କେନ୍ଦୁଝର

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ…

ବାତ୍ୟା ଦାନାବେଳେ ଆସିଲା ଖୁସି ଖବର

ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା ଏବଂ ଆସନ୍ନ ପ୍ରସବା ୪ ମହିଳାଙ୍କୁ ମିଶାଇ ମୋଟ ୩୯ ଜଣଙ୍କୁ ଅସ୍ଥାୟୀ ଆଶ୍ରୟ…

ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କଲେ ମନ୍ତ୍ରୀ, କହିଲେ…

ପାଟଣା,୨୫।୧୦(ବୀରକିଶୋର ଦାଶ): ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପରେ ମଧ୍ୟ ଟଳିନି ବିପଦ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଶରଧାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆ ପ୍ରାଥମିକ ବିଦ୍ୟାଳୟରେ ଚାଲିଥିବା ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ…

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର ପୁଣି ଫ୍ଲାଏ ଓଭର ଦବି ଯାଇଛି। ଠିକା ସଂସ୍ଥା ପକ୍ଷରୁ ମରାମତି କରାଯାଉଥିବା ବେଳେ…

କେନ୍ଦୁଝରରେ ବାତ୍ୟା ପ୍ରସ୍ତୁତି ପରଖିଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ

କେନ୍ଦୁଝର,୨୪।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାର ପ୍ରଭାବ କେନ୍ଦୁଝର ଜିଲା ଉପରେ ପଡ଼ିବାକୁ ଥିବାରୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କେନ୍ଦୁଝରର ପୂର୍ବତନ ଜିଲାପାଳ ଏନ. ଥିରୁମାଲା ନାଏକ କେନ୍ଦୁଝର ଜିଲାର…

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ, ଆଇନ ଉଲଂଘନ କରି ଉଚ୍ଚକ୍ଷମତା ସମ୍ପନ୍ନ କ୍ରସର୍‌ ପ୍ରତିଷ୍ଠା କରି କ୍ରସିଂ କରାଯାଇ ବିକ୍ରି…

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି ସଫଳତା ହାସଲ କରିିଛନ୍ତି। ତାଙ୍କ ବାପା ଭାଗବତ ନାଏକ କେନ୍ଦୁଝର ସଦର ବ୍ଲକ୍‌ର ଏବିଡିଓ…

ଦାନା ମୁକାବିଲା ପାଇଁ ଅଣ୍ଟା ଭିଡିଲାଣ କେନ୍ଦୁଝର ଜିଲା ପ୍ରଶାସନ

ପାଟଣା,୨୨।୧୦(ବୀର କିଶୋର ଦାଶ): ବାତ୍ୟା ମୁକାବିଲା  ପାଇଁ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶିବ ଶଙ୍କର ମୁର୍ମୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ସମସ୍ତ ପ୍ରଶାସନିକ ଅଧିକାରୀ ସହ, ଅଗ୍ନିଶମ ବାହିନୀ,…

ବନବାସୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ସମାଧାନ କରିବାକୁ ଦାବି

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଶାସନିକ ଅବହେଳା କାରଣରୁ କେନ୍ଦୁଝର ଜିଲାର ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ ଅସୁବିଧାର…

କାଶିଆ ପୋଲ ନିକଟରେ ଦୁର୍ଘଟଣା: ହଠାତ୍‌ ଗୋରୁଙ୍କୁ ଧକ୍କା ଦେଲା କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌

ପାଟଣା,୨୨।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କି କୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥ କାଶିଆ ପୋଲ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌ ଧକ୍କାରେ ୨ଗୋରୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି…

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି। ଭୁବନେଶ୍ବର,…

ଫାର୍ମହାଉସ୍‌ରେ ପଶି କଦଳୀ-ନଡ଼ିଆ ଗଛ ଭାଙ୍ଗିଲେ ହାତୀପଲ, ଖାଇଗଲେ ପଇଡ଼

ପାଟଣା,୨୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ରେଞ୍ଜରେ ୨୯ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଶୁକ୍ରବାର ରାତିରେ ରାସପଶି ଗାଁରେ ୨ଟି ଘର ଭାଙ୍ଗିବା ପରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ରେଞ୍ଜ ଡିମିରିଡିହା ଗାଁ ନିକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri