କେନ୍ଦୁଝର

ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ  ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ ହୋଇ ପଡ଼ିଥିବା ପରିବେଶ ଥଣ୍ଡା ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର…

ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୨୦।୨: କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଅଦିନିଆ କାଳବୈଶାଖୀରେ ଉଜୁଡିଗଲା ଚାଷ ଜମି। ସ୍ଥିତି ଅନୁଧ୍ୟାନ କରିଛନ୍ତି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି। ଗୁରୁବାର କେନ୍ଦୁଝର ସଦର ବ୍ଲକ ଅର୍ନ୍ତଗତ ବାଉରିପଦା ପଞ୍ଚାୟତ, ଶକିଂରି…

ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫…

୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବର୍ନିମିତ ଆଶ୍ରମକୁ ଶନିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲ କେନ୍ଦୁଝର କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମକୁମାରୀ…

ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…

ପାଟଣା,୧୯।୨(ବୀର କିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ଗାଁ ଭିତରକୁ ଖାଦ୍ୟ ଅନେୱଷଣରେ ଆସିଥିବା ଏକ ମାଈ ହରିଣକୁ ବୁଧବାର ବନ ବିଭାଗ ଉଦ୍ଧାର କରିଛି। ପରେ ହରିଣଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡଦିଆଯାଇଛି। ସୂଚନା…

Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଆଗରେ ଧରାପଡିଯାଇଛନ୍ତି। ଜମିଜମା ମାମଲାରେ ଡେପୁଟି କଲେକ୍ଟର ଟଙ୍କା ନେଉଥିଲେ ବୋଲି ଜଣାପଡିଛି। ସୂଚନାନୁସାରେ,…

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ମୋଟ ୩୦ଲିଟର ବେଆଇନ ମହୁଲି ମଦକୁ ଜବତ କରିଛି।…

ବରିଷ୍ଠ ନାଗରିକ ହଡ଼ା ବଳଦ ନୁହଁନ୍ତି, ସମାଜ ଗଠନର କର୍ଣ୍ଣଧାରକ:ଆଇପିଏସ ରାକେଶ

ହାଟଡିହୀ,୧୮l୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବରିଷ୍ଠ ନାଗରିକ ପରିଷଦର କାର୍ଯ୍ୟକର୍ତ୍ତାଙ୍କୁ ନେଇ ମଙ୍ଗଳବାର ନନ୍ଦିପଦା ଥାନା ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ ହାଟଡିହୀ ହାଇସ୍କୁଲ ଠାରେ ମଙ୍ଗଳବାର ଆୟୋଜିତ ବୈଠକରେ ସମ୍ପ୍ରତ୍ତି ସମାଜରେ ବିଭିନ୍ନ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ବାବଦରେ…

ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗସ୍ତ: ୩ ମାଫିଆ ଗିରଫ

ପାଟଣା,୧୮।୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ତରୁମୁଙ୍ଗା ଥାନା ପୋଲିସ ମଙ୍ଗଳବାର ୩ ଗୋରୁ ମାଫିଆଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ଉତ୍ତର ପ୍ରଦେଶ ମୁଜାଫର୍‌ ନଗର ଜିଲାର ଏମ ଡି ମହାସିନ। ପଞ୍ଜାବ ରାଜ୍ୟ ତ୍ରନ ତରଙ୍ଗ…

ମେଗା ପାନୀୟ ଜଳ ପ୍ରକଳ୍ପ ସୁରକ୍ଷା କର୍ମୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଆନନ୍ଦପୁର,୧୭l୨(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ପୌରପରିଷଦ ୨ ନମ୍ବର ୱାର୍ଡ ପଦ୍ମପୁର ଗାଁର ଶୁକଦେବ ସାହୁ ସ୍ଥାନୀୟ ମେଗା ପାନୀୟ ଜଳପ୍ରକଳ୍ପ ରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟରତ ଥିଲେ। ତେବେ ଗତ ରବିବାର ସନ୍ଧ୍ୟାରୁ…

ବଦଳିଲେ ପାଟଣା ତହସିଲଦାର, ଆସିଲେ କୌସିକ ପଟ୍ଟନାୟକ

ପାଟଣା,୧୫।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲଦାର ଲୀଳାବତି ନାୟକଙ୍କ ଶନିବାର ବାଲେଶ୍ୱରକୁ ଡେପୁଟି କଲେକ୍ଟର ଭାବେ ବଦଳି ହୋଇଛି। ସେହିଭଳି ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଶଙ୍କର ପାଟଣା ତହସିଲକୁ ତହସିଲଦାର ଭାବେ ବଦଳି ହୋଇଛି। ସୂଚନା ଯେ ପାଟଣା…

ଆସ୍ଥା ଭୋଟ୍‌ରେ ହାରିଲେ ପାଟଣା ବ୍ଲକ ଅଧ୍ୟକ୍ଷା, ନୂତନ ଅଧ୍ୟକ୍ଷା ହେଲେ…

ପାଟଣା,୧୪ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଗତ ଜାନୁଆରୀ ୪ରେ ଆଗତ ଅନାସ୍ଥା ପ୍ରସ୍ତାବ ନେଇ ବ୍ଲକ ସଭାଗୃହରେ ମତଦାନ ହୋଇଥିଲା। ମୋଟ୍‌ ୩୪ଜଣ ସଭ୍ୟାସଭ୍ୟ ମତଦାନ କରିଥିଲେ। ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri