କେନ୍ଦୁଝର

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ ଦେଶୀ ମହୁଲି ଓ ବିଦେଶୀ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ମଙ୍ଗଳବାର…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ଆସିବା ପରେ ଚିନ୍ତାରେ ପଡ଼ିଛନ୍ତି ସେମାନେ। କେନ୍ଦୁଝର…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ ଚତୁର୍ଥୀର ଦିନକ ପୂର୍ବରୁ ହାତୀ ଛୁଆର ଏହି ଜନ୍ମକୁ ଶୁଭ ବୋଲି ବିବେଚନା…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର ଭିନ୍ନକ୍ଷମ ପ୍ରମାଣପତ୍ର କରାଇଦେବା ପାଇଁ କେତେକ ଦିବ୍ୟାଙ୍ଗଙ୍କୁ ବାହାରୁ ଆସିଥିବା ଦଲାଲମାନେ ପ୍ରଲୋଭିତ…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି ଭାଜପାରେ ଯୋଗ ଦେଇଛନ୍ତି । ଏମପି ପ୍ରତିନିଧି ହରମୋହନ ଶାସିନୀଙ୍କ ନେତୃତ୍ୱରେ ଭାଜପା…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖାଯାଇଥିବା ୩ ଜଣ ବ୍ୟକ୍ତି ଉଦ୍ଧାର ହୋଇଛନ୍ତି।…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର ଗ୍ରାମବାସୀଙ୍କ ହେଉଥିବା କ୍ଷୟକ୍ଷତି ନେଇ ଶନିବାର ଅପରାହ୍ନରେ ଭୁବନେଶ୍ୱର ଜଳସେଚନ ବିଭାଗର ମୁଖ୍ୟଯନ୍ତ୍ରୀ…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ଆୟୋଜିତ ଏହି ଶିବିରରେ ମୌଳିକ…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ବିଭିନ୍ନ ସରକାରୀ ବ୍ୟାଙ୍କ ଶାଖାରେ ସାଧାରଣ ବ୍ୟାଙ୍କିଙ୍ଗ୍‌ କାର୍ଯ୍ୟ ବନ୍ଦ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ ଉପରେ ମଧ୍ୟ ପଡ଼ିଛି। ଆନନ୍ଦପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖରେ ବ୍ୟାଙ୍କ…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଛନ୍ତି। ଏପରିକି ଉକ୍ତ କୋଠରିରେ ବିଦ୍ୟାଳୟର କାର୍ଯ୍ୟାଳୟ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?