କେନ୍ଦୁଝର

୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ନିତିନ…

ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ ହୋଇଛନ୍ତି।…

ନାବାଳିକାଙ୍କୁ ବଳାତ୍କାର କରି ୯ ମାସର ଗର୍ଭବତୀ କରିଥିଲେ ଯୁବକ, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି କାଞ୍ଜିପାଣି ଥାନା ଅନ୍ତର୍ଗତ ଜନ୍ତାରୀ ଗ୍ରାମ ତଳବାରୁଡ଼ା ସାହିର ଅଭିଯୁକ୍ତ ଦିଲ୍ଲୀପ କୁମାର ମହାକୁଡ଼(୨୧)କୁ ଆଜୀବନ ସଶ୍ରମ କାରାଦଣ୍ଡରେ…

ଖଣି ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଉପରେ ଆକ୍ରମଣ

ଘସିପୁରା,୧ା୧୨: କେନ୍ଦୁଝର ଜିଲା ଖଣି ବିଭାଗ ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ଉପରେ ବାଲି ମାଫିଆଙ୍କ ଆକ୍ରମଣ ଘଟଣା ଚର୍ଚ୍ଚାର ପରିସରକୁ ଆସିଛି। ଏହି ଆକ୍ରମଣରେ ଖଣି ବିଭାଗର କନିଷ୍ଠ ମାଇନିଂ ଅଫିସର ସୁରଜ ହେମ୍ବ୍ରମଙ୍କ ସହିତ ୩ ସୁରକ୍ଷାକର୍ମୀ ଓ ଗାଡ଼ିଚାଳକ ଆହତ…

ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର ସମେତ…

୧୫ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର

ଯୋଡ଼ା,୨୮ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଅଂଶେଇକଳା ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଜଣେ ୧୫ ମାସର ଶିଶୁ କନ୍ୟାକୁ ବଳାତ୍କାର କରାଯାଇଛି। ଶିଶୁ କନ୍ୟାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ଚମ୍ପୁଆ ଓ ପରେ କେନ୍ଦୁଝର…

କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୨୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ଆଜି ସକାଳୁ ସ୍ଥାନୀୟ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢାଉ ଜାରି ରହିଛି ।…

ଓଲଟି ପଡ଼ିଲା ଗୋ’ ଚାଲାଣ ଗାଡ଼ି, ଗୋରୁଙ୍କୁ ନେଇ ଅନ୍ୟତ୍ର ଲୁଚାଇ ରଖିଲେ ମାଫିଆ

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭାଲିଆଡିହା ନିକଟରେ ଏକ ବେଆଇନ ଗୋରୁ ବୋଝେଇ ଗାଡ଼ି ସୋମବାର ସକାଳୁ ଦୁର୍ଘଟଣାଗସ୍ତ ହୋଇ ଓଲଟି ପଡ଼ିଛି। ରାଇ ଡିହା ପାର୍ଶ୍ୱରୁ ଗୋରୁ ବୋଝେଇ ପିକ୍‌ଅପ୍‌ଟି ସାହାରପଡ଼ା ଅଭିମୁଖେ ଯାଉଥିବା ବେଳେ ଭାଲିଆଡିହା…

ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଅନୁଗତ ନିରୁଭାଇ: ଶେଷ ଦର୍ଶନ କରିବାକୁ ଯିବେ ମୋହନ

କେନ୍ଦୁଝର,୨୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜନତା ପାର୍ଟି ନଗର ମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ନିରଞ୍ଜନ ଶତପଥୀ (ନିରୁଭାଇ)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ପାଇଁ କଟକ ଯାଉଥିବା ବେଳେ ବିଳମ୍ବିତ ରାତିରେ ଅଧା ରାସ୍ତାରେ ମୃତ୍ୟୁ…

ଧାରଣାରେ ମହିଳା କଣ୍ଡକ୍ଟର, ମୁଖ୍ୟମନ୍ତ୍ରୀ ବସ୍‌ସେବା ଠପ୍‌

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ବସ୍‌ସେବା ସୋମବାର ସକାଳୁ ଠପ୍‌ ହୋଇଛି। ୩ ଦଫା ଦାବି ନେଇ ପାଟଣା ବ୍ଲକ ଅଞ୍ଚଳର ୫ଟି ମୁଖ୍ୟମନ୍ତ୍ରୀ ବସ୍‌ର ୧୨ ଜଣ ମହିଳା କଣ୍ଡକ୍ଟର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ…

ଓଲଟିଲା କୁକୁଡ଼ା ବୋଝେଇ ପିକଅପ୍‌: ଯିଏ ଯୁଆଡେ ପାଇଲେ ବୋହି ନେଲେ

ପାଟଣା,୨୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ଭୋରରୁ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ ଓଲଟିପଡିଛି। ଅନୁଗୋଳରୁ ଏହି କୁକୁଡ଼ା ବୋଝେଇ ପିକ୍‌ଅପ ଭ୍ୟାନଟି ରାଇରଙ୍ଗପୁରକୁ ଯାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri