କେନ୍ଦୁଝର

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବୁଲିଲେ ପୂଜା ମଣ୍ଡପ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ବିମାନରେ ବାହାରି ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ଥିଲେ। ସେଠାରେ ଦଳୀୟ କର୍ମକର୍ତ୍ତା…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୨ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ…

ଅଡୁଆରେ ସୁଭଦ୍ରା ହିତାଧିକାରୀ, ଆଧାର ଲିଙ୍କ୍ କରୁ କରୁ ବ୍ୟଙ୍କ ଖାତରୁ ଟଙ୍କା ଗାଏବ

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଭଦ୍ରା ଯୋଜନା ମହିଳାଙ୍କ ପାଇଁ ଖୁସି ଆଣିଲା, କିନ୍ତୁ କିଛି ହିତାଧିକାରୀ ସୁଭଦ୍ରା ଯୋଜନାରେ ଅର୍ଥ ପାଇବାକୁ ଯାଇ ଏବେ ଅଡୁଆରେ। ଆଧାର ସହିତ ମୋବାଇଲ ନମ୍ବର ଯୋଡିବାକୁ ଯାଇ ହୋଇଛନ୍ତି ଠକାମୀର ଶିକାର, ଆଧାର କେନ୍ଦ୍ରରେ…

୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୧ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ…

ମଣ୍ଡପରେ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ପାଟଣା,୧୧ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟର ବିଭନ୍ନ ପୀଠ ଗୃହରେ ଗୁରୁବାର ମା’ଙ୍କ ଅଷ୍ଟମୀ ପୂଜା ଚାଲିଥିବା ବେଳେ ପାଟଣା ଦୁର୍ଗାମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ନୀତିକାନ୍ତିରେ ଶୁକ୍ରବାର ଅଷ୍ଟମୀ ପୂଜା ଚାଲିଛି। ପୂଜକ ଭାବେ ବୃନ୍ଦାବନ ଷଡ଼ଙ୍ଗୀ…

ଟାଟା ଷ୍ଟିଲ ଯୋଡାରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଭାରତର ଅନ୍ୟତମ ସମ୍ମାନଜନକ ଶିଳ୍ପପତି ରତନ ଟାଟାଙ୍କୁ ସମ୍ମାନ ଜଣାଇ ଗୁରୁବାର ଟାଟା ଷ୍ଟିଲ ଯୋଡା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି। ରତନ ଟାଟା ଅକ୍ଟୋବର ୯, ୨୦୨୪ ରେ ମୁମ୍ବାଇଠାରେ…

ସ୍କୁଟିକୁ ସାମ୍ନାପଟୁ ଧକ୍କାଦେଲା ବାଇକ୍‌, ୪ ଗୁରୁତର

ପାଟଣା,୧୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ହନୁମାନ ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ବାଇକ୍‌ ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଓ ସ୍କୁଟିରେ ଥିବା ଜଣେ ଗୁରୁତର ହୋଇଛନ୍ତି। ବାଇକ୍‌ରେ…

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ…

କାଳରାତ୍ରୀ ବେଶରେ ମା’ ସମଲେଶ୍ବରୀ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ବୁଧବାର ମା’ ସମଲେଶ୍ବରୀ କାଳରାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…

ଆତ୍ମସମର୍ପଣ କଲେ ଅନୁଭବଙ୍କ ଭାଇ ଅନୁପ୍ରାସ ମହାନ୍ତି

ବଡ଼ବିଲ,୯ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଓଡ଼ିଆ ସିନେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତିଙ୍କ ଭାଇ ଅନୁପ୍ରାସ ମହାନ୍ତି ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆତ୍ମସମର୍ପଣ କରିବା ପରେ ସର୍ତ୍ତମୂଳକ ଜାମିନରେ ମୁକୁଳିଛନ୍ତି। ସୂଚନା ଅନୁଯାୟୀ,…

ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ

କେନ୍ଦୁଝର,୮।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପାଟଖଳି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଖାଦ୍ୟ ଅନ୍ବେଷଣରେ ଗ୍ରାମ ନିକଟକୁ ଚାଲିଆସିଥିବା ଏକ ମାଈ ହାତୀ ଗ୍ରାମରେ ଥିବା ଏକ ପରିତ୍ୟକ୍ତ କୂଅରେ ଖସି ପଡିଥିଲା।…

ପୋଲ ଉପରେ ଓଲଟି ପଡିଲା କାର୍‌: ଦମ୍ପତି ଗୁରୁତର

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ମଙ୍ଗଳବାର ଏକ କାର୍‌ ଓଲଟି ପଡ଼ିଛି। ଫଳରେ କାର୍‌ରେ ଥିବା ଦମ୍ପତି ଗୁରୁତର ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri