ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…
ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ ନଦୀର ଚଢେଇକୁଦୁର ଘାଟରେ ପକ୍ଷୀ ଗଣନା କାର୍ଯ୍ୟରେ ୨ଟି ଟିମ୍ରେ ୧୦ ଜଣ କର୍ମଚାରୀ…
ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍ଅପ୍ ଭ୍ୟାନ୍: ଆଉ ତା’ପରେ…
ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି ଗ୍ରାମର ରବୀନ୍ଦ୍ର ରଣା (୫୬)ତାଙ୍କ ଭାଣିଜୀକୁ ବାଇକରେ ଧରି ବିରିଡିହା ବଜାରକୁ ଯାଇଥିଲେ l…
ଜିଲା ପରିଷଦ ସଦସ୍ୟ-ସରପଞ୍ଚ ମୁହାଁମୁହିଁ, ଥାନାରେ ମାମଲା
ହାଟଡ଼ିହୀ/ଛେନାପଦି,୧୮ା୧(ଶୁଭକାନ୍ତ ନାୟକ/ ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ବିଧାୟକ ଭାବେ ଗଡ଼ ଦଖଲ କରିଛନ୍ତି। ହେଲେ ନିର୍ବାଚନମଣ୍ଡଳୀରେ ଏବେ ଦଳୀୟ କନ୍ଦଳ ବଢ଼ିବାରେ ଲାଗିଛି। ବିଜେଡି ସମର୍ଥିତ ଜନ ପ୍ରତିନିଧିଙ୍କ ମଧ୍ୟରେ ମତଭେଦ ଦେଖିବାକୁ…
ଭୟଙ୍କର ଅଗ୍ନିକାଣ୍ଡ: ୨ ପରିବାରର ଘର ଜଳି ପୋଡ଼ି ଛାରଖାର
କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ଶ୍ରୀ ବଳଦେବଜୀଉ ମନ୍ଦିର ନିକଟରେ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭/୮ ଟି ଘର ଜଳି ପୋଡ଼ି ଛାରଖାର ହୋଇଯାଇଛି। ସା ପ୍ରାୟ ୭.୩୦ରେ ପ୍ରଥମେ ଗଣେଶ୍ୱର ମହାରଣାଙ୍କ ଘରେ କେହି…
ଦିନ ଦ୍ବିପହରରେ ଏସ୍ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍
କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଜଣେ ଦୋକାନୀ ପାଖରୁ ସିସିଟିଭି ଫୁଟେଜ ନେଇଛି। ଠିକ୍…
ପରକିଆ ପ୍ରୀତି: ରାତିରେ ଘରୁ ଆସିଥିଲେ ସକାଳୁ ମିଳିଲା ଟାଙ୍ଗିଆରେ ହଣା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ
କେନ୍ଦୁଝର,୧।୧୪:(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପାଣୁପଶି ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ମୃତକହେଲେ ପାଣୁପଶି ଗ୍ରାମର ସୁବ୍ରତ ମହାକୁଡ। ଘଟଣାସ୍ଥଳରେ ଘଟଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…
ବୈତରଣୀରେ ୭ଥର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ
ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି …
ଆଜି ବୈତରଣୀରେ ମକରବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୧୪/୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):କେନ୍ଦୁଝର ମାଟିର ସନ୍ତାନ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମକର ସଂକ୍ରାନ୍ତି ଅବସରରେ ୩ ଦିନିଆ କେନ୍ଦୁଝର ଗସ୍ତରେ ମଙ୍ଗଳବାରଠାରୁ ଆସୁଛନ୍ତି। ମକର ସଂକ୍ରାନ୍ତି ଅବସରରେ ସେ ବୈତରଣୀ ନଦୀରେ ମକର ବୁଡ ଦେବା…
ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ
ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ ପ୍ରବାହିତ ପୁଣ୍ୟତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇବେ। ଏହାପରେ ପ୍ରଥମେ ପାଟଣା ବୈତରଣୀ…
ସକାଳୁ ସକାଳୁ କେନ୍ଦୁଝରରେ ଘନ କୁହୁଡ଼ି: ଯାତାୟାତ ବ୍ୟାହତ
କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶନିବାର ଘନ କୁହୁଡ଼ି ଦେଖାଯାଇଛି। ଘନ କୁହୁଡ଼ି ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଯାତାୟାତ ବ୍ୟାହତ ହୋଇଥିଲା। ସକାଳ ପ୍ରାୟ ୫ ଟାରୁ କୁହୁଡି ଚାରିଆଡ଼େ ବ୍ୟାପିଥିଲା। ଫଳରେ କେନ୍ଦୁଝର ମୁଖ୍ୟାଳୟ…
ଛେଳି ଚରାଇବାକୁ ଯାଇଥିବାବେଳେ ହାତୀ ହାବୁଡରେ ପଡିଗଲେ ମହିଳା
କେନ୍ଦୁଝର,୧୧।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଗୟଳ ମୁଣ୍ଡା ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ହେଉଛନ୍ତି ସୁକୁରି ଜୁଆଙ୍ଗ(୫୩)। ସେ ଗତକାଲି ଅପରାହ୍ନରେ ବାରବାଙ୍କ ସଂରକ୍ଷିତ ଜଙ୍ଗଲରେ ଛେଳି…
କାମକୁ ଯାଉଥିବାବେଳେ ଫାର୍ମାସିଷ୍ଟଙ୍କୁ ଚାପିଦେଲା ଟ୍ରକ
କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ ଥିବା ରାଜେଶଙ୍କ ଶନିବାର ଏକ ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସେ ଆଜି ସକାଳୁ ବାଂଶପାଳକୁ ବାଇକରେ ଡିୟୁଟି ଯାଉଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ…
Archives


