କେନ୍ଦୁଝର

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍‌ପି…

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ ଶୋଚନୀୟ ହେବାରେ ଲାଗିଛି। ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ପଞ୍ଚାୟତ କାର୍ଯ୍ୟାଳୟକୁ ପଞ୍ଚାୟତବାସୀ…

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ…

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨…

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍‌ ତଥା ବିଶିଷ୍ଟ ଲୋକଙ୍କ ସହିତ ମର୍ନି ଓ୍ବାକ୍‌ କରିବା ସହ ଚା’ପେ ଚର୍ଚ୍ଚା…

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ତେବେ ତାଙ୍କ ଇସ୍ତଫାପତ୍ରକୁ ପ୍ରତ୍ୟାହାର କରିବା ପାଇଁ ଭାଗୀରଥି…

‘ବିଜେଡି ପ୍ରତିଶ୍ରୁତି ଅନୁଯାୟୀ ଷ୍ଟିଲ୍‌ ପ୍ଲାଣ୍ଟ କୁଆଡ଼େ ଗଲା’

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ଦ୍ୱିତୀୟ ଗସ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲାଇଭ୍‌ ସେଭର୍ସ ଗ୍ରୁପ୍‌ ଟ୍ରଷ୍ଟର ତୃତୀୟ ବାର୍ଷିକ…

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋହନ ମାଝୀ ଗୋ ବ୍ୟାକ୍‌ ସ୍ଲୋଗାନ ଦେଇଥିଲେ। ଜିଲାକୁ ଦେଇଥିବା…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ ସ୍ଥାନୀୟ ଅଡିଟରୟମକୁ ଯାଇ ଲାଇଭ ସେଭର୍ସ ଗ୍ରୁପର ତୃତୀୟ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।…

ମୋଦିଙ୍କ ଜନ୍ମଦିନକୁ ବିରୋଧ କରି ଚା’ ବିକିଲେ ଯୁବ କଂଗ୍ରେସ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ହୁ ହୁ ହୋଇ ଶିକ୍ଷିତ ବେକାରୀ ସମସ୍ୟା ବଢ଼ିବାରେ ଲାଗିଛି। ଯାହାକି ଯୁବତୀ, ଯୁବକମାନଙ୍କ ମଧ୍ୟରେ ଚିନ୍ତାର କାରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦିଗରେ କୌଣସି ପଦକ୍ଷେପ ନେଉ ନାହାଁନ୍ତି। କେବଳ ସରକାରୀ…

ଲଘୁଚାପ ଲଗାଣ ବର୍ଷା: ଭାଙ୍ଗିଲା ଘର, ବାସହରା ହେଲେ ପରିବାର

ମୋରଡ଼ା,୧୬।୯(ସ୍ମାରକ ମାଜୀ): ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୩ ଦିନ ହେବ ବର୍ଷା ଲାଗି ରହିଛି l ହେଲେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l ମଳିଥିବା ସୂଚନା ମୁତାବକ, ବିପଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri