀ ମାଡ଼ ମାରିବା ସହ ଉଲଗ୍ନ କରି ଆଣ୍ଠେଇ ଚଲାଇଥିବା ଜଣାପଡ଼ିଛି। ଘଟଣାର ଭିଡିଓ...
ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍ ଭିତରେ ପୂରାଇ ଛାଡ଼ି ଚାଲିଗଲେ…
ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍ ଭିତରୁ ସୋମବାର ସକାଳୁ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକୁ ଅତି ନିର୍ମମ ଭାବରେ କେହି ବ୍ୟାଗ୍...
ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ
କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ ଆର୍ଲଟ ମଧ୍ୟ କରାଯାଇଛି। ପାଣିପାଗ ପୂର୍ବାନୁମାନ କହୁଛିଯେ, ଶନିବାର ପ୍ରବଳରୁ ଅତି ପ୍ରବଳ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି
ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ...
ବାତ୍ୟା ଦାନାବେଳେ ଆସିଲା ଖୁସି ଖବର
ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା ଏବଂ ଆସନ୍ନ ପ୍ରସବା ୪ ମହିଳାଙ୍କୁ ମିଶାଇ ମୋଟ ୩୯ ଜଣଙ୍କୁ ଅସ୍ଥାୟୀ...
ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କଲେ ମନ୍ତ୍ରୀ, କହିଲେ…
ପାଟଣା,୨୫।୧୦(ବୀରକିଶୋର ଦାଶ): ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପରେ ମଧ୍ୟ ଟଳିନି ବିପଦ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଶରଧାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆ ପ୍ରାଥମିକ ବିଦ୍ୟାଳୟରେ ଚାଲିଥିବା ଅସ୍ଥାୟୀ ବାତ୍ୟା...
ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର
ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର ପୁଣି ଫ୍ଲାଏ ଓଭର ଦବି ଯାଇଛି। ଠିକା ସଂସ୍ଥା ପକ୍ଷରୁ ମରାମତି କରାଯାଉଥିବା...
Archives


