କେନ୍ଦୁଝର

ହାରିନାହାନ୍ତି ସୁଶୀଳା

କେନ୍ଦୁଝର,୧୪।୫(ସ୍ବ.ପ୍ର.): ପରିବାରରେ ସନ୍ତାନମାନଙ୍କ ଭବିଷ୍ୟତ ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ସନ୍ତାନର ଲାଳନପାଳନ ସହ ଘର, ପରିବାର ଚଳାଇବାରେ ମା’ଙ୍କ ଗୁରୁତ୍ୱ ଅଧିକ। ନିଜ ପିଲା ଓ ପରିବାର ପାଇଁ ସବୁ କିଛି ତ୍ୟାଗ କରିବାକୁ ଆଗେଇ ଆସେ...

ଆମ୍ବ ତୋଳିବାକୁ ଯାଇଥିଲେ, ମାରିଦେଲା ଭାଲୁ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ତିହାଡିପଶି ଗ୍ରାମ ଚାଷଜମି ନିକଟରେ ଶନିବାର ଏକ ବଣୁଆ ଭାଲୁ ଆକ୍ରମଣ କରିବାରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ମୃତକଙ୍କ ନାମ...

ପୁନରୁଦ୍ଧାର ହେବ ସିଦ୍ଧମଠ ଔଷଧୀୟ ଉଦ୍ୟାନ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ବ୍ୟାପକ ଜଙ୍ଗଲ ନଷ୍ଟ, ଗଛ ଚୋରି କାରଣରୁ ଉଜୁଡ଼ି ଯାଇଥିବା ସିଦ୍ଧମଠ ଔଷଧୀୟ ଉଦ୍ୟାନର ରକ୍ଷଣାବେକ୍ଷଣ ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି ା ଗୁରୁବାର ବନ ବିଭାଗ କର୍ମଚାରୀ, ସ୍ଥାନୀୟ କାଉନ୍‌ସିଲର ଓ ଲୋକଙ୍କ ଉପସ୍ଥିତିରେ...

ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ ଚୋରି ଘଟଣାରେ ସଂପୃକ୍ତ ୨ ଜଣ ବାଳ ଅପରାଧୀଙ୍କୁ ସୁଧାର ଗୃହକୁ...

ଭାଲୁକୁ ନେଇ ବନ ବିଭାଗ ନାକେଦନ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଯୋଗିମଠ ଗ୍ରାମ ନିକଟରେ ଏକ ବଣୁଆ ଭାଲୁ ଗ୍ରାମାଞ୍ଚଳକୁ ଚାଲି ଆସିବା ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ସକାଳ ୭ଟା ସମୟରେ ଜଡିପଦା ଜଙ୍ଗଲରୁ ଗୋବର୍ଦ୍ଧନ ଦେଇ ଭାଲୁଟି ଆସୁଥିଲା। ଲୋକମାନେ...

ସନାତନ ମହାକୁଡ଼ଙ୍କ ଘରେ ଚଢ଼ାଉ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କେନ୍ଦୁଝର, ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରା ସହ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ...

କୁପୋଷଣର ଶିକାର ହେଉଛନ୍ତି ଶିଶୁ

ଯୋଡ଼ା,୧୧ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବଡ଼ କାଳିମାଟି ପଞ୍ଚାୟତ ଅଧୀନରେ ଥିବା ପୀଢ଼ପୋଖରୀ ଗାଁ ସରକାରୀ ଅବହେଳାର ଶିକାର ହୋଇଛି। ଏହି ଗାଁର ଅଧିକାଂଶ ଲୋକ ଦାରିଦ୍ର୍ୟ ସୀମାରେଖା ମଧ୍ୟରେ କାଳାତିପାତ କରୁଛନ୍ତି। ବ୍ଲକ୍‌ଠାରୁ ସ୍ବଳ୍ପ ଦୂରରେ ଏହି...

ଜିଲାପାଳଙ୍କୁ ହାଜର ହେବା ପାଇଁ ମାନବାଧିକାର କମିଶନଙ୍କ ନୋଟିସ

କେନ୍ଦୁଝର,୧୦ା୫(ସ୍ବ.ପ୍ର.): ଜାତୀୟ ମାନବାଧିକାର କମିଶନ ବୁଧବାର ଏକ ମାମଲାର ଶୁଣାଣି କରି କେନ୍ଦୁଝର ଜିଲାପାଳଙ୍କୁ ସର୍ତ୍ତମୂଳକ ବ୍ୟକ୍ତିଗତ ହାଜର ହେବା ପାଇଁ ଆଦେଶ କରିଛନ୍ତି। ନନ୍ଦିପଦା ଥାନା ଅନ୍ତର୍ଗତ ନୂଆ ରମ୍ପାସ ଗ୍ରାମରେ ଜମି ବିବାଦକୁ ନେଇ ଦମ୍ପତିଙ୍କୁ କଙ୍ଗାରୁ...

ବିଳମ୍ବରେ ହେଲା ଆଦିବାସୀ ନାବାଳିକା ଛାତ୍ରୀଙ୍କ ମୃତଦେହ

ଆନନ୍ଦପୁର,୧୦ା୫(ସ୍ବ.ପ୍ର.): ବାଳାଶ୍ରମ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଦୀର୍ଘ ୨୦ ଘଣ୍ଟା ପରେ ବ୍ୟବଚ୍ଛେଦ ହେଲା ଆଦିବାସୀ ନାବାଳିକାଙ୍କ ମୃତଦେହ। ମଙ୍ଗଳବାର ଡାକ୍ତର ମୃତ ଘୋଷଣା କରିଥିବା ବେଳେ ବାଳାଶ୍ରମ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ବିଳମ୍ବରେ ବ୍ୟବଚ୍ଛେଦ ହୋଇଛି। ମୃତକ ହେଉଛନ୍ତି...

ଡିଏମ୍‌ଏଫ୍‌ ଗ୍ରାମ ଉଦ୍ୟାନ ପାର୍କ ସ୍ଥାନ ପରିବର୍ତ୍ତନକୁ ବିରୋଧ

କେନ୍ଦୁଝର,୧୦ା୫(ସ୍ବ.ପ୍ର.): ଡିଏମ୍‌ଏଫ୍‌ ଅନୁଦାନରେ ବାଂଶପାଳ ବ୍ଲକର ୧୬ଟି ପଞ୍ଚାୟତରେ ଗ୍ରାମ ଉଦ୍ୟାନ ପାର୍କ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। ତେବେ ପଞ୍ଚାୟତ ସମିତି ଅଫିସ,ବାଂଶପାଳ ପକ୍ଷରୁ ଟେଣ୍ଡର ଆହ୍ବାନ ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏହି...

୨ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

କେନ୍ଦୁଝର,୧୦ା୫(ସ୍ବ.ପ୍ର.): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଦୁର୍ନୀତି ମାମଲରେ ବିଚାର କରି ସହକାରୀ ଯନ୍ତ୍ରୀ ଶଙ୍କର୍ଷଣ ବେହେରା ଓ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର କରଙ୍କୁ ୩ ବର୍ଷ ଜେଲ୍‌ ଏବଂ ୩ ହଜାର ଟଙ୍କା ଜରିମାନା ଆଦେଶ...

ଦୁଇଦିନରେ ଭାଙ୍ଗିଲାଣି ୧୨ ଘର

ପାଟଣା,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ସୋମବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡା ଦନ୍ତା ହାତୀ ପ୍ରବେଶ କରି ଉତ୍ପାତ ଆରମ୍ଭ କରିବା ସହ ୪ଜଣଙ୍କ ଘର ଭାଙ୍ଗିଦେଇଥିବା ବେଳେ ମଙ୍ଗଳବାର ପୁଣି ୮ଜଣଙ୍କ ଘର ଭାଙ୍ଗିଦେଇଛି। ହାତୀଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri