କେନ୍ଦୁଝର

ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ: ଜିଲା ସ୍ତରକୁ ଉନ୍ନୀତ ହେଲେ ୭ କୃତୀ ପ୍ରତିଭା

ପାଟଣା,୧୯।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନାପଶି ପଞ୍ଚାୟତ ସ୍ଥିତ ଯମୁନାପଶି ବିଶେଇପାଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୁଧବାର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ ବ୍ଲକ ଅଞ୍ଚଳର ବିଭିନ୍ନ…

ମଦ ବ୍ୟବସାୟୀଙ୍କଠାରୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବକାରୀ ଅଧିକ୍ଷକ-ଏଏସ୍‌ଆଇ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମଦ ବିକ୍ରେତାଙ୍କଠାରୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ଭିଜିଲାନ୍ସ। ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ ଥିବା ଅଧିକାରୀ ଆସିଷ୍ଟାଣ୍ଟ…

ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଶକ୍ତ…

ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଗାଡ଼ି ଚକ: ଆଉ ତା’ପରେ ଘଟିଲା…

ପାଟଣା,୧୯।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାର ପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପରମେଶ୍ବର ଶିବ ମନ୍ଦିର ନିକଟରେ ବୁଧବାର ଭୋରରୁ ଅଜଣା ସକାଳୁ ଗାଡି ଧକ୍କାରେ ଜଣେ ୨୯ ବର୍ଷୀୟ ବାଇକ ଆରୋହୀ ମୃତ୍ୟୁ…

ରେଳ ଟ୍ରାକ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୯।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବସନ୍ତପୁର ଏବଂ ସୀତାବିଞ୍ଜ ରେଳ ଷ୍ଟେଶନ ମଧ୍ୟରେ ଟ୍ରେନ୍‌ ଟ୍ରାକ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ରାତିରେ ଟାଟା ବିଶାଖାପାଟଣା ସାପ୍ତାହିକ ଏକ୍ସପ୍ରେସରୁ ଖସି…

୧୨ଘଣ୍ଟିଆ ବନ୍ଦ ଡାକରା: ପାଟଣାରେ ପ୍ରଭାବ

ପାଟଣା,୧୮।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଶ୍ୱହିନ୍ଦୁ ପରିଷଦର ୧୨ ଘଣ୍ଟିଆ କେନ୍ଦୁଝର ଜିଲା ବନ୍ଦ ଡାକରାକୁ ସମର୍ଥନ ଜଣାଇ ମଙ୍ଗଳବାର ସକାଳ ୬ ଟାରୁ ପାଟଣା ବଜାର ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ବିଶ୍ୱ ହିନ୍ଦୁପରିଷଦ, ଆରଏସଏସ ଓ ଭାଜପା…

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ: ଦୋକାନ ବଜାର, ସ୍କୁଲ, କଲେଜ ସହ…

କେନ୍ଦୁଝର,୧୮।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାକୁ ଆସିଫ ଅନବର ଖାନ ନାମକ ଫେରିବାଲା ଶନିବାର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କ୍ଷତାକ୍ତ ଅବସ୍ଥାରେ ପୀଡିତା କେନ୍ଦୁଝର…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କଲେ ଫେରିବାଲା, ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପୀଡ଼ିତା

କେନ୍ଦୁଝର,୧୭ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍‌ ଅନବର ଖାନ୍‌ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା କେନ୍ଦୁଝର…

ଭଗବତ୍‌ ଗୀତା ଆବୃତ୍ତି କରି ପ୍ରଥମ ହେଲେ …

ପାଟଣା,୧୫।୧୧(ବୀର କିଶୋର ଦାଶ): ପ୍ରଜ୍ଞାନ ମିଶନ ତରଫରୁ ସପ୍ତମ ଓଡ଼ିଶା ରାଜ୍ୟ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ମୁଖ୍ୟାଳୟ ସରସ୍ବତୀ ଶିଶୁ ମନ୍ଦିର ସଭା ଗୃହରେ ଅନୁଷ୍ଠିତ ହୋଇଛି । ପ୍ରଜ୍ଞାନ ମିଶନ ଗୀତା ପ୍ରତିଯୋଗିତା ଜିଲା ସଂଯୋଜକ ବିବେକାନନ୍ଦ ଦାଶଙ୍କ…

ନୂଆପଡ଼ା ଓ ବିହାରରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ ମିଠା ବାଣ୍ଟିଲେ ଭାଜପା ନେତା

ପାଟଣା,୧୪।୧୧(ବୀର କିଶୋର ଦାଶ): ନୂଆପଡ଼ା ଉପ ନିର୍ବାଚନ ରେ ଜୟ ଢୋଲକିଆ ବିରାଟ ଭୋଟ ବ୍ୟବଧାନରେ ବିଜୟୀ ହେବାସହ ବିହାର ନିର୍ବାଚନରେ ଭାଜପା ମେଣ୍ଟ ବହୁମତ ପାଇଛି। ଏହାକୁ ନେଇ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାରର ବ୍ଲକ ଛକରେ…

କେନ୍ଦ୍ରାପଡ଼ା ପୋଲିସକୁ କେନ୍ଦୁଝରରେ ଆକ୍ରମଣ: ପୋଲିସଠାରୁ ଅଭିଯୁକ୍ତଙ୍କୁ ଛଡ଼ାଇ ଆଣିଲେ ଦୁର୍ବୃତ୍ତ

ହାଟଡିହୀ,୧୪ା୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଞ୍ଚଳକୁ ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଧରି କେନ୍ଦ୍ରାପଡ଼ା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଯାଉଥିବାବେଳେ ପ୍ରାୟ ୨୦ ଜଣ ଦୁର୍ବୃତ୍ତ ପୋଲିସକୁ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ଆଣିଛନ୍ତି। ଏନେଇ ଥାନାରେ…

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ ବାପାଙ୍କ ମୃତ୍ୟୁ ଘଟିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତ ବାପାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?