କେନ୍ଦୁଝର

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…

ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…

ମହୁଲି ମଦ ଭାଟି ଉପରେ ଚଢ଼ାଉ, ଛତ୍ରଭଙ୍ଗ ଦେଲେ ମାଫିଆ, ବୋଲେରୋ ଜବତ

ପାଟଣା,୫ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ହୀରାପଶି ଗ୍ରାମରେ ବେଆଇନ ଭାବେ ଚାଲି ଥିବା ଦେଶୀ ମଦ ଭାଟି ଉପରେ ରବିବାର ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ମହୁଲି ମଦ ଜବତ କରିବା ସହ ପୋଚକୁ ନଷ୍ଟ…

ହାତୀ ପାଇଁ ପ୍ରସ୍ତୁତ କରୁଥିଲେ ନିଆଁହୁଳା : ସେଇ ନିଆଁରେ ନିଜେ ଜଳିଗଲେ 

ପାଟଣା,୫।୧(ବୀର କିଶୋର ଦାଶ): ହାତୀ ପାଇଁ ନିଆଁହୁଳା ପ୍ରସ୍ତୁତ କରୁଥିଲେ ମହିଳା, ସେଇ ନିଆଁରେ ନିଜେ ପୋଡ଼ିହୋଇ ଜୀବନ ଚାଲିଗଲା। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଲୁଦିପଶି ଗ୍ରାମ ଝାତିପଡ଼ା ସାହିରେ। …

୩ ଦିନ ହେବ ଘରକୁ ଫେରି ନ ଥିଲେ ପୁଅ, ଏବେ ପରିତ୍ୟକ୍ତ କୂଅରୁ ମିଳିଲା…

ଆନନ୍ଦପୁର,୪।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଜବତ ହୋଇଛି । ଆଜକୁ ତିନିଦିନ ହେଲା ସ୍ଥାନୀୟ ବଡପଦନା ଗ୍ରାମର…

ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମତଦାନ: ହାଇକୋର୍ଟ ନିର୍ଦ୍ଦେଶରେ ଫଳାଫଳ ସଂରକ୍ଷିତ

ପାଟଣା,୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଶନିବାର ଅନାସ୍ଥା ପ୍ରସ୍ତାବ ବ୍ଲକ ସଭାଗୃହରେ ଆଗତ ହୋଇଛି । ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଜ୍ଞାତବାସରେ ଥିବା ୩୧ଜଣ ସମିତିସଭ୍ୟ ଓ ସରପଞ୍ଚ…

ମନରେଗା କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ ତେନ୍ତେଳାପଶି ପଞ୍ଚାୟତ ଅଲଣାପଦାରେ ଭାରତ ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ଷାଜଳ ଅମଳ ପ୍ରକଳ୍ପ କାମ ଚାଲୁଅଛି। ଉକ୍ତ ପ୍ରକଳ୍ପରେ ଗ୍ରାମର ଜବ୍‌କାର୍ଡଧାରୀ ଶ୍ରମିକମାନେ କାମ କରି…

ପରକୀୟାପ୍ରୀତି: ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା

କେନ୍ଦୁଝର,୨।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପରକୀୟା ପ୍ରୀତିକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ତୀରମାଡ଼ କରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାଣ୍ଡିଭଙ୍ଗା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା…

କେନ୍ଦୁଝର-ସମ୍ବଲପୁର ଜିଲାପାଳଙ୍କୁ ମାନବାଧିକାର କମିଶନଙ୍କ ନୋଟିସ୍‌

କେନ୍ଦୁଝର,୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଡ୍ୟାମ୍‌ ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କ ସୁରକ୍ଷାକୁ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଓ ସମ୍ବଲପୁର ଜିଲାପାଳଙ୍କୁ ପଦକ୍ଷେପ ଗ୍ରହଣ କରିବାକୁ ଆଦେଶ କରିଛନ୍ତି। ବରିଷ୍ଠ ଆଇନଜୀବୀ ତଥା ମାନବାଧିକର କର୍ମୀ ରାଧାକାନ୍ତ ତ୍ରିପାଠୀଙ୍କ ଏକ…

ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଲେ କେନ୍ଦୁଝର ମାଟିର ପୁଅ ସଞ୍ଜୀବ କୁମାର

କେନ୍ଦୁଝର,୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମାଟିର ପୁଅ ତଥା ସଫଳତାପୂର୍ବକ କେନ୍ଦୁଝର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ବର୍ଷ ଦାୟିତ୍ୱ ସମ୍ପନ୍ନ କରିଥିବା ସଞ୍ଜୀବ କୁମାର ବାରିକ ଓଡ଼ିଶା ସୂଚନା ସେବା କ୍ୟାଡରରେ ଯୁଗ୍ମ ନିର୍ଦ୍ଦେଶକ ଭାବେ…

ବିଧାୟକଙ୍କ ନବବର୍ଷ ଶୁଭେଚ୍ଛା ପୋଷ୍ଟର ଚିରିଦେଲେ ଦୁର୍ବୁତ୍ତ

ପାଟଣା,୧।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ସମ୍ବଳିତ ପୋଷ୍ଟର ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଲାଗିଥିଲା। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଚିରି ଦେଇଛନ୍ତି। ଯାହାକୁ ନେଇ ସ୍ଥାନୀୟ…

ପଥରକୁ ଧରି ସାନକୁଣ୍ଡ ଉପରେ ବିପଦ ପୂର୍ଣ୍ଣ ଭାବେ ଝୁଲି ରହିଥିଲେ ନାବାଳକ, ପରେ ଯାହାହେଲା…

ପାଟଣା,୩୧।୧୨(ବୀରକିଶୋର ଦାଶ): କଥାରେ ଅଛି ରଖେ ହରି ତ ମାରେ କିଏ। ଜଣେ ୧୪ରୁ ୧୫ବର୍ଷର ନାବାଳକଙ୍କୁ ମଙ୍ଗଳବାର ସକାଳୁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭିମକୁଣ୍ଡର ସାନକୁଣ୍ଡ ଉପରୁ ଝୁଲନ୍ତା ଅବସ୍ଥାରେ ସ୍ଥାନୀୟ ଯୁବକମାନେ ଉଦ୍ଧାର କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri