କେନ୍ଦୁଝର

ରାତି ଅଧରେ ବୈତରଣୀ ନଦୀରୁ ଚାଲିଥିଲାବାଲି ଚୋରି: ମାଡ଼ି ବସିଲା ପୋଲିସ

ପାଟଣା,୨୭।୧୦(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ବୈତରଣୀ ନଦୀର ଦୁର୍ଗାଦେଇପୁର ବାଲି ଘାଟରୁ ରବିବାର ବିଳମ୍ବିତ ରାତିରେ ଚୋରା ବାଲି ଉତ୍ତୋଳନ ହେଉଥିବା ବେଳେ ପୋଲିସ ପକ୍ଷରୁ ଚଢାଉ ହୋଇଥିଲା। ଘଟଣାସ୍ଥଳରେ ବେଆଇନ ବାଲି ବୋଝେଇକରି ଚାଲାଣ କରୁଥିବା ଏକ…

ସପ୍ତ ଶକ୍ତି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେଲେ ଆଦର୍ଶ ମହିଳା

ପାଟଣା,୨୭।୧୦( ବୀର କିଶୋର ଦାଶ): ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶା ତରଫରୁ ସୋମବାର ଅପରାହ୍ନରେ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ସ୍ବୀମ ପାଟଣାରେ ସପ୍ତ ଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସୟଂ ସେବକ…

ବିଶ୍ୱବିଦ୍ୟାଳୟ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ପାଟଣା,୨୬।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିଲଦା ଗ୍ରାମର ମେଧାବୀ ଛାତ୍ରୀ ଚନ୍ଦ୍ରିକା ମହାନ୍ତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷ ଭୂତତ୍ୱବିଜ୍ଞାନରେ ଟପର ହୋଇଥିବାରୁ ତାଙ୍କୁ ରବିବାର ଚିଲିଦାରେ ସମ୍ବର୍ଦ୍ଧିତ କରାଯାଇଛି। ସେ ଏରେଣ୍ଡେଇ ପଞ୍ଚାୟତ ହାଇସ୍କୁଲ ବେଗୁନା…

ଟାଙ୍ଗିଆରେ ସ୍ତ୍ରୀକୁ ହାଣି ହତ୍ୟା: ୨୧ ଦିନ ପରେ  ସ୍ବାମୀ ଏବିଡିିଓ ଗିରଫ 

ହାଟଡିହୀ,୨୬।୧୦(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ଗ୍ରାମରେ ୨ ଅକ୍ଟୋବରରେ ଏବିଡ଼ିଓ ଦେବୀ ପ୍ରସାଦ ଜେନା ସ୍ତ୍ରୀ ସୁଦେଷ୍ନା (୪୨ )ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ । ଉକ୍ତ ଘଟଣାରେ ଅଭିଯୁକ୍ତ ଦେବୀ ପ୍ରସାଦ ଫେରାର ଥିବା ବେଳେ…

ଦୁର୍ଘଟଣାକୁ ନେଇ ଖଣ୍ଡା ବୁଲିଲା

ମହାକାଳପଡ଼ା, ୨୬।୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ଥାନା ଅଧୀନ କଣ୍ଟିଲୋ ଛକରେ ଶନିବାର ଅପରାହ୍ନରେ ଏକ ରାସ୍ତା ଦୁର୍ଘଟଣାକୁ ନେଇ ଖଣ୍ଡା ବୁଲିଛି। ତେବେ ଏକ ଜମି କିଣାବିକାକୁ ନେଇ ଏହି ଗଣ୍ଡଗୋଳର ସୂତ୍ରପାତ…

ଟାଙ୍ଗିଆରେ ସ୍ତ୍ରୀକୁ ହାଣି ହତ୍ୟା: ଅଭିଯୁକ୍ତ ଏବିଡ଼ିଓ ଫେରାର

ହାଟଡ଼ିହୀ,୨୫l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଡଅଁର ଗ୍ରାମରେ ଅକ୍ଟୋବର ୨ତାରିଖରେ ଏବିଡିଓ ସ୍ବାମୀ ଦେବୀ ପ୍ରସାଦ ଜେନା ସ୍ତ୍ରୀ ସୁଦେଷ୍ନା (୪୨)ଙ୍କ ବେକକୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଉକ୍ତ ଘଟଣାରେ ଅଭିଯୁକ୍ତ ଦେବୀ ପ୍ରସାଦ ଫେରାର…

ରାତିସାରା ବାଲିଘାଟ ଜଗିଲେ ଗ୍ରାମବାସୀ

ହାଟଡ଼ିହୀ,୨୫।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଆମ୍ବୋ ପଞ୍ଚାୟତ କରଗୋଳା ବୈତରଣୀ ନଦୀ ବାଲିଘାଟରୁ ବାଲି ଚୋରାଚାଲାଣକୁ ନେଇ ପରିସ୍ଥିତି ଦିନକୁ ଦିନ ଜଟିଳ ହେଉଛି। ଶୁକ୍ରବାର ବେଆଇନ ବାଲି ପରିବହନକୁ ବିରୋଧ କରି ସ୍ଥାନୀୟ ଲୋକେ, ଭାଜପା ନେତା…

‘ସୁରଭି ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରେ

ପାଟଣା,୨୪ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ସୁରଭି ୨୦୨୫ କାର୍ଯ୍ୟକ୍ରମ ଶୁକ୍ରବାର ପାଟଣା ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ କମଳାକାନ୍ତ ପତିଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ…

ମା’ ଅନ୍ଧାରୀ ଠାକୁରାଣୀଙ୍କ କବାଟ ଭାଙ୍ଗି ନେଇଗଲେ ରୂପା ମୁକୁଟ

ପାଟଣା,୨୪ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ମା’ ଅନ୍ଧାରୀ ଠାକୁରାଣୀଙ୍କ ମନ୍ଦିର କବାଟ ଭାଙ୍ଗି ଗୁରୁବାର ରାତିରେ ଠାକୁରାଣୀଙ୍କ ରୂପା ମୁକୁଟ ଚୋରି ହୋଇଛି। ଏ ନେଇ ମନ୍ଦିର ପରିଚାଳନା କମିଟିର ସଭାପତି ହୃଦାନନ୍ଦ ମହାପାତ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କରଗୋଳା ଗ୍ରାମବାସୀ, କହିଲେ…

ହାଟଡିହୀ,୨୪l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ମାଫିଆମାନେ ବ୍ୟାପକ ବାଲି ଚୋରା ଚାଲାଣ ହେଉଥିବା ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କରଗୋଳା ଗ୍ରାମବାସୀ ଭେଟି ଘଟଣା ସମ୍ପର୍କରେ ଜଣାଇଛନ୍ତି । ଆନନ୍ଦପୁର…

ଖରାବେଳଟାରେ ନଈ ବାଲିରେ ବସିଲେ ଗ୍ରାମବାସୀ

ହାଟଡିହୀ,୨୪ ।୧୦(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆମ୍ବୋ ପଞ୍ଚାୟତ କରଗୋଳା ବୈତରଣୀ ନଦୀ ବାଲି ଘାଟରୁ ବେଆଇନ ଭାବେ ବାଲି ଉଠାଣକୁ ନେଇ ପରିସ୍ଥିତି ଜଟିଳ ହେବାରେ ଲାଗିଛି । ଶୁକ୍ରବାର ସ୍ଥାନୀୟ ଲୋକ ବେଆଇନ ବାଲି ଉଠାଣକୁ ବିରୋଧ…

ସମବାୟ ବ୍ୟାଙ୍କ ପରିଚାଳନା ସମିତି ସଭାପତି, ସଦସ୍ୟ ନିଲମ୍ବନ ପ୍ରସଙ୍ଗ : ଦାଖଲ ହେଲା…

କେନ୍ଦୁଝର/ହାଟଡିହୀ,୨୪l୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତିର ସଭାପତି ଏବଂ ସମସ୍ତ ସଦସ୍ୟଙ୍କୁ ନିଲମ୍ବନ ଆଦେଶ ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆବେଦନକାରୀ ୨୪ ଅକ୍ଟୋବର ୨୦୨୫ରେ ରାଜ୍ୟ ସମବାୟ ବିଭାଗରେ ଜବାବ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?