କେନ୍ଦୁଝର

ଶୁଦ୍ଧିକ୍ରିୟା ସରିଥିଲା, ୧୫ ବର୍ଷ ପରେ ଫେରିଲେ ପୁଅ

ପାଟଣା,୧୩।୧୧(ବୀର କିଶୋର ଦାଶ): ପୁଅକୁ ଯେତେବେଳେ ୧୪ ବର୍ଷ ହୋଇଥିଲା କେଉଁଆଡ଼େ ପଳାଇଥିଲେ। ଦୀର୍ଘ ବର୍ଷ ଧରି ପୁଅ ନ ଫେରିବାରୁ ପରିବାର ଓ ସମ୍ପର୍କୀୟମାନେ ମୃତ୍ୟୁ ଘଟିଥିବା ଭାବି ଗତ ବର୍ଷ ଶୁଦ୍ଧିକ୍ରିୟା କରିଥିଲେ। ମାତ୍ର ହଜିଯାଇଥିବା ନାବାଳକ ପୁଅ…

କେନ୍ଦୁଝର ସଦର ବ୍ଲକର ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ

କେନ୍ଦୁଝର,୧୧।୧୧(ନରେଶ ପଟ୍ଟନାୟକ): ସୋମବାର ସ୍ଥାନୀୟ ସଦର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ୧୬ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୧୧ ଜଣ ସରପଞ୍ଚ ଲିଖିତ ଭାବେ ଅନସ୍ଥା ଆଣି ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଦୀର୍ଘ ଅଢେଇ ବର୍ଷ ଅତିକ୍ରାନ୍ତ କରିଥିବା…

ମୟୁରଭଞ୍ଜରୁ ଚମ୍ପୁଆ ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୁରଭଞ୍ଜ ଜିଲାରୁ ଏକ ୨୮ ଟିକିଆ ହାତୀପଲ ଆସି କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ପଶିଛନ୍ତି। ହାତୀପଲ ପଦ୍ମପୁର ନିକଟରେ ବୈତରଣୀ ପାର ହୋଇ ଚମ୍ପୁଆ ରେଞ୍ଜ ଜ୍ୟୋତିପୁର ବିଟ୍‌ରେ ପ୍ରବେଶ କରିଛନ୍ତି । ହାତୀପଲ ଆସିବା…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଅପରାଧୀ ହେବେ ସାବାଡ଼: ବୁଲିବ ବାଇକ୍‌ ପିସିଆର୍‌

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝରରେ ବଢୁଛି ଅପରାଧ। ଯେଉଁ ଜାଗାକୁ ପିସିଆର୍‌ ଭ୍ୟାନ୍‌ ଯାଇପାରିବ ନାହିଁ ସେଇଭଳି ଜାଗାରେ ଅପରାଧ ଭିଆଉଛନ୍ତି ଅପରାଧୀ। ଏହାକୁ ଆଖିଆଗରେ ରଖି ସୋମବାର କେନ୍ଦୁଝର ପୋଲିସ ଅପରାଧ ନିୟନ୍ତ୍ରଣ କରିବାକୁ ଏକ ବଡ଼…

ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…

ପାଟଣା,୧୧।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ରାଇଡ଼ିହା ପଞ୍ଚାୟତ ହରିଡ଼ା ଗୋଠ ଗ୍ରାମର ଜଣେ ୮ବର୍ଷର ଶିଶୁ ପୁତ୍ରଙ୍କ ସୋମବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ମୃତ ଶିଶୁ ପୁତ୍ର ଜଣକ ହେଉଛନ୍ତି ଗ୍ରାମର ଶାମ…

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୧୩ ତାରିଖରେ ହେବାକୁ ଥିବା ୪୩ଟି ବିଧାନସଭା ଆସନରୁ ୧୪ଟି ଆସନରେ ଓଡ଼ିଆଙ୍କ ପ୍ରଭାବ…

ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ବିଶ୍ବବିଦ୍ୟାଳୟର କୁଳପତି ଡ. ପ୍ରତାପ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଛନ୍ତି । ଏମ୍‌ପି…

ଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ

କେନ୍ଦୁଝର/ଆନନ୍ଦପୁର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ ସାହୁ): କେନ୍ଦୁଝର ଜିଲା ଘଷିପୁରା ଥାନା ନଦିଆଁ ଗ୍ରାମରେ ରବିବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ଡମ୍ପର ଚଢ଼ାଇ ଜଣେ ବୃଦ୍ଧା ଓ ଜଣେ ମହିଳାଙ୍କୁ ହତ୍ୟା କରିବା ଅଭିଯୋଗ ଘଟଣା ଚର୍ଚ୍ଚାର…

ଅଧାରେ ରହିଲା କଟା ଗଛର ମୂଳ ଗଣତି

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ କାଳିକାପ୍ରସାଦ ବିଟ୍‌ ଅଧୀନସ୍ଥ କୃଷ୍ଣପୁର ସଂରକ୍ଷିତ ଜଙ୍ଗଲରେ ବେଆଇନ ଗଛ କଟା ଅଭିଯୋଗ ପରେ ବନ ବିଭାଗ ପକ୍ଷରୁ ହେଉଥିବା ମୂଳ ଗଣିତ ଅଧାରେ ଅଟକିଛି। ନିଜ ଦୋଷକୁ ଲୁଚାଇବାକୁ ବିଭାଗ ଗଣିତ…

ସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟ

କେନ୍ଦୁଝର/ଯୋଡ଼ା,୧୦।୧୧: (ମାନସ ମହାନ୍ତି/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ନୟାଗଡ଼ ପଞ୍ଚାୟତ କୋଟୁପାଲି ଗାଁରେ ସ୍ଲରି ପାଇପ୍‌ ଲାଇନ କୌଣସି କାରଣରୁ ଫାଟିଯାଇଛି। ଫଳରେ ଜଳ ମିଶ୍ରିତ ଖଣିଜ ଧାନ କ୍ଷେତରେ ମାଡ଼ିଛି। ଏବେ ଧାନ ଅମଳ ସମୟ…

ଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକ

କେନ୍ଦୁଝର,୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରି କଲେଜ(ଜିସିଇ)ରେ ମାଇନିଂ ଇଞ୍ଜିନିୟରିଂ ବିଭାଗର ଜଣେ ଜୁନିୟର ଛାତ୍ରଙ୍କୁ ଉକ୍ତ ବିଭାଗର ସିନିୟର ଛାତ୍ରମାନେ ଆକ୍ରମଣ କରି ଆହତ କରିଥିବା ନେଇ ଟାଉନ ଥାନା ଅଭିଯୋଗ ହୋଇଛି। ଆହତ ଜୁନିୟର ଛାତ୍ର…

ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର ଛାତ୍ର ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri