କେନ୍ଦୁଝର

ଝାଡ଼ଖଣ୍ଡ ସୀମାରେ ଶିବ ଲିଙ୍ଗ ଭାଙ୍ଗିବା ଘଟଣା: ପ୍ରତିବାଦରେ ଚମ୍ପୁଆରେ ଆନ୍ଦୋଳନ

କେନ୍ଦୁଝର,୨ା୧୧: ଓଡ଼ିଶା ରାଜ୍ୟ କେନ୍ଦୁଝର ଜିଲା ଚମ୍ପୁଆ ସୀମା ଝାଡ଼ଖଣ୍ଡସ୍ଥିତ ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗ ଭଙ୍ଗା ଘଟଣାରେ ଚାପା ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଏହି ଘଟଣା ଘଟିଥିଲା। ଦୁର୍ବୃତ୍ତମାନେ ଶିବ ଲିଙ୍ଗ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ  ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି ଯେ, …

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…

ଦୀପାବଳିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ

କେନ୍ଦୁଝର,୩୧।୧୦: ଆଜି ଆଲୋକର ପର୍ବ ଦିପାବଳି। ସବୁଟି ଉତ୍ସବର ମାହୋଲ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଝୁମ୍ପୁରା ଥାନା ରାଜାବସା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ୍ୟୁ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର…

ହରମୋହନ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକ ବେତିରା ଗ୍ରାମର ହରମୋହନ ଶାସିନୀଙ୍କୁ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ମିଳିଛି । କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଏନେଇ ପତ୍ର ମାଧ୍ୟମରେ ବିଭିନ୍ନ ବିଭାଗକୁ ଅବଗତ…

ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l କେନ୍ଦୁଝର…

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା ଠାରୁ…

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଟେଣ୍ଟ…

ମରିବା ପୂର୍ବରୁ ସାନଭାଇକୁ ବଡ଼ ଭାଇର ଶେଷ ପ୍ରଶ୍ନ, ବାବୁରେ ମୋତେ କି ବିଷ ଦେଇଛୁ କହ…

କେନ୍ଦୁଝର,୨୯।୧୦: ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ହେଲେ ବିଷ ପିଇବା ପରେ ବି ଯନ୍ତ୍ରଣାରେ ଜର୍ଜରିତ ହୋଇ ସାନଭାଇକୁ ଖୋଜୁଥିଲା ବଡ଼ ଭାଇ। ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ ଥର…

ଫୁଟ୍‌ବଲ୍‌ ଖେଳିଲା ବଣୁଆ ଦନ୍ତା; କିକ୍‌ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…

କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍‌ବଲ୍‌ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍‌ ଏକ ବଣୁଆ…

ପରକୀୟା ପ୍ରୀତି: ତହସିଲଦାରଙ୍କ ଡ୍ରାଇଭରଙ୍କୁ ଉଲଗ୍ନ କରି ଆଣ୍ଠେଇ ଚଲାଇଲେ

ପାଟଣା,୨୯ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପାଟନାଳୀ ସାହିରେ ପରକୀୟା ପ୍ରୀତିକୁ ନେଇ କଙ୍ଗାରୁ କୋର୍ଟ ହୋଇଛି। ଜଣେ ଯୁବକଙ୍କୁ ଗ୍ରାମବାସୀ ମାଡ଼ ମାରିବା ସହ ଉଲଗ୍ନ କରି ଆଣ୍ଠେଇ ଚଲାଇଥିବା ଜଣାପଡ଼ିଛି। ଘଟଣାର ଭିଡିଓ ଭାଇରାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri