ମୁଖ୍ୟମନ୍ତ୍ରୀଙ୍କ ଭାଷଣବେଳେ ଉଠିଗଲେ ଲୋକେ: ରାଜନୈତିକ ବାତାବରଣ ଉଷ୍ମ
ହାଟଡ଼ିହୀ, ୭l୨(ଶୁଭକାନ୍ତ ନାୟକ):ରାଜ୍ୟ ସରକାରଙ୍କ ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ପରିସରରେ ବୁଧବାର ଅନୁଷ୍ଠିତ ହୋଇଥିଲା। ବିଡିଓ ରଞ୍ଜନ କୁମାର ପରିଡ଼ା, ବ୍ଲକ୍ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଏମ୍ପି ପ୍ରତିନିଧି ଜ୍ଞାନ ରଞ୍ଜନ ସାମନ୍ତ…
Kendujhar: କଷ୍ଟ ସହି ନ ପାରି ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରୋଗୀ
ଆନନ୍ଦପୁର,୬।୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡାଇଲେସିସ କଷ୍ଟ ସହି ନ ପାରି ଜଣେ ରୋଗୀ ମେଡିକାଲ ଛାତ ଉପରୁ ଡେଇଁ ଜୀବନ ହାରିଛନ୍ତି। ମିଳିଥିବା ସୂଚନା ମୁତାବକ,…
ବିଭିନ୍ନ ଦାବି ନେଇ ସ୍କୁଲ ଗେଟ୍ରେ ତାଲା: ଧାରଣାରେ ବସିଲେ ଛାତ୍ରୀଛାତ୍ର
ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହରପଡା ବ୍ଲକ କୁଣ୍ଡଳା ପଞ୍ଚାୟତ ମୁଖ୍ୟାଳୟ ଏମ କେ(ମିରିଖୋଜୀ କୁଣ୍ଡଳାଉଚ୍ଚ ବିଦ୍ୟାଳୟ) ହାଇସ୍କୁଲ କୁଣ୍ଡଳା ଗେଟ ସମ୍ମୁଖରେ ଗୁରୁବାର ସକାଳୁ ନବମ ଦଶମ ଶ୍ରେଣୀର ୬୮ ଛାତ୍ରୀଛାତ୍ର ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି।…
ପଞ୍ଚାୟତରୁ ନଳକୂପ ମରାମତି କ୍ଷମତା କାଢି ନେବାରୁ ଆପତ୍ତି ଉଠାଇଲେ ସରପଞ୍ଚ
ପାଟଣା,୬।୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ପିଆରଆଇ ମେମ୍ବରମାନଙ୍କୁ ନେଇ ବର୍ଷ ୨୦୨୫ ନିମନ୍ତେ ସ୍ବତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଛି। ତେବେ ୨୦ଟି ପଞ୍ଚାୟତର ପାନୀୟ ଜଳ ବ୍ୟବସ୍ଥାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ…
‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାରୁ ସୁଫଳ ପାଇବ ପାଟଣା ନିର୍ବାଚନ ମଣ୍ଡଳୀ: ବିଧାୟକ
ପାଟଣା,୫।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦଘାଟନୀ ସମାରୋହ ଭିଡିଓ କନଫରେନି୍ସଂ ମାଧ୍ୟମରେ ପ୍ରଦର୍ଶିତ ହୋଇଥିଲା।…
ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ଅନାସ୍ଥାପ୍ରସ୍ତାବ: ୧୪ରେ ଭୋଟ ଗଣତି
ପାଟଣା,୩।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଜାନୁଆରୀ ୪ ତାରିଖରରେ ଅନାସ୍ଥା ପ୍ରସ୍ତାବପାଇଁ ବ୍ଲକ ସଭାଗୃହରେ ଭୋଟ ହୋଇଥିଲା। ୩୫ଜଣ ସଭ୍ୟ ଭୋଟ କେନ୍ଦ୍ରକୁ ଆସିଥିବା ବେଳେ ୩୪ ଜଣ ବୋଟ ଦେଇଥିଲେ।…
କାର୍ଯ୍ୟରେ ଯୋଗଦେଲେ କେନ୍ଦୁଝର ଅତିରିକ୍ତ ଜିଲାପାଳ
କେନ୍ଦୁଝର,୩।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ ସୋମବାର ପୂର୍ବାହ୍ନରେ କେନ୍ଦୁଝରର ଅତିରିକ୍ତ ଜଲାପାଳ (ରାଜସ୍ବ) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ପ୍ରଧାନ କେନ୍ଦ୍ରାପଡ଼ା ଉପଜିଲାପାଳ ଭାବେ ଦକ୍ଷତାର ସହ…
ବଣିଆପାଟ ଶିଶୁମନ୍ଦିରରେ ସରସ୍ଵତୀ ପୂଜା ଓ ମାତୃସମ୍ମିଳନୀ
କେନ୍ଦୁଝର ୨ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କଲେଜ ରୋଡ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ମା’ ବାଗଦେବୀଙ୍କ ପୂଜା ସହିତ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ମା’ ସରସ୍ଵତୀଙ୍କ ପୂଜା କରିଥିବା ବେଳେ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ
କେନ୍ଦୁଝର,୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଶିବନାରାୟଣପୁରଗୋଡ଼ା ଗ୍ରାମର ପ୍ରଧାନଶିକ୍ଷକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ପ୍ରକାଶ ଯେ, ଉକ୍ତ ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ କରିଥିବା…
ତାତିଲା ଭାଜପା: ସୋନିଆ ରାହୁଲଙ୍କ କୁଶପୁତ୍ତଳିକା କଲା ଦାହ
ପାଟଣା,୨ା୨(ବୀରକିଶୋର ଦାଶ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଭାଜପା ପକ୍ଷରୁ କଡ଼ା ସମାଲୋଚନା କରାଯିବା ସହ ଏହାର ପ୍ରତିବାଦରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ…
ଘର ଭିତରେ ପଶି ୨ ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
ପାଟଣା,୨ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ତରଣୀସେନ ପାତ୍ରଙ୍କ ଘର ପରିସରରେରେ ଥିବା ବୁଲେଟ୍ ଓ ବାଇକ୍କୁ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜାଳି ଦେଇଛନ୍ତି। ଏକ ବଡ଼ଧରଣର ଅଘଟଣରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି…
ଟାଓ୍ବାରରୁ ଚୋରି କରୁଥିଲେ କେବୁଲ ତାର, ଲାଗିଲା କରେଣ୍ଟ, ଆଉ ତା’ପରେ…
ପାଟଣା,୨ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଏୟାରଟେଲ୍ ଟାଓ୍ବାରରୁ ଶନିବାର ବିଳମ୍ବିତ ରାତିରେ କେବୁଲ ତାର ଚୋରି କରିବାକୁ ଆସି ବିଦ୍ୟୁତ୍ ସଂସ୍ପର୍ଶରେ ଜଣେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତରଙ୍କ ପରିଚୟ ମିଳି ପାରି…
Archives


