୧ରୁ ଲାଗୁହେବ ଫାଷ୍ଟ ଟ୍ୟାଗ୍ ଆଇନ
କେନ୍ଦୁଝର ୨୩।୧୧ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ନୂତନ ଆଇନ ଅନୁଯାୟୀ ପ୍ରତ୍ୟେକ ଗାଡିରେ ଫାଷ୍ଟ ଟ୍ୟାଗ୍ (ଚିପସ) ନ ଲଗାଇଲେ ଟୋଲ ଗେଟ୍ରେ ଦୁଇଗୁଣ ଜରିମାନା ଆଦାୟ କରାଯିବ। ଏହି ବ୍ୟବସ୍ଥା ଡିସେମ୍ବର ୧ରୁ ଲାଗୁ ହେବାକୁ ଯାଉଛି ।...
ଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
କେନ୍ଦୁଝର,୨୨।୧୧( ସ୍ବ.ପ୍ର.): ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ମାନ୍ଦାବସ୍ଥା ଓ ସରକାରୀ ତଥା ବେସରକାରୀ କ୍ଷେତ୍ରରେ ବେରୋଜଗରୀ ସମସ୍ୟା ଆଦି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା ଦିଆଯାଇଛି।...
ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ
ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା ଅଭିଯୋଗରେ ଗତ ୧୮ ତାରିଖ ସାରେ ପୋଲିସ ସୁରେଶଙ୍କୁ ଗିରଫ କରିଥିଲା। ତାଙ୍କ...
ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ
କେନ୍ଦୁଝର,୨୧।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ମସିଣାଯୋଡ଼ି ଏଜୁକେଶନାଲ କମ୍ପ୍ଲେକ୍ସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପଦ୍ମା ଜୁଆଙ୍ଗଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହଷ୍ଟେଲରେ ରହି ପଢୁଥିବା ପଦ୍ମାଙ୍କ ୍ଚିକିତ୍ସାରେ ଅବହେଳାରୁ ମୃତ୍ୟୁ ଘଟିଥିବା ପରିବାର ଲୋକେ...
ପାଓ୍ବାର୍ଟିଲର୍ ଦୁର୍ଘଟଣାରେ ଚାଷୀ ଗୁରୁତର
ଆନନ୍ଦପୁର/ହାଟଡିହୀ,୨୦।୧୧(ସ୍ବ.ପ୍ର./ଡି.ଏନ୍.ଏ.): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବନାରାୟଣପୁରଠାରେ ପାଓ୍ବାର୍ଟିଲର୍ ଦୁର୍ଘଟଣାଗ୍ରସ୍ତ ହୋଇ ବିଜୟ ଘଡ଼େଇ ନାମକ ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବିଜୟଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ...
ଘରେ ଏକୁଟିଆ ପାଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତକୁ ଗିରଫ କଲା ଦୈତାରୀ ଥାନା ପୋଲିସ
କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ ଆଧାରରେ ସିକନଙ୍କୁ ଗିରଫ କରି ଡାକ୍ତରୀ ମାଇନା ପାଇଁ ପଠାଇଥିବା ଜଣାପଡ଼ିଛି। ଉକ୍ତ...
ଓଲଟିଲା ଆଳୁ ବୋଝେଇ ଟ୍ରକ୍
ପାଟଣା, ୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ହାତୀବାରି ନିକଟରେ ଏକ ୧୪ ଚକିଆ ଆଳୁ ବୋଝେଇ ଟ୍ରକ୍ ବୁଧବାର ଭୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟ୍ରକ୍ ଚାଳକ ଓ ଖଲାସି...
ପିଡିଏସ୍ ସାମଗ୍ରୀ ହରିଲୁଟ୍ ନେଇ ଅଭିଯୋଗ କଲେ ହିତାଧିକାରୀ
ଯୋଡ଼ା, ୨୦।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବାଲାଗୋଡା ପଞ୍ଚାୟତରେ ଗରିବ ହିତାଧିକାରୀଙ୍କଠାରୁ ଟିପ ଚିହ୍ନ ନେଇ ପିଡିଏସ୍ ସାମଗ୍ରୀକୁ ହରିଲୁଟ୍ କରାଯାଉଥିବା ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ସାମଗ୍ରୀ ଓ କିରୋସିନ ବିଭିନ୍ନ...
୨୪ ଘଣ୍ଟା ପରେ ଜେଲରୁ ମୃତଦେହ ଉଦ୍ଧାର: ପରିବାର ଲୋକେ ଥାନାରେ ଦେଲେ ଏତଲା, ଜିଲାପାଳଙ୍କୁ ଦାବିପତ୍ର
କେନ୍ଦୁଝର, ୨୦ା୧୧ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା କରିବାର ୨୪ ଘଣ୍ଟା ପରେ ତାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରାଯାଇଛି। ଏହି ଆତ୍ମହତ୍ୟା ଘଟଣାରେ ସେମାନଙ୍କ ପରିବାରବର୍ଗ ସନ୍ଦେହ ପ୍ରକାଶ କରି ଏହାର...
ଭିଜିଲାନ୍ସ ଜାଲରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି
କେନ୍ଦୁଝର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ଲାଞ୍ଚ ନେଉଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଇନକ୍ରିମେଣ୍ଟ କରାଇଦେବା ପାଇଁ କହି ଉକ୍ତ ବ୍ଲକ ଅଧୀନ ଭଗାନଇ ୟୁପି ସ୍କୁଲର ପ୍ରଧାନଶିକ୍ଷକ ମୁକୁନ୍ଦ...
ଚାଷୀଙ୍କୁ ଦୁଃଖ ଦେଲା ଓସ୍ତପୁରା ଡ୍ୟାମ
ଘସିପୁରା,୧୯।୧୧(ଡି.ଏନ.ଏ.)-ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ ଓସ୍ତପୁରା ଠାରେ ଥିବା କ୍ଷୁଦ୍ର ଜଳସେଚନ ବିଭାଜନର ଡ୍ୟାମ ଏବେ ଅମଳ ପାଇଁ ଚାହିଁ ବସିଥିବା ଚାଷୀଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅମଳ ସମୟରେ ଡ୍ୟାମର ଭଙ୍ଗା ଗେଟ୍ ଦେଇ ତିନୋଟି ମୁଖ୍ୟ...
ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା
କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ପହଞ୍ଚି...
ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ
ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହି ଭଳି ଏକ ଘଟଣା ଦେଖିବାକୁ...
ବେପାରୀଙ୍କ କବ୍ଜାରେ ଚାଷୀଙ୍କ ହଳଦୀପତ୍ର
କେନ୍ଦୁଝର, ୧୯ା୧୧(ସ୍ବ.ପ୍ର.)-ଓଡିଆ ଘରେ ବାର ମାସରେ ତେର ପର୍ବ। ତେର ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ ପିଠା ନିଆରା ା ପ୍ରଥମାଷ୍ଟମୀରେ ଏଣ୍ଡୁରି ପିଠା ଘରେ ଘରେ ହୋଇଥାଏ।...
ମଦ ହେଲା କାଳ: ପୁଅକୁ ଟାଙ୍ଗିଆରେ ହାଣିଲା ନିଶାସକ୍ତ ବାପା
କେନ୍ଦୁଝର, ୧୮ା୧୧(ସ୍ବ.ପ୍ର./ଡି.ଏନ.ଏ.)-ମଦ୍ୟପାନ କରି ହୋସ୍ ହରାଇ ଜଣେ ବାପା ସାମାନ୍ୟ ଘଟଣାକୁ ନେଇ ଟାଙ୍ଗିଆରେ ପୁଅଙ୍କୁ ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସଦରଥାନା ଅନ୍ତର୍ଗତ ଶୁଆକାଠି ନିକଟ ଲୁଣଘର ଗ୍ରାମରେ ଏହି ଅଘଟଣ ରବିବାର ଘଟିଛି। ମୃତକ...
ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ
ଯୋଡ଼ା, ୧୮।୧୧(ଡି.ଏନ୍.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ...
ବଡ଼ବିଲ ବାଇପାସ୍ ରିଂରୋଡ୍ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି
ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ...
ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା
ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ...