କେନ୍ଦୁଝର

ବଡ଼ବିଲ ବାଇପାସ୍‌ ରିଂରୋଡ୍‌ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି

ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍‌ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍‌ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ...

ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା

ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ...

ଭାଉଜଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଦିଅର ଗିରଫ

ପାଟଣା,୧୮।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ଭାଉଜଙ୍କ ତଣ୍ଟି କାଟି ଜଣେ ଯୁବକ ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ା ସାମାନ୍ୟ ମଦ...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଶିକ୍ଷା ବିଭାଗ...

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ

ଯୋଡ଼ା,୧୬।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଅଁଶେଇକଳା ଗ୍ରାମର ଲବ ମହାକୁଡ଼ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଲବ ଗୁରୁବାର ସନ୍ଧ୍ୟାରେ ଝାଡଖଣ୍ଡ...

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ସଫେଇ ଦିଆଯାଉଛି। ଏହି ଜିଲାର ଆନନ୍ଦପୁର...

ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ଚମ୍ପୁଆ, ୧୬ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ବର୍ଷର ଅଧାରୁ ଅଧିକ ସମୟ ହାତୀ ଉପଦ୍ରବ ଲାଗି ରହୁଛି ା କେତେବେଳେ ଶିମିଳିପାଳ ଅଞ୍ଚଳରୁ ହାତୀପଲ ଚମ୍ପୁଆ ରେଞ୍ଜକୁ ପଶୁଥିବା ବେଳେ ଆଉ କେତେବେଳେ ଝାଡଖଣ୍ଡ ହାତୀପଲ ପଶି ଜଙ୍ଗଲ ଆଖପାଖ...

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ କାର୍ଯ୍ୟାଳୟ ସମୁଖରେ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଯୋଡା...

ଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସ

ଝୁମ୍ପୁରା,୧୫।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିଆ ଗ୍ରାମ ଜଙ୍ଗଲ ପାର୍ଶ୍ୱରୁ ଝୁମ୍ପୁରା ଥାନା ପୋଲିସ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହକୁ ଗୁରୁବାର ମାଟିତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକ ହେଲେ ପାଟବିଲା ଗ୍ରାମର ବୁଦ୍ଧଦେବ...

ଆଦିବାସୀଙ୍କୁ ମିଳୁନି ପିଡିଏସ୍‌ ସାମଗ୍ରୀ

ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍‌ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି। ରାଶନ କାର୍ଡ ଥାଇ ମଧ୍ୟ କେତେକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ...

ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଯୋଡ଼ା,୧୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଚକାତଳେ ଚାପି ହୋଇ ହେଲପରଙ୍କ ଜୀବନ ଯାଇଥିବା...

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ...

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ...

ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରତ୍ୟୁଷରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହ...

ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର, ୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରୁଣା ସହର ୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅର୍ଥାତ୍‌ ଛୁଟି ଦିନରେ ଗାଡ଼ି ଯାଞ୍ଚ ଚାଲିଥିଲା। ଏହି ସମୟରେ ଟ୍ରକ୍‌ ଧକ୍କାରେ ଜଣେ ଆର୍‌ଟିଓ କର୍ମଚାରୀ(ଚାଳକ)ଙ୍କ ମୃତ୍ୟୁ...

ହାଟଡିହୀ ବ୍ଲକ ବିଡିଓ ସୁଶାନ୍ତ ବାରିକଙ୍କ ବଦଳି

ହାଟଡିହୀ,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ଅନ୍ୟତ୍ର ବଦଳି ହୋଇଛି। ସୋମବାର ପଞ୍ଚାୟତିରାଜ ବିଭାଗ ତରଫରୁ ଚିଠି ନଂ.୨୦୫୮୪ ଅନୁଯାୟୀ ପ୍ରକାଶିତ ଓଏଏସ୍‌ ବଦଳି ତାଲିକାରୁ ଏହା ଜଣାପଡିଛି । ବିଡିଓ ସୁଶାନ୍ତ କୁମାର ବାରିକ...

ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୩ କୋର୍ଟଚାଲାଣ

ରାଇସୁଆଁ, ୧୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ହେସେଲଘୁଟ ସାହିରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ରବିବାର ରାତିରେ ୩ ଜଣଙ୍କୁ ଗିରଫକରି ସୋମବାର କୋର୍ଟଚାଲାଣ କରିଛି।...

ଟୁକୁଣାରେ ରାସ ପଞ୍ଚକ ଉତ୍ସବ: ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଆନନ୍ଦପୁର,୧୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୁକୁଣା ଗ୍ରାମରେ ରାସ ପଞ୍ଚକ ଉତ୍ସବ ଧୁମ୍‌ଧାମ୍‌ରେ ପାଳିତ ହେଉଛି। ରାସ କମିଟିର ସଭାପତି ଅଜୟ ମିଶ୍ର ଓ ସମ୍ପାଦକ ଦିଲୀପ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଧାକୃଷ୍ଣଙ୍କ ମୃଣ୍ମୟୀ ପ୍ରତୀମା ଯଥାବିଧି...